Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ...

  • ମୋଦୀଙ୍କୁ ହତ୍ୟା ଧମକ

  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ...

  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ...

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ...

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ...

  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ...

  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ...

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

Home ›› ››୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

2023-05-09 07:11:28
15799
Share:
Facebook
Twitter
E-Mail
WhatsApp
Telegram
୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ଵର: ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ)ର ୧୧୭ତମ ବୈଠକ ରାଜ୍ୟ  ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଏସଏଲଏସଡବ୍ଲ୍ୟୁସିଏ କମିଟି ଦ୍ୱାରା ୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି,  ଯାହା ଓଡ଼ିଶାବାସୀଙ୍କ ପାଇଁ ୩୭୨୧ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ତନ୍ମଧ୍ୟରୁ  ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୨ରେ ଅଂଶଗ୍ରହଣ କରି ରାଜ୍ୟରେ ପୁଞ୍ଜିନିବେଶ ପ୍ରସ୍ତାବନା ଦେଇଥିବା ୯ଟି କମ୍ପାନୀ ଅନ୍ତର୍ଭୁକ୍ତ ରହିଛି ।
ଆଲୁମିନିୟମ ଓ ଆଲୁମିନିୟମ ଉପରେ ନିର୍ଭରଶୀଳ ସଂପୃକ୍ତ ଇସ୍ପାତ ଏବଂ ଇସ୍ପାତ ସହ ସଂଯୁକ୍ତ ଶିଳ୍ପ, ରାସାୟନିକ ଓ ପ୍ଲାଷ୍ଟିକ, ଖାଦ୍ୟ ପ୍ରକ୍ରିୟାକରଣ ଓ ପ୍ୟାକେଜିଂ, ବୟନ ଓ ପୋଷାକ, ପର୍ୟ୍ୟଟନ ଏବଂ ଅକ୍ଷୟ ଶକ୍ତି ଭଳି ବିଭିନ୍ନ କ୍ଷେତ୍ରରେ ଥିବା ପ୍ରକଳ୍ପଗୁଡ଼ିକୁ ଅନୁମୋଦନ ମିଳିଛି । ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଖୋର୍ଦ୍ଧା, ମୟୂରଭଞ୍ଜ, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଅନୁମୋଦିତ ପ୍ରକଳ୍ପ ପ୍ରତିଷ୍ଠା କରାଯିବ ।
ବୈଠକରେ ୮୯୬.୯୮ କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ଆର.ସି.ଆର ଷ୍ଟିଲ ୱାର୍କସ ପ୍ରାଇଭେଟ ଲିମିଟେଡର ପ୍ରସ୍ତାବକୁ ଏସଏଲଏସଡବ୍ଲୁସିଏ ଅନୁମୋଦନ କରିଛି । ଏଥିରେ ମୟୂରଭଞ୍ଜର ଜାମଦାଠାରେ ଏକ ଇସ୍ପାତ କାରଖାନା ସ୍ଥାପନ କରାଯିବା ସହ ରାଜ୍ୟରେ ପ୍ରାୟ ୭୫୦ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଆଶା କରାଯାଉଛି । ସେହିପରି ରାୟଗଡ଼ା ଜିଲ୍ଲାରେ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ୍ ଏବଂ ସମ୍ବଲପୁରର ଲାପଙ୍ଗାସ୍ଥିତ ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ର ସମ୍ପ୍ରସାରଣ ପ୍ରସ୍ତାବକୁ କମିଟି ଅନୁମୋଦନ କରିଛି, ଯେଉଁଥିରେ ମୋଟ ପ୍ରାୟ ୧୦୦୦ କୋଟି ଟଙ୍କା ବିନିଯୋଗ କରିବାକୁ ପ୍ରତିଶ୍ରୁତି ଦିଆଯାଇଛି ଏବଂ ଏହି ଜିଲ୍ଲା ଓ ଏହାର ଆଖପାଖ ଅଞ୍ଚଳରେ ୫୦୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଆଶା କରାଯାଉଛି ।
  ଗଞ୍ଜାମ ଜିଲ୍ଲାର ଚିଲିକା ହ୍ରଦ ସ୍ଥିତ ସୋମାଲୋ ଦ୍ୱୀପରେ ୨୨୮.୪୫ କୋଟି ଟଙ୍କା ବିନିଯୋଗରେ ଏକ ରିସୋର୍ଟ ପ୍ରତିଷ୍ଠା ପାଇଁ ମହିନ୍ଦ୍ରା ହୋଲିଡେଜ୍ ଆଣ୍ଡ ରିସର୍ଟସ୍ ଇଣ୍ଡିଆ ଲିମିଟେଡ୍  ପ୍ରକଳ୍ପ ପ୍ରସ୍ତାବକୁ ମଧ୍ୟ ଏସ୍ଏଲ୍ଏସ ଡବ୍ଲୁଏ ଅନୁମୋଦନ କରିଛି । ଏହି ପ୍ରକଳ୍ପ ଭାରତର ପର୍ୟ୍ୟଟନ ମାନଚିତ୍ରରେ ଓଡ଼ିଶାର ସ୍ଥିତିକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା କରାଯାଉଛି । ଆହୁରି ମଧ୍ୟ ରସାୟନ  କ୍ଷେତ୍ରରେ କମିଟି ଆୟନ ଏକ୍ସଚେଞ୍ଜ (ଇଣ୍ଡିଆ) ଲିମିଟେଡ୍ ର ଏକ ପ୍ରକଳ୍ପକୁ କମିଟି ମଞ୍ଜୁରୀ ଦେଇଛି । ୩୦୩ କୋଟି ଟଙ୍କା ବିନିଯୋଗରେ ପାରାଦୀପରେ ୨୫୦୦୦ ମେଟ୍ରିକ୍ ଟନ୍ ଜଳ ବିଶୋଧନ କେମିକାଲ୍ ଏବଂ ୩୦,୦୦୦ ମେଟ୍ରିକ୍ ଟନ୍ ମନୋମର୍ ଓ ପଲିମର୍ସ ଉତ୍ପାଦନ ୟୁନିଟ୍ ସ୍ଥାପନ କରିବାକୁ କମ୍ପାନୀ  ପ୍ରସ୍ତାବ ଦେଇଛି, ଯାହା ଓଡ଼ିଶାର ୧୫୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ସୁଯୋଗ ପ୍ରଦାନ କରିବ ।

   ବୟନ ଓ ପୋଷାକ  କ୍ଷେତ୍ରରେ ଇଣ୍ଡିଆନ୍ ଷ୍ଟିଚେସ ପ୍ରାଇଭେଟ୍ ଲିମିଟେଡ୍ ୧୦୦ କୋଟି ଟଙ୍କା ବିନିଯୋଗରେ ଏକ ଫେବ୍ରିକ୍ ପ୍ରୋସେସିଂ ପ୍ଲାଣ୍ଟ ସ୍ଥାପନ କରି ରାଜ୍ୟରେ ୧୦୦୦ ରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରୁଛି । ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଖୋର୍ଦ୍ଧାରେ ଫୁଡ୍ ପ୍ରୋସେସିଂ ଓ ପ୍ୟାକେଜିଂ ୟୁନିଟ୍ ସ୍ଥାପନ ପାଇଁ ତାଜ୍ ସାଟସ୍  ଲିମିଟେଡ୍ ର ପ୍ରକଳ୍ପ ପ୍ରସ୍ତାବକୁ ମଞ୍ଜୁରୀ  ମିଳିଛି । ଏହି ପ୍ରକଳ୍ପରେ ୫୧ କୋଟି ଟଙ୍କା ବିନିଯୋଗ ହେବା ସହିତ ୨୦୦ ଜଣଙ୍କ ପାଇଁ  ନିଯୁକ୍ତି ସୁଯୋଗ  ରହିଛି ।  

Powered by Froala Editor

Tags 11 industrial project sanctioned

Related articles Odisha News Lens 4.1

  •     ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?
    ବିଶେଷ

    ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14935
    Jul 05, 2026
  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ
    ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    13948
    Jul 05, 2026
  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ
    ଦେଶ-ଦେଶାନ୍ତର

    ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ

    14743
    Jul 05, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି
    ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13475
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
    ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14219
    Jul 05, 2026
  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13487
    Jul 05, 2026
  • ମୋଦୀଙ୍କୁ ହତ୍ୟା ଧମକ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ହତ୍ୟା ଧମକ

    14989
    Jul 05, 2026
  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ
    ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14745
    Jul 05, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14917
    Jul 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14745
    Jul 05, 2026
  • ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13529
    Jul 05, 2026
  • ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13475
    Jul 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14935
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15004
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14565
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14331
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15949
    Jun 26, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15828
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14910
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13487
    Jul 05, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13475
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14219
    Jul 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In