Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

Home ›› ››ଅର୍ଥ ଅଭାବ ଯୋଗୁଁ ଆମେ ପରାଜୟବରଣ କଲୁ:ତାରା

ଅର୍ଥ ଅଭାବ ଯୋଗୁଁ ଆମେ ପରାଜୟବରଣ କଲୁ:ତାରା

2023-05-13 10:06:11
13924
Share:
Facebook
Twitter
E-Mail
WhatsApp
Telegram
ଅର୍ଥ ଅଭାବ ଯୋଗୁଁ ଆମେ ପରାଜୟବରଣ କଲୁ:ତାରା

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ବାଜିମାତ କରିଥିବାବେଳେ କଂଗ୍ରେସର ଭୋଟପରିମାଣକୁ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ତେବେ ଏନେଇ କଂଗ୍ରେସ ବିଧାୟକ ତାରା ବାହିନୀପତି ନିଜ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଏକତା ଓ ଅର୍ଥର ଅଭାବ ଯୋଗୁଁ ଆମେ ପରାଜୟବରଣ କଲୁ । ଝାରସୁଗୁଡ଼ାରେ ଯେପରି ଅର୍ଥ ଖର୍ଚ୍ଚ ହେଉଥିଲା ସେଠାରେ ଜିତିବା ସମ୍ଭବ ନଥିଲା । ନବ ବାବୁ ବିଜେଡି ଗଲା ପରେ କଂଗ୍ରେସ କର୍ମୀ ବିଜେଡିକୁ ପଳାଇଗଲେ । ଏହି ଉପନିର୍ବାଚନରେ ଆମ ଭୋଟ ବିଜେଡିକୁ ପଳାଇଛି । ସେହିପରି କଂଗ୍ରେସର କୌଣସି ବିଧାୟକ ପ୍ରଚାର ମଇଦାନକୁ ନଯିବା ପ୍ରସଙ୍ଗରେ ସେ କହିଛନ୍ତି ଯେ ଟଙ୍କାନଥିଲେ ୯ବିଧାୟକ ଯାଇ କ’ଣ କରିଥାନ୍ତେ  ।  ୪୦ ହଜାର ଭୋଟ କଂଗ୍ରେସ ପାଇବା ନେଇ ଆଶା କରଯାଉଥିବାବେଳେ ୪ ହଜାର ଭୋଟ ପାଇବା ଆମ ଦୁର୍ଭାଗ୍ୟ ବୋଲି ସେ କହିଛନ୍ତି ।
ପ୍ରକାଶଯେ ଝାରସୁଗୁଡ଼ା ଉପନିର୍ବାଚନରେ କଂଗ୍ରେସ ଜିତିବ ବୋଲି ଦଳର ନେତୃତ୍ୱ ଯେଉଁ ବାହୋସ୍ପଟ ମାରୁଥିଲେ ତାହା ଚକମା ଚୁର ହୋଇଯାଇଛି । ଝାରସୁଗୁଡ଼ାରେ କଂଗ୍ରେସର ଅମାନତ ରହିଲା ନାହିଁ । ଦଳ ଜିତିବ କ’ଣ ପୂର୍ବରୁ ଯେଉଁ ସଂଖ୍ୟାରେ ଭୋଟ ପାଇଥିଲା ତାହା ମଧ୍ୟ କମିଗଲା ।  ୨୦୧୯  ଅପେକ୍ଷା ଏଥର କଂଗ୍ରେସର ୧୪,୩୫୦ଟି ଭୋଟ କମିଛି । ୨୦୧୯ରେ କଂଗ୍ରେସର ମହେନ୍ଦ୍ର ନାଏକ ୧୮ ହଜାର ୮୨୩ଟି ଭୋଟ ପାଇଥିଲେ । ଏଥର କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ମାତ୍ର ୪୪୭୩ଟି ଭୋଟ ମିଳିଛି । 
ଅନ୍ୟପକ୍ଷରେ ୨୦୧୯ ନିର୍ବାଚନ ଅପେକ୍ଷା ଝାରସୁଗୁଡ଼ା ଉପନିର୍ବାଚନରେ  ବିଜେଡି ଓ ବିଜେପି ଭୋଟ ବୃଦ୍ଧି ପାଇଥିବାବେଳେ କଂଗ୍ରେସ ଭୋଟ କମିଛି ।  ୨୦୧୯ ଅପେକ୍ଷା ବିଜେଡିର ଭୋଟ ୮୩୮୩ ବଢିଛି ।  ୨୦୧୯ରେ ସ୍ୱର୍ଗତ ମନ୍ତ୍ରୀ ନବ ଦାସ ୯୮,୬୨୦ଟି ଭୋଟ ପାଇଥିଲେ । ଏବେ ତାଙ୍କ ଝିଅ ଦୀପାଳି ଦାସ ୧୦୦୭୦୦୩ଟି ଭୋଟ ପାଇଛନ୍ତି । 
୨୦୧୯ ଅପେକ୍ଷା ଏଥର ବିଜେପି ଭୋଟ ବି ୫୪୬୩ଟି ବଢିଛି ।  ୨୦୧୯ରେ ବିଜେପି ପ୍ରାର୍ଥୀ ଦୀନେଶ ଜୈନ ୫୨ ହଜାର ୯୨୧ଟି ଭୋଟ ପାଇଥିଲେ । ଏଥର ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କୁ ୫୮୩୮୪ଟି ଭୋଟ ମିଳିଛି । 
ପ୍ରକାଶ ଯେ, ନିର୍ବାଚନ ପ୍ରଚାରବେଳେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ଝାରସୁଗୁଡ଼ାରେ କ୍ୟାମ୍ପ କରି ପ୍ରଚାର କରିଥିଲେ । ଭୋଟ ପରେ ଦଳ ନିଶ୍ଚିତ ଜିତିବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ । ଏପରିକି ପ୍ରଚାର ବେଳେ କଂଗ୍ରେସ କର୍ମୀ ବହୁ କଷ୍ଟ କରିଛନ୍ତି, ଅକ୍ଳାନ୍ତ ପରିଶ୍ରମ କରିଛନ୍ତି । ତେଣୁ ଦଳ ଏଠାରେ ଜିତିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଥିଲେ । ସେହିପରି ବରିଷ୍ଠ କଂଗ୍ରେସ ବିଧାୟକ ସୁର ରାଉତରାୟ ମଧ୍ୟ କଂଗ୍ରେସ ଜିତିବ ଏବଂ ବିଜେଡି ଓ ବିଜେପି ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ । ହେଲେ ଭୋଟ ଗଣତିର ଟ୍ରେଣ୍ଡ ସାମନାକୁ ଆସିବା ପରେ କଂଗ୍ରେସ ନେତାଙ୍କ ଦୃଢୋକ୍ତି ଏବେ ଫୁସ ହୋଇଯାଇଛି । ତଥାପି କଂଗ୍ରେସ କର୍ମୀ ଆଜି ଖୁସି ମନାଉଛନ୍ତି । କାରଣ ଝାରସୁଗୁଡ଼ାରେ କଂଗ୍ରେସର ଶୋଚନୀୟ ଅବସ୍ଥା ହୋଇଥିଲେ ହେଁ କର୍ଣ୍ଣାଟକରେ କଂଗ୍ରେସ ମ୍ୟାଜିକ ନମ୍ବର ଛୁଇଁବାକୁ ଯାଉଛି । ତେଣୁ କଂଗ୍ରେସ ଭବନରେ ସେଲିବ୍ରେସନର ମାହୋଲ ସୃଷ୍ଟି ହୋଇଛି ।

Powered by Froala Editor

Tags Tara bahinipati

Related articles Odisha News Lens 4.1

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14828
    Mar 06, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14061
    Mar 06, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14663
    Mar 05, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13396
    Mar 06, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15141
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15509
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14582
    Mar 04, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14024
    Mar 07, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13916
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15509
    Mar 04, 2026
  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14024
    Mar 07, 2026
  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15161
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14024
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14663
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15130
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14338
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15066
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15161
    Mar 05, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14061
    Mar 06, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14828
    Mar 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In