Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଫଗାନିସ୍ତାନରେ ଶିଶୁ ଟୀକାକରଣ ...

  • ୧୦ଟି ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ...

  • ରାସନକାର୍ଡକୁ ନେଇ ଆସିଲା ନୂଆ ନିୟମ, ...

  • NEET ପେପର୍ ଲିକ, ପୁଅ ପାଇଁ ପ୍ରଶ୍ନପତ୍ର ...

  • ଜୁନ୍ ୧୮ରେ ୨୪ଟି ରାଜ୍ୟସଭା ଆସନ ପାଇଁ ...

  • କାର୍ଯ୍ୟାନୁଷ୍ଠାନ ପରେ ନୂଆ ଆକାଉଣ୍ଟ ସହ ...

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

Home ›› ››ସରକାରୀ ଓ ଘରୋଇ କର୍ମଚାରୀଙ୍କୁ କାର୍ଯ୍ୟସ୍ଥଳୀରେ ଦିଆଯିବ ଟିକା

ସରକାରୀ ଓ ଘରୋଇ କର୍ମଚାରୀଙ୍କୁ କାର୍ଯ୍ୟସ୍ଥଳୀରେ ଦିଆଯିବ ଟିକା

2021-05-27 07:44:26
13632
Share:
Facebook
Twitter
E-Mail
WhatsApp
Telegram
ସରକାରୀ ଓ ଘରୋଇ କର୍ମଚାରୀଙ୍କୁ କାର୍ଯ୍ୟସ୍ଥଳୀରେ ଦିଆଯିବ ଟିକା

ସରକାରୀ ଓ ଘରୋଇ କର୍ମଚାରୀ ଏବଂ ପରିବାର ବର୍ଗଙ୍କୁ ସେମାନଙ୍କ କାର୍ଯ୍ୟସ୍ଥଳୀରେ ଟିକାକରଣ ସୁବିଧା ଦେବା ନିମନ୍ତେ ଓଡ଼ିଶା ସରକାର ଗାଇଡଲାଇନ୍ ଜାରି କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଗତକାଲି ଚିଠି ଲେଖି ଉଭୟ ଘରୋଇ ଓ ସରକାରୀ କର୍ମଚାରୀଙ୍କୁ କାର୍ଯ୍ୟସ୍ଥଳୀ (ୱାର୍କପ୍ଲେସ୍‌)ରେ କୋଭିଡ୍ ଟିକା ପ୍ରଦାନ ନିମନ୍ତେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦେଇଥିବା ସ୍ପଷ୍ଟୀକରଣ ସମ୍ପର୍କରେ ଅବଗତ କରାଇଛନ୍ତି। 

ଶିଳ୍ପ ପ୍ରତିଷ୍ଠାନ ଓ ଘରୋଇ ଅନୁଷ୍ଠାନ ଚାହିଁଲେ ନିଜ ଖର୍ଚ୍ଚରେ ନିଜର କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କର ନିଜସ୍ୱ ହସ୍ପିଟାଲରେ କୋଭିଡ୍ ଟିକାକରଣ କରିପାରିବେ। ଯଦି କୌଣସି ଶିଳ୍ପ ପ୍ରତିଷ୍ଠାନର ନିଜସ୍ୱ ହସ୍ପିଟାଲ ନାହିଁ ସେମାନେ ମଧ୍ୟ ଯେକୌଣସି ଘରୋଇ ହସ୍ପିଟାଲର କୋଭିଡ୍ ଟିକାକରଣ କେନ୍ଦ୍ର ସହ ରାଜିନାମା କରି ନିଜ କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଟିକାକରଣ କରାଇପାରିବେ ।

ଶ୍ରୀ ମହାପାତ୍ର କହିଛନ୍ତି ଯେ, ମେ’ ପହିଲାରୁ ଭୁବନେଶ୍ୱର ମହାନଗର ନିଗମ ଅଂଚଳରେ ଓ ମେ’ ୧୧ରୁ ରାଜ୍ୟର ଅନ୍ୟ ୪ଟି ମହାନଗର ନିଗମ ଅଂଚଳରେ ୧୮ରୁ ୪୪ବର୍ଷ ବୟସ ବର୍ଗର ଲୋକଙ୍କୁ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଜାତୀୟ କୋଭିଡ୍ ଟିକାକରଣ ରଣନୀତି ଅନୁସାରେ ଘରୋଇ ହସ୍ପିଟାଲଗୁଡ଼ିକ ୧୮ରୁ ୪୪ବର୍ଷ ବୟସ ବର୍ଗର, ୪୫ବର୍ଷ ଓ ତଦୁର୍ଦ୍ଧ୍ୱ ବୟସ ବର୍ଗର ଲୋକଙ୍କ ପାଇଁ ଉତ୍ପାଦନକାରୀ କମ୍ପାନୀଠୁ ସିଧାସଳଖ ସରକାରଙ୍କ ଦ୍ୱାରା ଧାର୍ଯ୍ୟ ଦରରେ କୋଭିଡ୍ ଟିକା କ୍ରୟ କରିପାରିବେ। 

ତେବେ ସରକାରୀ କର୍ମଚାରୀଙ୍କୁ କାର୍ଯ୍ୟସ୍ଥଳୀରେ ଟିକାକରଣ ନିମନ୍ତେ କୋଭିଡ୍ ଟିକା କ୍ରୟ କରିବାର ଆବଶ୍ୟକତା ନାହିଁ । ସେମାନେ ଭାରତ ସରକାରଙ୍କ ଦ୍ୱାରା ୪୫ବର୍ଷ ବୟସରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କ ପାଇଁ ଦିଆଯାଉଥିବା ଟିକା ଏବଂ ରାଜ୍ୟ ସରକାରଙ୍କ ୧୮ରୁ ୪୪ବର୍ଷ ବୟସ ବର୍ଗର ଟିକା ଯୋଗାଣର ସୁବିଧା ନେଇପାରିବେ।

Powered by Froala Editor

Tags vaccine

Related articles Odisha News Lens 4.1

  • NEET ପେପର୍ ଲିକ, ପୁଅ ପାଇଁ ପ୍ରଶ୍ନପତ୍ର କିଣିଥିଲେ ଡାକ୍ତର
    ଦେଶ-ଦେଶାନ୍ତର

    NEET ପେପର୍ ଲିକ, ପୁଅ ପାଇଁ ପ୍ରଶ୍ନପତ୍ର କିଣିଥିଲେ ଡାକ୍ତର

    14801
    May 22, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ
    ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13674
    May 21, 2026
  • ରାସନକାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ରାସନକାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣନ୍ତୁ କ’ଣ ?

    13937
    May 22, 2026
  • ଜୁନ୍ ୧୮ରେ ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ
    ଦେଶ-ଦେଶାନ୍ତର

    ଜୁନ୍ ୧୮ରେ ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ

    13583
    May 22, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି
    ବିଶେଷ

    ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14619
    May 21, 2026
  • କାର୍ଯ୍ୟାନୁଷ୍ଠାନ ପରେ ନୂଆ ଆକାଉଣ୍ଟ ସହ ଫେରିଲା ‘କକ୍‌ରୋଚ ଜନତା ପାର୍ଟି’
    ଦେଶ-ଦେଶାନ୍ତର

    କାର୍ଯ୍ୟାନୁଷ୍ଠାନ ପରେ ନୂଆ ଆକାଉଣ୍ଟ ସହ ଫେରିଲା ‘କକ୍‌ରୋଚ ଜନତା ପାର୍ଟି’

    13414
    May 22, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13762
    May 21, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    14045
    May 21, 2026
  •  ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...
    ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...

    13867
    May 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    14045
    May 21, 2026
  • ଦେଶ-ଦେଶାନ୍ତର

    NEET ପେପର୍ ଲିକ, ପୁଅ ପାଇଁ ପ୍ରଶ୍ନପତ୍ର କିଣିଥିଲେ ଡାକ୍ତର

    14801
    May 22, 2026
  • ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13674
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16873
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17488
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17539
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17924
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14619
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14324
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14448
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15510
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15125
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15414
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15155
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15647
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13977
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୁନ୍ ୧୮ରେ ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ

    13583
    May 22, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13762
    May 21, 2026
  • ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ପଠାଇଲା ଭାରତ

    13867
    May 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In