Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ...

  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ୧୧୧ କୋଟିର ସହାୟତା

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ୧୧୧ କୋଟିର ସହାୟତା

2023-05-05 08:44:25
14216
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ୧୧୧ କୋଟିର ସହାୟତା

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି। ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ।

ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ। ପ୍ରତ୍ୟେକ ତୋଳାଳିଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳି ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।


କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡ଼ା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ। ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡ଼ାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13474
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14501
    Jul 31, 2026
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14754
    Aug 02, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14223
    Jul 31, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15558
    Aug 02, 2026
  •  ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13483
    Aug 02, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15312
    Aug 01, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14611
    Aug 01, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14935
    Aug 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14935
    Aug 01, 2026
  • ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14501
    Jul 31, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13483
    Aug 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17012
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17618
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17670
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18072
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15558
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14501
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14376
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15998
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15884
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14223
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14246
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15032
    Jul 28, 2026
  • ଫିକା ପଡିବ ସୁନାର ଚମକ

    14133
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15312
    Aug 01, 2026
  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13483
    Aug 02, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    13955
    Aug 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In