Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ୱାଙ୍ଖଡେଙ୍କ ମୁମ୍ବାଇ ବାସଭବନରେ ସିବିଆଇ ଚଢ଼ାଉ

ୱାଙ୍ଖଡେଙ୍କ ମୁମ୍ବାଇ ବାସଭବନରେ ସିବିଆଇ ଚଢ଼ାଉ

2023-05-12 19:24:44
15803
Share:
Facebook
Twitter
E-Mail
WhatsApp
Telegram
ୱାଙ୍ଖଡେଙ୍କ ମୁମ୍ବାଇ ବାସଭବନରେ ସିବିଆଇ ଚଢ଼ାଉ

ଦୁଇ ବର୍ଷ ତଳେ ଡ୍ରଗ୍‌ସ ମାମଲାରେ ବଲିଉଡ୍‌ ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ ଗିରଫ କରିଥିବା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)ର ପୂର୍ବତନ ଅଫିସର ସମୀର ୱାଙ୍ଖେଡେଙ୍କ ଅଡ଼ୁଆ ବଢ଼‍ଛି। ଏବେ ସେ ନିଜେ ଦୁର୍ନୀତି ମାମଲାରେ ଫସିଛନ୍ତି। ସିବିଆଇ ସୀମର ୱାଙ୍ଖେଡେଙ୍କ ସମେତ ୩ ଜଣ ସରକାରୀ ଅଫିସରଙ୍କ ନାଁରେ ଦୁର୍ନୀତି ମାମଲା ରୁଜୁ କରିଛି। ସେହିପରି ୨୯ଟି ସ୍ଥାନରେ ରେଡ ମଧ୍ୟ ଜାରି ରହିଛି। ଏଥିସହ ୱାଙ୍ଖଡେଙ୍କ ମୁମ୍ବାଇସ୍ଥିତ ବାସଭବନରେ ସିବିଆଇ ପକ୍ଷରୁ ଚଢ଼ାଉ ଜାରି ରହିଛି।

ଭିଜିଲାନ୍‌ସ ରିପୋର୍ଟ ଆଧାରରେ ସିବିଆଇ ପ୍ରାଥମିକ ତଦନ୍ତ କରିବା ପରେ ଆଇଆରଏସ୍‌ ଅଧିକାରୀ ୱାଙ୍ଖଡେଙ୍କ ବିରୋଧରେ ଦୁର୍ନୀତି ମାମଲା ରୁଜୁ ହୋଇଥିଲା। ତଦନ୍ତ ବେଳେ ସମୀର ୱାଙ୍ଖଡେ ଦୁର୍ନୀତି ଜରିଆରେ ସମ୍ପତ୍ତି ସଂଗ୍ରହ କରିଥିବା ଜଣାପଡ଼ିଥିଲା।

୨୦୨୧ ମସିହା ଅକ୍ଟୋବର ମାସରେ ସମୀରଙ୍କ ନେତୃତ୍ୱାଧୀନ ଗୋଟିଏ ଟିମ ମୁମ୍ବାଇ ଇଣ୍ଟରନ୍ୟାଶନାଲ କ୍ରୁଜ ଟର୍ମିନାଲରେ ଥିବା କୋରଡେଲିଆ କ୍ରୁଜରେ ରେଡ କରିଥିଲେ। ଏହି ସମୟରେ ଆର୍ଯ୍ୟନ ଓ ଅନ୍ୟମାନଙ୍କୁ ଡ୍ରଗ୍ସ ମାମଲାରେ ଗିରଫ କରିଥିଲେ। ପ୍ରାଥମିକ ଭାବେ ଡ୍ରଗ୍ସ ରଖିବା, ସେବନ କରିବା ଓ ଏହାର ଚାଲାଣ କରିବା ମାମଲା ରୁଜୁ ହୋଇଥିଲା।

ଆର୍ଯ୍ୟନ ଖାନଙ୍କୁ ୨୨ଦିନ ଜେଲରେ ମଧ୍ୟ ରହିବାକୁ ପଡ଼ିଥିଲା। କିନ୍ତୁ ୨୦୨୨ ମେ’ ମାସରେ ପୂରା ମାମଲାରେ ଏନସିବି ଆର୍ଯ୍ୟନଙ୍କୁ କ୍ଲିନଚିଟ୍‌ ଦେଇଥିଲା। ତାଙ୍କ ବିରୋଧରେ ସମୀର ୱାଙ୍ଖେଡେ ଯେଉଁସବୁ ସାବି ଦାବି କରିଥିଲେ, ତା’ର ପ୍ରମାଣ ତଦନ୍ତ ବେଳେ ମିଳି ନଥିଲା।

Powered by Froala Editor

Tags samir

Related articles Odisha News Lens 4.1

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13901
    Aug 13, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14155
    Aug 14, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13450
    Aug 13, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13421
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13762
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13687
    Aug 13, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14007
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15603
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15695
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14155
    Aug 14, 2026
  • ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13687
    Aug 13, 2026
  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13421
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17028
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17642
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17693
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18093
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14395
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14515
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14353
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15931
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16344
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13924
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14358
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15261
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14633
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15603
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13762
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13901
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In