Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 31, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

ମନୋରଞ୍ଜନ
Home ›› ମନୋରଞ୍ଜନ ››ରେଷ୍ଟୁରାଣ୍ଟରେ ଡିନର କରିବାକୁ ପହଞ୍ଚିଲେ ରାଘବ-ପରିଣୀତି

ରେଷ୍ଟୁରାଣ୍ଟରେ ଡିନର କରିବାକୁ ପହଞ୍ଚିଲେ ରାଘବ-ପରିଣୀତି

2023-05-08 17:55:33
16257
Share:
Facebook
Twitter
E-Mail
WhatsApp
Telegram
ରେଷ୍ଟୁରାଣ୍ଟରେ ଡିନର କରିବାକୁ ପହଞ୍ଚିଲେ ରାଘବ-ପରିଣୀତି

କିଛି ଦିନ ହେଲା ଚର୍ଚ୍ଚାରେ ଅଛନ୍ତି ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଓ ଆମ୍ ଆଦମୀ ପାର୍ଟି ସାଂସଦ ରାଘବ ଚଢ଼ା।  ସେମାନେ ଆଗାମୀ ୧୩ ତାରିଖରେ ନିର୍ବନ୍ଧ କରିବାକୁ ଯାଉଛନ୍ତି ବୋଲି ମଧ୍ୟ ସୂଚନା ରହିଛି। ସେମାନଙ୍କ ବିବାହ ଚଳିତବର୍ଷ ଅକ୍ଟୋବରରେ ହେବ ବୋଲି ଅନୁମାନ କରାଯାଉଛି। ତେବେ ଏଯାଏ ବି ପରିଣୀତି ଓ ରାଘବ ସେମାନଙ୍କ ପ୍ରେମ ସଂପର୍କ କିମ୍ବା ନିର୍ବନ୍ଧ ବିଷୟରେ କହିନାହାନ୍ତି।

ତେବେ ଗତକାଲି ତାଙ୍କୁ ମୁମ୍ବାଇର ଏକ ରେଷ୍ଟୁରାଣ୍ଟ୍‌କୁ ଡିନର୍‌ ଡେଟ୍‌ରେ ଯାଉଥିବାର ଦେଖିବାକୁ ମିଳିଛି। ପରିଣୀତି କଳା ରଂଗର ପୋଷାକ ପିନ୍ଧିଥିବା ବେଳେ ରାଘବ ନୀଳ ରଂଗର ସାର୍ଟ ପରିଧାନ କରିଛନ୍ତି। ସେମାନଙ୍କୁ ଏକତ୍ର ଦେଖିବା ପରେ ବାହାଘର କେବେ ବୋଲି କିଛି ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ କରିଛନ୍ତି। 

ନିକଟରେ ଦୁହିଁଙ୍କୁ ମୋହାଲିରେ ଆଇପିଏଲ୍ ମ୍ୟାଚ୍ ରେ ଦେଖିବାକୁ ମିଳିଥିଲା। ପରିଣୀତି ଚୋପ୍ରା ଏବଂ ରାଘବଙ୍କ ଫଟୋ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ୱିଟରରେ ଭାଇରାଲ୍‌ ହୋଇଥିଲା।

Powered by Froala Editor

Tags pariniti-raghav

Related articles Odisha News Lens 4.1

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ,  ୪ ମୃତ, ୨୭ ଗୁରୁତର
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୪ ମୃତ, ୨୭ ଗୁରୁତର

    14287
    May 30, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13504
    May 31, 2025
  • ଏଣିକି ନିଟ୍‌-ପିଜି ପରୀକ୍ଷା ହେବ ଗୋଟିଏ ସିଟିଂରେ
    ଦେଶ-ଦେଶାନ୍ତର

    ଏଣିକି ନିଟ୍‌-ପିଜି ପରୀକ୍ଷା ହେବ ଗୋଟିଏ ସିଟିଂରେ

    15252
    May 30, 2025
  •  ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ,  ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ଜାଣନ୍ତୁ କ’ଣ ?

    14056
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13341
    May 31, 2025
  • ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ
    ଦେଶ-ଦେଶାନ୍ତର

    ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ

    15389
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15485
    May 31, 2025
  • ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ହରାଇଥିବା ଏହି ପରିବାରକୁ ନିଯୁକ୍ତି ପତ୍ର ...
    ଦେଶ-ଦେଶାନ୍ତର

    ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ହରାଇଥିବା ଏହି ପରିବାରକୁ ନିଯୁକ୍ତି ପତ୍ର ...

    13865
    May 30, 2025
  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    14877
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    14877
    May 31, 2025
  • ଦେଶ-ଦେଶାନ୍ତର

    ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ହରାଇଥିବା ଏହି ପରିବାରକୁ ନିଯୁକ୍ତି ପତ୍ର ବାଣ୍ଟିଲେ ଅମିତ ଶାହ

    13865
    May 30, 2025
  • ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13341
    May 31, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16635
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16925
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15465
    Apr 03, 2021

ବିଶେଷ

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13341
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15485
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15829
    May 29, 2025
  • ଚା’ ସହିତ ଏହି ଜିନିଷ ଖାଇବା ମନା

    14442
    May 29, 2025
  • ରୁଦ୍ରାକ୍ଷ ପାଣି ଶରୀର ପାଇଁ କେତେ ଉପକାରୀ ଜାଣନ୍ତୁ...

    14578
    May 28, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15681
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16294
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14007
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14803
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ହରାଇଥିବା ଏହି ପରିବାରକୁ ନିଯୁକ୍ତି ପତ୍ର ବାଣ୍ଟିଲେ ଅମିତ ଶାହ

    13865
    May 30, 2025
  • ଏଣିକି ନିଟ୍‌-ପିଜି ପରୀକ୍ଷା ହେବ ଗୋଟିଏ ସିଟିଂରେ

    15252
    May 30, 2025
  • ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ

    15389
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In