Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

ରାଜ୍ୟ
Home ›› ରାଜ୍ୟ ››ନିର୍ବାଚନ କମିଶନରଙ୍କ ନିକଟରେ ବିଜେଡିର ଅଭିଯୋଗ: ଝାରସୁଗୁଡ଼ା ଉପନିର୍ବାଚନରେ ଆଚରଣବିଧି ଭାଙ୍ଗୁଛି ବିଜେପି

ନିର୍ବାଚନ କମିଶନରଙ୍କ ନିକଟରେ ବିଜେଡିର ଅଭିଯୋଗ: ଝାରସୁଗୁଡ଼ା ଉପନିର୍ବାଚନରେ ଆଚରଣବିଧି ଭାଙ୍ଗୁଛି ବିଜେପି

2023-05-07 09:43:25
15307
Share:
Facebook
Twitter
E-Mail
WhatsApp
Telegram
ନିର୍ବାଚନ କମିଶନରଙ୍କ ନିକଟରେ ବିଜେଡିର ଅଭିଯୋଗ: ଝାରସୁଗୁଡ଼ା ଉପନିର୍ବାଚନରେ ଆଚରଣବିଧି ଭାଙ୍ଗୁଛି ବିଜେପି

ଭୁବନେଶ୍ବର : ଝାରସୁଗୁଡ଼ା ଉପନିର୍ବାଚନରେ ଆଚରଣବିଧି ଭାଙ୍ଗୁଛି ବିଜେପି। ବାରମ୍ବାର ବିଜେପି ଏପରି ନିର୍ବାଚନୀ ଆଚରଣବିଧି ଭାଙ୍ଗି ଚାଲିଥିବା ବେଳେ ବିଜେଡି ପକ୍ଷରୁ ରାଜ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଅଭିଯୋଗ କରାଯାଇଛି। ଗତକାଲି ବିଜେଡି ସିଇଓଙ୍କ ଭୋଟି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଉପନିର୍ବାଚନରେ ଆଚରଣବିଧି ଭାଙ୍ଗି ରାତି ଅଧରେ ମାଇକ୍ରୋଫୋନ୍ ବ୍ୟବହାର କରି ପ୍ରଚାର କରୁଥିବା ଅଭିଯୋଗ କରିଥିଲା।
ଆଉ ଆଜି ମଧ୍ୟ ବିଜେଡି ପକ୍ଷରୁ ବିଜେପି ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ଆଜି ଝାରସୁଗୁଡାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର କରିବାକୁ ଥିବା ବେଳେ ତାଙ୍କ ନିର୍ବାଚନ ପୋଷ୍ଟରରେ ଜି-୨୦ ଓ ଆଜାଦି କା ଅମୃତ ମହୋତ୍ସବର ଲୋଗୋ ଲଗାଯାଇଛି। ଯାହା ନିର୍ବାଚନ ଆଚରଣ ବିଧିକୁ ଉଲଂଘନ କରୁଛି। ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ କେନ୍ଦ୍ର ମନ୍ତ୍ରୀ ଏପରି କରିଛନ୍ତି  ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି।କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଫିସ ଟ୍ବିଟରେ ଏହା ପୋଷ୍ଟ କରାଯାଇଥିବା ବେଳେ ଖୋଦ୍‌ କେନ୍ଦ୍ରମନ୍ତ୍ରୀ ନିଜେ ଏହାକୁ ରି- ଟୁଇଟ କରିଛନ୍ତି। ଯେଉଁ ପୋଷ୍ଟରରେ ଜି-୨୦ ଲୋଗୋ ଏବଂ ଆଜାଦି କା ଅମୃତ ମହୋତ୍ସବର ବି ଲୋଗୋ ରହିଛି । ଯାହାକୁ ନେଇ ଆଜି ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଛନ୍ତି ବିଜେଡିର ଏକ ପ୍ରତିନିଧି ଦଳ।
ବିଜେପି ଅଭ୍ୟାସଗତ ଭାବେ ନିର୍ବାଚନ ଆଚରଣ ବିଧି ଉଲଘଂନ କରୁଛି । କେତେବେଳେ ରାତିରେ ପ୍ରଚାର କରି ଲୋକଙ୍କୁ ଭୟବିତ କରି ଗୁଣ୍ଡା ଗର୍ଦି କରୁଛନ୍ତି । କ୍ରମାଗତ ଭାବେ ଆଦର୍ଶ ଆଚରଣ ବିଧି ଉଲଘଂନ କରୁଛି ରାଜ୍ୟ ବିଜେପି। କେନ୍ଦ୍ରମନ୍ତ୍ରୀଙ୍କ ଠାରୁ ଏପରି ଆଶା କରାଯାଉନାହିଁ । କେନ୍ଦ୍ରମନ୍ତ୍ରୀ ଲୋଗୋ ଲାଗିଥିବା ପୋଷ୍ଟର କୁ ରି- ଟୁଇଟ କରିବା ଆଚର୍ୟ୍ୟ ଜନକ। ତେଣୁ ଆମେ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ଆଦର୍ଶ ଆଚରଣ ବିଧି ଉଲଘଂନ କରିବା ନେଇ ନିର୍ବାଚନ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛୁ ବୋଲି ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାସ କହିଛନ୍ତି।

Powered by Froala Editor

Tags JHARSUGUDA BYELECTION

Related articles Odisha News Lens 4.1

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13523
    Mar 14, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15198
    Mar 12, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13783
    Mar 14, 2026
  •  ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...
    ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...

    15329
    Mar 14, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    15084
    Mar 12, 2026
  • କମିଲା ସୁନା ଏବଂ ରୂପା ଦର
    ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    14919
    Mar 14, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14282
    Mar 13, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15763
    Mar 13, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13953
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    14919
    Mar 14, 2026
  • ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି କରୁଥିଲେ

    15763
    Mar 13, 2026
  • ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15329
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17781
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13783
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13766
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14439
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15082
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14836
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15678
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15139
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି କରୁଥିଲେ

    15763
    Mar 13, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13523
    Mar 14, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14282
    Mar 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In