Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

  • ୫ଦିନ ବନ୍ଦ ରହିବ ବ୍ୟାଙ୍କ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ...

  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

ବାଣିଜ୍ୟ
Home ›› ବାଣିଜ୍ୟ ››ସମ୍ପତ୍ତିରେ ମାର୍କ ଜୁକରବର୍ଗଙ୍କୁ ଟପିଗଲେ ଅମ୍ବାନୀ, ୨୩ ସ୍ଥାନକୁ ଖସିଲେ ଆଦାନି

ସମ୍ପତ୍ତିରେ ମାର୍କ ଜୁକରବର୍ଗଙ୍କୁ ଟପିଗଲେ ଅମ୍ବାନୀ, ୨୩ ସ୍ଥାନକୁ ଖସିଲେ ଆଦାନି

2023-05-10 18:20:53
14479
Share:
Facebook
Twitter
E-Mail
WhatsApp
Telegram
ସମ୍ପତ୍ତିରେ ମାର୍କ ଜୁକରବର୍ଗଙ୍କୁ ଟପିଗଲେ ଅମ୍ବାନୀ, ୨୩ ସ୍ଥାନକୁ ଖସିଲେ ଆଦାନି

ପୁଣି ଥରେ ରିଲାଏନ୍ସର ଅଧ୍ୟକ୍ଷ ମୁକେଶ ଅମ୍ବାନି ଫେସବୁକ୍ ସିଇଓ ମାର୍କ ଜୁକରବର୍ଗଙ୍କୁ ପଛରେ ପକାଇଛନ୍ତି। ‘ବ୍ଲୁମବର୍ଗ ବିଲେନିୟର ଇଣ୍ଡେକ୍ସ’ରେ ଅମ୍ବାନୀ ୧୩ଶ ସ୍ଥାନରୁ ୧୨ଶ ସ୍ଥାନରେ ପହଞ୍ଚିଛନ୍ତି। ଏବେ ମୁକେଶ ଅମ୍ବାନିଙ୍କ ମୋଟ ସମ୍ପତ୍ତିର ପରିମାଣ ୮୫୮୦ କୋଟି ଡଲାର। ଜୁକରବର୍ଗଙ୍କ ମୋଟ ସମ୍ପତ୍ତି ୮୫୫୦ କୋଟି ଡଲାର ରହିଛି। 

ବ୍ଲୁମବର୍ଗ ଅରବପତି ସୂଚୀର ପ୍ରଥମ ସ୍ଥାନରେ ଫ୍ରାନ୍ସର ବର୍ଣ୍ଣାର୍ଡ ଅର୍ଣ୍ଣଲ୍ଟ ଅଛନ୍ତି। ତାଙ୍କ ମୋଟ ସମ୍ପତ୍ତିର ପରିମାଣ ୨୦୮୦୦ କୋଟି ଡଲାରରୁ ବି ଅଧିକ। ଦ୍ୱିତୀୟ ସ୍ଥାନରେ ଅଛନ୍ତି ଏଲନ ମସ୍କ। ତାଙ୍କ ମୋଟ ମୋଟ ସମ୍ପତ୍ତି ୧୭୦୦୦ କୋଟି ଡଲାର । ତୃତୀୟ ସ୍ଥାନରେ ଅଛନ୍ତି ଜେଫ୍ ବେଜୋସ୍। ତାଙ୍କ ମୋଟ ସମ୍ପତ୍ତି ୧୩୦୦୦ କୋଟି ଡଲାର ହୋଇଥିବାବେଳେ କେବଳ ଚଳିତବର୍ଷ ସେ ତାଙ୍କ ସମ୍ପତ୍ତିରେ ୨୨୮୦ କୋଟି ଡଲାର ସଂଯୋଗ କରିବାରେ ସଫଳ ହୋଇଛନ୍ତି। ବେଜୋସଙ୍କ ପଛକୁ ୧୨୫୦୦ କୋଟି ଡଲାର ସହିତ ବିଲ ଗେଟସ୍‌ ଚତୁର୍ଥ ସ୍ଥାନରେ ଅଛନ୍ତି। ଚଳିତବର୍ଷ ତାଙ୍କ ସମ୍ପତ୍ତିରେ ୧୬୩୦ କୋଟି ଡଲାର ବୃଦ୍ଧି ହୋଇଛି। ଆମେରିକୀୟ ନିବେଶକ ୱାରେନ ବଫେଟ୍ ସୂଚୀର ପଞ୍ଚମ ସ୍ଥାନରେ ଅଛନ୍ତି। ତାଙ୍କ ମୋଟ ସମ୍ପତ୍ତି ଚଳିତବର୍ଷ ୬୭୮୦ କୋଟି ଡଲାର ବୃଦ୍ଧି ହୋଇଛି। 

ସେପଟେ ଅନ୍ୟତମ ଭାରତୀୟ ଉଦ୍ୟୋଗପତି ଗୌତମ ଆଦାନି ୨୧ତମ ସ୍ଥାନରୁ ଖସି ୨୩ତମ ସ୍ଥାନରେ ପହଞ୍ଚିଛନ୍ତି। ହିଣ୍ଡେନ୍‌ବର୍ଗ ରିପୋର୍ଟ ଯୋଗୁ ଆଦାନିଙ୍କର ୬୩୫୦ କୋଟି ଡଲାରର କ୍ଷତି ହେଲାଣି। ଆଦାନି ଗ୍ରୁପ କମ୍ପାନୀଙ୍କ ସେୟାର ମୂଲ୍ୟ ହ୍ରାସ ଯୋଗୁ ଆଦାନିଙ୍କ ମୋଟ ସମ୍ପତ୍ତିରେ ୪୭୮୦ କୋଟି ଡଲାର ହ୍ରାସ ହୋଇଛି।

Powered by Froala Editor

Tags ambani

Related articles Odisha News Lens 4.1

  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14566
    Sep 21, 2026
  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

    13666
    Sep 20, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13624
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13323
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15217
    Sep 21, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14399
    Sep 21, 2026
  •  ୫ଦିନ ବନ୍ଦ ରହିବ ବ୍ୟାଙ୍କ
    ଦେଶ-ଦେଶାନ୍ତର

    ୫ଦିନ ବନ୍ଦ ରହିବ ବ୍ୟାଙ୍କ

    14349
    Sep 21, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13739
    Sep 21, 2026
  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...
    ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...

    13581
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14399
    Sep 21, 2026
  • ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14544
    Sep 21, 2026
  • ଦେଶ-ଦେଶାନ୍ତର

    ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

    13666
    Sep 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17111
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17798
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17774
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18182
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14544
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14422
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14675
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16300
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14824
    Sep 06, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15606
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15364
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14656
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14330
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13739
    Sep 21, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14399
    Sep 21, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13624
    Sep 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In