Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ...

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ...

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

ରାଜ୍ୟ
Home ›› ରାଜ୍ୟ ›› ଝାରସୁଗୁଡ଼ା ଉପନିର୍ବାଚନ: ଭୋଟରଙ୍କୁ ଟିକା ଲଗାଇ ମତଦାନ କେନ୍ଦ୍ରକୁ ସ୍ବାଗତ

ଝାରସୁଗୁଡ଼ା ଉପନିର୍ବାଚନ: ଭୋଟରଙ୍କୁ ଟିକା ଲଗାଇ ମତଦାନ କେନ୍ଦ୍ରକୁ ସ୍ବାଗତ

2023-05-10 04:19:27
15286
Share:
Facebook
Twitter
E-Mail
WhatsApp
Telegram
 ଝାରସୁଗୁଡ଼ା ଉପନିର୍ବାଚନ: ଭୋଟରଙ୍କୁ ଟିକା ଲଗାଇ ମତଦାନ କେନ୍ଦ୍ରକୁ ସ୍ବାଗତ

ଝାରସୁଗୁଡ଼ା: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବୁଧବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଭୋଟରମାନଙ୍କୁ ଫୁଲ ଚନ୍ଦନ ଦେଇ ଟିକା ଲଗାଇ ମତଦାନ କେନ୍ଦ୍ରକୁ ସ୍ବାଗତ କରାଯାଉଛି। ଅନେକ ନୂଆ ଭୋଟର ଆସିଥିବାବେଳେ ସେମାନେ ମତଦାନ କରିବା ନେଇ ଖୁସି ଥିବା ପରିଲକ୍ଷିତ ହେଉଛି। ବିଭିନ୍ନ ବୁଥ୍‌ରେ ଧାଡିରେ ଭୋଟରମାନଙ୍କୁ ଛଡାଯାଉଛି। ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ସହ ମୋଟ ୯ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବାବେଳେ ଏମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର।

ବିଜେଡିରୁ ଦୀପାଳି ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସରୁ ତରୁଣ ପାଣ୍ଡେଙ୍କ ମଧ୍ୟରେ ମୁଖ୍ୟତଃ ଲଢ଼େଇ ହେବ ବୋଲି ଭୋଟରମାନେ ପ୍ରକାଶ କରିଛନ୍ତି। ପ୍ରତ୍ୟେକ ବୁଥରେ ଶୃଙ୍ଖଳାର ସହିତ ଭୋଟରମାନେ ମତଦାନ କରିବାରେ ଲାଗିଛନ୍ତି। ବଭିନ୍ନ ବୁଥରେ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବାବେଳେ ମହିଳାମାନଙ୍କ ପାଇଁ ପିଙ୍କ ବୁଥ ବ୍ୟବସ୍ଥା କରାଯାଇଛି। ତେବେ ସାଢ଼େ ୭ଟା ସୁଦ୍ଧା କେତେ ପ୍ରତିଶତ ମତଦାନ ହୋଇଛି ତାହାର ତଥ୍ୟ ଜଣାପଡିନାହିଁ। ଏଥିପ‌ାଇଁ ଝାରସୁଗୁଡ଼ା ପୌରପରିଷଦ ସହ ଝାରସୁଗୁଡ଼ା, କୋଲାବିରା, ଲଇକେରା ଓ କିର୍ମିରା ବ୍ଲକ୍‌ରେ ମୋଟ୍‌ ୨୫୩ଟି ବୁଥ୍‌ ପ୍ରତିଷ୍ଠା କରାଯାଇଛି। ଆଦର୍ଶ ଓ ପିଙ୍କ ବୁଥଗୁଡ଼ିକରେ ଭୋଟରଙ୍କ ପାଇଁ ସ୍କ୍ବାସ୍‌ ପାଣି, ସରବତ, ତରଭୁଜର ବି ବ୍ୟବସ୍ଥା କରାଯାଇଛି। କିଛି ସ୍ଥାନରେ ଭୋଟରଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରାଯିବା ନେଇ ମଧ୍ୟ ପ୍ରସ୍ତୁତି ଜାରି ରହିଛି। ବୁଥ୍‌କୁ ଆସିବାକୁ ସକ୍ଷମ ନଥିବା ୩୨୧ ଜଣ ବରିଷ୍ଠ ନାଗରିକଙ୍କ ଘରୁ ପୋଷ୍ଟାଲ ବ୍ୟାଲଟ୍‌ ଯୋଗେ ଭୋଟ୍‌ ଗ୍ରହଣ ହୋଇଛି। ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ବୁଥରେ ହ୍ବିଲ ଚେୟାରର ବ୍ୟବସ୍ଥା କରାଯାଇଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ଶହେରୁ ଅଧିକ ଅଟୋ‌ ମଧ୍ୟ ପ୍ରଦାନ କରାଯାଇଛି।

ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପୁଲିଂ ବୁଥ ପରିସରରେ ସେଲ୍‌ଫି ପଏଣ୍ଟ ମଧ୍ୟ କରାଯାଇଛି। ନିର୍ବାଚନ ପରିଚାଳନା ପାଇଁ ମୋଟ୍‌ ୧୦୧୨ ଜଣ ପୁଲିଂ ଅଫିସର୍‌, ୧୦୮ ରିଜର୍ଭ ପୁଲିଂ ଅଫିସର୍‌, ୧୦୪ ଜଣ ମହିଳା ପୁଲିଂ ଅଫିସର୍‌ ଓ ୭୪ ଜଣ ମାଇକ୍ରୋ ଅବଜରଭର୍‌ ରହିଛନ୍ତି। ସମସ୍ତ ୨୫୩ଟି ବୁଥରେ ୱେବକାଷ୍ଟିଂ କରାଯାଉଛି। ବୁଥରେ ଲାଗିଥିବା ସମସ୍ତ ସିସିଟିଭି କ୍ୟାମେରାର ଲାଇଭ୍‌ ଫିଡ୍‌ ଏସ୍‌ପି ଓ ଡିଇଓଙ୍କ କାର୍ଯ୍ୟାଳୟରେ ନିରୀକ୍ଷଣରେ ରହିଛି। ସେପଟେ, ସମ୍ବେଦନଶୀଳ ୨୯ଟି ବୁଥ ଉପରେ ନିରୀକ୍ଷଣ ପାଇଁ ଡ୍ରୋନ୍‌ ମଧ୍ୟ ନିୟୋଜିତ କରାଯାଇଥିବା ଏସ୍‌ପି ସ୍ମିଥ ପି. ପରମାର ସୂଚନା ଦେଇଛନ୍ତି। ଭୋଟିଂ ସମୟରେ କୌଣସି ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ତାକୁ ମୁକାବିଲା ପାଇଁ ପୁଲିସ୍‌ ପକ୍ଷରୁ ୨୫ଟି ମୋବାଇଲ୍‌ ଟିମ୍‌ ନିୟୋଜିତ କରାଯାଇଛି।

Powered by Froala Editor

Tags jharsuguda byelection

Related articles Odisha News Lens 4.1

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13601
    May 11, 2026
  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ
    ଦେଶ-ଦେଶାନ୍ତର

    ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14303
    May 11, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14463
    May 10, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ
    ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13896
    May 11, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13744
    May 11, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    14990
    May 11, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15556
    May 11, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13321
    May 11, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13770
    May 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13601
    May 11, 2026
  • ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13770
    May 10, 2026
  • ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13744
    May 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17469
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17519
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17877
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16350
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15982
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14506
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15466
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15213
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14013
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15392
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15132
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15624
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13946
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15556
    May 11, 2026
  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14303
    May 11, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13896
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In