Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ...

  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, ...

  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ...

  • କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ...

  • ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପରମବୀର ସିଂହଙ୍କ ନାଁରେ ଥିବା ସମସ୍ତ ମାମଲା ବନ୍ଦ, ନିଲମ୍ବିତ ଅବଧିକୁ ଅନ ଡ୍ୟୁଟି ଭାବେ ବିବେଚନା କରାଯିବ

ପରମବୀର ସିଂହଙ୍କ ନାଁରେ ଥିବା ସମସ୍ତ ମାମଲା ବନ୍ଦ, ନିଲମ୍ବିତ ଅବଧିକୁ ଅନ ଡ୍ୟୁଟି ଭାବେ ବିବେଚନା କରାଯିବ

2023-05-12 19:12:04
14189
Share:
Facebook
Twitter
E-Mail
WhatsApp
Telegram
ପରମବୀର ସିଂହଙ୍କ ନାଁରେ ଥିବା ସମସ୍ତ ମାମଲା ବନ୍ଦ, ନିଲମ୍ବିତ ଅବଧିକୁ ଅନ ଡ୍ୟୁଟି ଭାବେ ବିବେଚନା କରାଯିବ

ମୁମ୍ବାଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂହଙ୍କ ନାଁରେ ଥିବା ସମସ୍ତ ମାମଲାକୁ ମହାରାଷ୍ଟ୍ର ସରକାର ବନ୍ଦ କରିଛନ୍ତି। ସିନ୍ଦେ ସରକାର ପୂର୍ବତନ ପୋଲିସ କମିଶନର ପରମବୀର ସିଂହଙ୍କ ବିରୋଧରେ ଥିବା ସମସ୍ତ ଅଭିଯୋଗ ପ୍ରତ୍ୟାହାର କରିବା ସହ ତାଙ୍କ ନିଲମ୍ବନ ପ୍ରତ୍ୟାହାର କରିଛନ୍ତି। ଖାଲି ସେତିକି ନୁହେଁ, ୨୦୨୧ ଡିସେମ୍ବର ମାସରେ ରାଜ୍ୟ ସରକାର ତାଙ୍କୁ ନିଲମ୍ବିତ କରିବା ପାଇଁ ଜାରି କରିଥିବା ନିର୍ଦ୍ଦେଶନାମାକୁ ପ୍ରତ୍ୟାହାର କରି ନେଇଛନ୍ତି। ନିଲମ୍ବିତ ଅବଧିକୁ ଏବେ ଅନ ଡ୍ୟୁଟି ଭାବେ ବିବେଚନା କରାଯିବ।

ପୂର୍ବରୁ ମହାରାଷ୍ଟ୍ରରେ କ୍ଷମତାରେ ଥିବା ମହା ବିକାଶ ଅଘାଡି ସରକାର ପରମବୀର ସିଂହଙ୍କୁ ବିଶୃଙ୍ଖଳା ଓ ଅନିୟମିତତା ଅଭିଯୋଗରେ ନିଲମ୍ବିତ କରିଥିଲେ। ତାଙ୍କ ବିରୋଧରେ ଏମଭିଏ ସରକାର ବିଭାଗୀୟ ତଦନ୍ତ ମଧ୍ୟ ଆରମ୍ଭ କରିଥିଲେ। ହେଲେ ଆଜି ରାଜ୍ୟରେ କ୍ଷମତାସୀନ ଏକନାଥ ସିନ୍ଦେ ସରକାର ପରମବୀରଙ୍କ ବିରୋଧରେ ଥିବା ସବୁ ପ୍ରକାରର ଅଭିଯୋଗ ଓ ନିଲମ୍ବିତ ଆଦେଶକୁ ପ୍ରତ୍ୟାହାର କରି ନେଇଛନ୍ତି। ଏ ସମ୍ପର୍କରେ ସୂଚନା ଦେଇ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ କହିଛନ୍ତି, “ପରମବୀର ସିଂହଙ୍କ ବିରୋଧରେ ଚାଲିଥିବା ବିଭାଗୀୟ ତଦନ୍ତକୁ କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ ଭୁଲ ବୋଲି କହିଛନ୍ତି।

ରାଜ୍ୟରେ ମହାବିକାଶ ଆଘାଡି ସରକାର ଥିବା ବେଳେ ପରମବୀର ସିଂହଙ୍କ ବିରୋଧରେ ଦୁର୍ନୀତିର ଗମ୍ଭୀର ଅଭିଯୋଗ ଆସିଥିଲା। ସେତେବେଳେ ଅନୀଲ ଦେଶମୁଖ ମହାରାଷ୍ଟ୍ରର ଗୃହମନ୍ତ୍ରୀ ଥିଲେ। ପୂର୍ବତନ ପୋଲିସ କମିଶନର ସେତେବେଳେ ଅନୀଲ ଦେଶମୁଖଙ୍କ ବିରୋଧରେ ବହିଷ୍କୃତ ପୋଲିସ ଅଧିକାରୀ ସଚିନ ଭାଜେଙ୍କୁ ୧୦୦ କୋଟି ଟଙ୍କା ଆଦାୟ କରିବାକୁ ଟାର୍ଗେଟ ଦେଇଥିବା ଅଭିଯୋଗ କରିଥିଲେ । ପରମବୀର ସିଂହଙ୍କ ଅଭିଯୋଗ ପରେ ଅନୀଲ ଦେଶମୁଖଙ୍କୁ ଗୃହମନ୍ତ୍ରୀ ପଦ ଛାଡ଼ି ଜେଲ୍ ଯିବାକୁ ପଡ଼ିଥିଲା ।

Powered by Froala Editor

Tags parambir

Related articles Odisha News Lens 4.1

  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    14793
    Aug 12, 2026
  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍
    ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14261
    Aug 12, 2026
  • ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ କୀଟ
    ଦେଶ-ଦେଶାନ୍ତର

    ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ କୀଟ

    14653
    Aug 11, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13525
    Aug 12, 2026
  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ଜାମ୍ମୁ-କାଶ୍ମୀରରେ ହାଇଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ଜାମ୍ମୁ-କାଶ୍ମୀରରେ ହାଇଆଲର୍ଟ ଜାରି

    14711
    Aug 11, 2026
  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ
    ଅପରାଧ

    ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ

    14877
    Aug 12, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    13938
    Aug 12, 2026
  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି
    ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14102
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13681
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14261
    Aug 12, 2026
  • ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    13938
    Aug 12, 2026
  • ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୋଦୀ

    14793
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17024
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17637
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17687
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18087
    Sep 06, 2023

ବିଶେଷ

  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14277
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14289
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15872
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16288
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15141
    Jul 31, 2026

ବାଣିଜ୍ୟ

ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

ଐତିହ୍ୟ, କାରିଗରୀ ଓ ପ୍ରଯୁକ୍ତି ଜରିଆରେ ଋଥ ନିର୍ମାଣର ଚିରନ୍ତନ ପରମ୍ପରାକୁ ଅନୁଭବ ଓ ପାଳନ କରିବାକୁ ତଲ୍ଲିନକାରୀ ଅନୁଭୂତି ୧୩,୭୫୦ରୁ ଅଧିକ ଭକ୍ତଙ୍କୁ ସମର୍ଥ କରାଇଲା

ପୁରୀ : ଆଇଟିସିର ଆଶୀର୍ବାଦ ଅ ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15257
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14626
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14157
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14452
    Aug 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ଜାମ୍ମୁ-କାଶ୍ମୀରରେ ହାଇଆଲର୍ଟ ଜାରି

    14711
    Aug 11, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    13938
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13681
    Aug 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In