Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

Home ›› ››ଏହି ଖାଦ୍ୟ ହାଡ଼କୁ କରିଦେଇପାରେ ନଷ୍ଟ

ଏହି ଖାଦ୍ୟ ହାଡ଼କୁ କରିଦେଇପାରେ ନଷ୍ଟ

2021-05-27 02:25:04
15690
Share:
Facebook
Twitter
E-Mail
WhatsApp
Telegram
ଏହି ଖାଦ୍ୟ ହାଡ଼କୁ କରିଦେଇପାରେ ନଷ୍ଟ

ଶରୀରର ହାଡ଼କୁ ମଜଭୁତ ରଖିବା ପାଇଁ ଆମକୁ କ୍ୟାଲସିୟମ୍ ଓ ଭିଟାମିନ୍ ଡି ଆବଶ୍ୟକ ହୋଇଥାଏ। କିନ୍ତୁ ଦିନ ସାରା ଆମେ ବହୁ ଏମିତି ଖାଦ୍ୟ ଖାଇଥାଉ ଯାହା ଦ୍ୱାରା ହାଡ଼ ଦୁର୍ବଳ ହୋଇଯାଏ। ଫୁଡ୍ ଓ ନ୍ୟୁଟ୍ରିସନ୍ ଏକ୍ସପର୍ଟଙ୍କ କହିବା ଅନୁସାରେ ଏମିତି ଅନେକ ଖାଦ୍ୟ ଅଛି ଯାହା କ୍ୟାଲସିୟମ୍ ଓ ଭିଟାମିନ୍ ଡି’କୁ ଶରୀରରେ ଠିକ୍ ଭାବେ ବିଶୋଷିତ କରାଇଦେଇ ନ ଥାଏ। ଏହା ଯୋଗୁଁ ହେଉଥିବା କ୍ୟାଲସିୟମ୍ ଅଭାବକୁ ଶରୀର ହାଡ଼ରୁ ନେଇ ପୂରଣ କରିଥାଏ। ଏହାଦ୍ୱାରା ହାଡ଼ ଦୁର୍ବଳ ହୋଇ ଫ୍ୟାକଚର୍ (ଭାଙ୍ଗିବା) ହେବାର ଆଶଙ୍କା ବଢ଼ିଯାଏ।

ନମକିନ୍ ଓ ଚିପ୍ସ୍: ନମ୍କିନ୍ (ଖଟାମିଠା), ଚିପ୍ସ୍ ଭଳି ସ୍ନାକ୍ସରେ ସୋଡିୟମର ମାତ୍ରା ବହୁ ଅଧିକ ଥାଏ। ଏହାକୁ ଅଧିକ ଖାଇଲେ ଶରୀରର କ୍ୟାଲସିୟମ୍ ମୂତ୍ରାଶୟରୁ ବାହାରକୁ ପଳାଇ ଯାଇଥାଏ, ଯାହା ଦ୍ୱାରା ହାଡ଼ ଦୁର୍ବଳ ହୋଇଯାଏ।

ଚିନିଜାତୀୟ ଖାଦ୍ୟ: ଚିନିଜାତୀୟ ଖାଦ୍ୟ ଓ ପାନୀୟରେ ଫସଫରିକ୍ ଏସିଡ୍ ଭଳି ରାସାୟନିକ ପଦାର୍ଥ ବହୁ ମାତ୍ରାରେ ଥାଏ। ଏହାକୁ ଅଧିକ ମାତ୍ରାରେ ଖାଇଲେ ହାଡ଼ ଦୁର୍ବଳ ହୋଇଯାଏ। ଏମିତିରେ ହାଡ଼ ଭାଙ୍ଗିବା ସମସ୍ୟା ବଢ଼ିପାରେ।
ପ୍ୟାକେଟ୍ ଖାଦ୍ୟ: ପ୍ୟାକେଟରେ ଆସୁଥିବା ପ୍ରୋସେସ୍ଡ୍ (ତିଆରି ହୋଇଥିବା) ଖାଦ୍ୟରେ ସୋଡିୟମର ମାତ୍ରା ଅଧିକ ରହିଥାଏ। ଏହା ଶରୀରରେ କ୍ୟାଲସିୟମ୍ର ମାତ୍ରା କମ୍ କରିଥାଏ। ଏହାଯୋଗୁଁ ହାଡ଼ ଦୁର୍ବଳ ହୋଇଥାଏ।

ଜଙ୍କ୍ ଫୁଡ୍: ବର୍ଗର, ପିଜ୍ଜା, ପାସ୍ତା ଆଦି ଜଙ୍କ୍ ଫୁଡ୍ରେ ସୋଡିୟମ୍ ଅନେକ ମାତ୍ରାରେ ଥାଏ। ଏହା ମଧ୍ୟ ଶରୀରରେ କ୍ୟାଲ୍ସିୟମ୍ର ମାତ୍ରାକୁ କମ୍ କରିଥାଏ, ଯାହାଦ୍ୱାରା ହାଡ଼ ଦୁର୍ବଳ ହୋଇଥାଏ।ଆପଣଙ୍କ ଶରୀରର ହାଡ଼ ନଷ୍ଟ ହେବାର ବିପଦକୁ ବଢ଼ାଇଥାଏ ଏହି ୫ଟି ଖାଦ୍ୟ, ଆପଣ ଖାଉ ନାହାନ୍ତି ତ?

Powered by Froala Editor

Tags Food that damaged the bone

Related articles Odisha News Lens 4.1

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14246
    Feb 28, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13979
    Feb 26, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13646
    Feb 27, 2026
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍
    ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14716
    Feb 28, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13584
    Feb 28, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14755
    Feb 27, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15318
    Feb 27, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14150
    Feb 27, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14527
    Feb 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13584
    Feb 28, 2026
  • ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15474
    Feb 28, 2026
  • ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15318
    Feb 27, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17354
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17769
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14246
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14150
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14219
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15410
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15922
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15120
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14971
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14484
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16100
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14527
    Feb 26, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13646
    Feb 27, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15318
    Feb 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In