Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ...

  • ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ...

  • ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ ...

  • ଆଜି ସାରା ଦେଶରେ ନିଟ୍-ୟୁଜି ପରୀକ୍ଷା

  • ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ

  • ୪ରୁ ୫ ଟଙ୍କା ବଢ଼ିପାରେ ପେଟ୍ରୋଲ ଓ ଡିଜେଲ

  • ପ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ; ୯ ମୃତ

  • ତରଭୂଜ ନୁହେଁ ଅର୍ଫିନ ଓଭରଡୋଜରେ ୪ ଜଣଙ୍କ ...

  • କଲେଜ କ୍ୟାମ୍ପସରେ ଗୁଣ୍ଡୁଚି ଆତଙ୍କ, ୨୦ ...

  • ନିଜକୁ ନ୍ୟାୟ ଦେଇପାରିଲେନି ଯୁବ ...

Home ›› ››ଝାରସୁଗୁଡ଼ା-ରାଉଣ୍ଡ ୧୧: ବିଜେଡି-୬୩୫୫୮, ବିଜେପି-୩୫୩୮୮, କଂଗ୍ରେସ-୩୨୦୮

ଝାରସୁଗୁଡ଼ା-ରାଉଣ୍ଡ ୧୧: ବିଜେଡି-୬୩୫୫୮, ବିଜେପି-୩୫୩୮୮, କଂଗ୍ରେସ-୩୨୦୮

2023-05-13 06:50:37
13846
Share:
Facebook
Twitter
E-Mail
WhatsApp
Telegram
ଝାରସୁଗୁଡ଼ା-ରାଉଣ୍ଡ ୧୧: ବିଜେଡି-୬୩୫୫୮, ବିଜେପି-୩୫୩୮୮, କଂଗ୍ରେସ-୩୨୦୮

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଜାରି ରହିଛି ।  କାହାର ହେବ ଝାରସୁଗଡ଼ା । କିଏ ମାରିବ ବାଜି। ଇଭିଏମ୍‌ରୁ କହିବ କଣ ହେବ ୯ ପ୍ରାର୍ଥୀଙ୍କ ଭାଗ୍ୟ। କାହା ମୁଣ୍ଡରେ ସୁନା କଳସ ଢ଼ାଳିବ ହାତୀ। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ କାଉଣ୍ଟିଂ ଆରମ୍ଭ ହୋଇଛି ଭୋଟ ଗଣତି ।  କାହାର ହେବ ଝାରସୁଗଡ଼ା । କିଏ ମାରିବ ବାଜି। ଇଭିଏମ୍‌ରୁ କହିବ କଣ ହେବ ୯ ପ୍ରାର୍ଥୀଙ୍କ ଭାଗ୍ୟ। କାହା ମୁଣ୍ଡରେ ସୁନା କଳସ ଢ଼ାଳିବ ହାତୀ। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ କାଉଣ୍ଟିଂ ଆରମ୍ଭ ହୋଇଛି ଭୋଟ ଗଣତି ।  ତେବେ  ରାଉଣ୍ଡ-୧୧ ଭୋଟ ଗଣତି ସୁଦ୍ଧା ବିଜେଡିକୁ ୬୩୫୫୮ଟି ଭୋଟ ମିଳିଥିବାବେଳେ ବିଜେପିକୁ ୩୫୩୮୮  ଓ କଂଗ୍ରେସକୁ ମାତ୍ର ୩୨୦୮ଟି ଭୋଟ ମିଳିଛି ।

ଦଶମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡିକୁ ୫୭,୬୫୦ଟି, ବିଜେପିକୁ ୩୨୧୬୬ ଓ କଂଗ୍ରେସକୁ ମାତ୍ର ୩୦୬୬ଟି ଭୋଟ ମିଳିଥିଲା ।

ଝାରସୁଗୁଡା ଉପନିର୍ବାଚନ ପାଇଁ ମେ’ ୧୦ ତାରିଖରେ ଭୋଟ୍ ଗ୍ରହଣ କରାଯାଇଥିବା ବେଳେ ଆଜି ଚାଲିଛି ଗଣତି। ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଛି। ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ। ଭିଭିପାଟ ଓ ପୋଷ୍ଟାଲ ବାଲେଟ କାଉଣ୍ଟିଂ ପାଇଁ ଅଲଗା ଅଲଗା ଟେବୁଲ କରାଯାଇଛି । ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର, ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ ଏବଂ ଜଣେ କାଉଣ୍ଟିଂ ଅବଜରଭର ଅଛନ୍ତି। ଜେନେରାଲ ଅବଜରଭରଙ୍କ ପ୍ରତିନିଧି ଭାବେ ଜଣେ ମାଇକ୍ରୋ ଅବଜରଭର ଅଛନ୍ତି। ଭୋଟ ଗଣତି ପାଇଁ ୨୦ ଜଣ କାଉଣ୍ଟିଂ ସୁପରଭାଇଜର, ୨୦ ଜଣ କାଉଣ୍ଟିଂ ଅସିଷ୍ଟାଣ୍ଟ ଏବଂ ୨୦ ଜଣ କାଉଣ୍ଟିଂ ଅବଜରଭ ଅଛନ୍ତି। ପ୍ରତି ଟେବୁଲରେ କାଉଣ୍ଟିଂ ଅନୁସାରେ ଅଧିକାରୀ ନିୟୋଜିତ ହୋଇଛନ୍ତି। ସୂଚନାଯୋଗ୍ୟ, ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ଏହି ଆସନ ଖାଲି ପଡ଼ିଥିଲା। ତେଣୁ ଗତ ୧୦ ତାରିଖରେ ହୋଇଥିଲା ଝାରସୁଗୁଡ଼ା ଉପନିର୍ବାଚନ। 

Powered by Froala Editor

Tags jharsuguda byelection

Related articles Odisha News Lens 4.1

  • ୪ରୁ ୫ ଟଙ୍କା ବଢ଼ିପାରେ ପେଟ୍ରୋଲ ଓ ଡିଜେଲ
    ଦେଶ-ଦେଶାନ୍ତର

    ୪ରୁ ୫ ଟଙ୍କା ବଢ଼ିପାରେ ପେଟ୍ରୋଲ ଓ ଡିଜେଲ

    13316
    May 03, 2026
  • ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା
    ଜିଲ୍ଲା ପରିକ୍ରମା

    ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା

    14267
    May 03, 2026
  • ତରଭୂଜ ନୁହେଁ ଅର୍ଫିନ ଓଭରଡୋଜରେ ୪ ଜଣଙ୍କ ମୃତ୍ୟୁ
    ଅପରାଧ

    ତରଭୂଜ ନୁହେଁ ଅର୍ଫିନ ଓଭରଡୋଜରେ ୪ ଜଣଙ୍କ ମୃତ୍ୟୁ

    15355
    May 03, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା
    ବିଶେଷ

    ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    14628
    May 03, 2026
  • ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ

    14968
    May 03, 2026
  • ଆଜି ସାରା ଦେଶରେ ନିଟ୍-ୟୁଜି ପରୀକ୍ଷା
    ଦେଶ-ଦେଶାନ୍ତର

    ଆଜି ସାରା ଦେଶରେ ନିଟ୍-ୟୁଜି ପରୀକ୍ଷା

    15335
    May 03, 2026
  • ନିଜକୁ ନ୍ୟାୟ ଦେଇପାରିଲେନି ଯୁବ ବିଚାରପତି, ପତ୍ନୀଙ୍କ ନିର୍ଯାତନାରେ ଝୁଲିପଡ଼ିଲେ
    ଦେଶ-ଦେଶାନ୍ତର

    ନିଜକୁ ନ୍ୟାୟ ଦେଇପାରିଲେନି ଯୁବ ବିଚାରପତି, ପତ୍ନୀଙ୍କ ନିର୍ଯାତନାରେ ଝୁଲିପଡ଼ିଲେ

    14613
    May 03, 2026
  • କଲେଜ କ୍ୟାମ୍ପସରେ ଗୁଣ୍ଡୁଚି ଆତଙ୍କ, ୨୦ ଜଣଙ୍କୁ କାମୁଡ଼ିଲାଣି
    ଦେଶ-ଦେଶାନ୍ତର

    କଲେଜ କ୍ୟାମ୍ପସରେ ଗୁଣ୍ଡୁଚି ଆତଙ୍କ, ୨୦ ଜଣଙ୍କୁ କାମୁଡ଼ିଲାଣି

    13651
    May 03, 2026
  • ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ପ୍ରସୂନ ଜୋଷୀ
    ଦେଶ-ଦେଶାନ୍ତର

    ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ପ୍ରସୂନ ଜୋଷୀ

    14654
    May 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୪ରୁ ୫ ଟଙ୍କା ବଢ଼ିପାରେ ପେଟ୍ରୋଲ ଓ ଡିଜେଲ

    13316
    May 03, 2026
  • ଦେଶ-ଦେଶାନ୍ତର

    ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ପ୍ରସୂନ ଜୋଷୀ

    14654
    May 03, 2026
  • ଦେଶ-ଦେଶାନ୍ତର

    ପ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ; ୯ ମୃତ

    14507
    May 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17451
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17503
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17859
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16332
    Apr 03, 2021

ବିଶେଷ

  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    14628
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13659
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14009
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14200
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16065
    Apr 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15371
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15107
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15601
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13914
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪ରୁ ୫ ଟଙ୍କା ବଢ଼ିପାରେ ପେଟ୍ରୋଲ ଓ ଡିଜେଲ

    13316
    May 03, 2026
  • ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା

    14267
    May 03, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    14628
    May 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In