Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ...

  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

ରାଜ୍ୟ
Home ›› ରାଜ୍ୟ ››ରବିବାର ଝାରସୁଗୁଡ଼ାରେ ଶକ୍ତି ପ୍ରଦର୍ଶନ କରିବ ବିଜେଡି, ପ୍ରଚାର ମଇଦାନକୁ ଓହ୍ଲାଇବେ ସୁପ୍ରିମୋ

ରବିବାର ଝାରସୁଗୁଡ଼ାରେ ଶକ୍ତି ପ୍ରଦର୍ଶନ କରିବ ବିଜେଡି, ପ୍ରଚାର ମଇଦାନକୁ ଓହ୍ଲାଇବେ ସୁପ୍ରିମୋ

2023-05-06 09:37:16
14612
Share:
Facebook
Twitter
E-Mail
WhatsApp
Telegram
ରବିବାର ଝାରସୁଗୁଡ଼ାରେ ଶକ୍ତି ପ୍ରଦର୍ଶନ କରିବ ବିଜେଡି, ପ୍ରଚାର ମଇଦାନକୁ ଓହ୍ଲାଇବେ ସୁପ୍ରିମୋ

ଝାରସୁଗୁଡ଼ା: ଆସନ୍ତାକାଲି ରବିବାରରେ ଝାରସୁଗୁଡ଼ାରେ ଶକ୍ତି ପ୍ରଦର୍ଶନ କରିବ ବିଜେଡି । ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଅମିଲିପାଲି ପଡ଼ିଆରେ ବିରାଟ ସମାବେଶ ଆୟୋଜନ କରାଯାଉଛି । ନବୀନଙ୍କ ମୁହଁରୁ ପଦେ କଥା ଶୁଣିବା ପାଇଁ ସମସ୍ତେ ବେଶ୍ ଉତ୍ସାହୀ ଅଛନ୍ତି ଜିଲ୍ଲାବାସୀ । ବାପାଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବେ ଦୀପାଳି । ଦୀପାଳିଙ୍କୁ ଜିତାଇବା ପାଇଁ ବାପାଙ୍କ ଭଳି ଦାୟିତ୍ବ ନେଇଛନ୍ତି ନବୀନ । ପୂର୍ବରୁ ଝାରସୁଗୁଡ଼ାବାସୀ ମୁଖ୍ୟମନ୍ତ୍ରୀ, ନବ ଦାସ ଓ ବିକାଶ ସହ ଥିଲେ ଏବଂ ଆଗକୁ ରହିବେ ବୋଲି ବିଜେଡି କହିଛି । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଜୋରଦାର ହେବାରେ ଲାଗିଛି ପ୍ରଚାର । ପ୍ରଚାର ପାଇଁ ଆଜିକୁ ମିଶାଇ ହାତରେ ଆଉ ୩ ଦିନ । ଶେଷ ମୁହୂର୍ତ୍ତରେ ଜନତାଙ୍କ ଦିଲ୍ ଜିତିବାକୁ ଉଦ୍ୟମ କରୁଛନ୍ତି ସବୁ ଦଳ । ବିଭିନ୍ନ ସ୍ଥାନରେ ସମାବେଶ ସହିତ ଗାଁରୁ ଗାଁକୁ ବୁଲି ପ୍ରଚାର କରୁଛି ବିଜେଡି । ଦଳର ଷ୍ଟାର କ୍ୟାମ୍ପେନରଙ୍କ ସହିତ ଭୋଟ ମାଗୁଛନ୍ତି ବିଜେଡି ପ୍ରାର୍ଥୀ ଦୀପାଳି ଦାସ । ଆଜି ଝାରସୁଗୁଡ଼ା ବ୍ଳକର ବିଭିନ୍ନ ଅଞ୍ଚଳରେ ଦୀପାଳି ପ୍ରଚାର କରିବା କାର୍ଯ୍ୟକ୍ରମ ରହିଛି ।

 

Powered by Froala Editor

Tags jharsuguda byelection

Related articles Odisha News Lens 4.1

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14217
    Jul 31, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15305
    Aug 01, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13949
    Aug 01, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15551
    Aug 02, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14604
    Aug 01, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13466
    Aug 02, 2026
  •  ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13475
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14494
    Jul 31, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14928
    Aug 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14604
    Aug 01, 2026
  • ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15551
    Aug 02, 2026
  • ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13466
    Aug 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17012
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17618
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17670
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18072
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15551
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14494
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14375
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15997
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15883
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14217
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14246
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15032
    Jul 28, 2026
  • ଫିକା ପଡିବ ସୁନାର ଚମକ

    14133
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14494
    Jul 31, 2026
  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13475
    Aug 02, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15551
    Aug 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In