Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

ରାଜନୀତି
Home ›› ରାଜନୀତି ››ଏହା କର୍ଣ୍ଣାଟକାର ଲୋକଙ୍କ ବିଜୟ : ରାହୁଲ ଗାନ୍ଧି

ଏହା କର୍ଣ୍ଣାଟକାର ଲୋକଙ୍କ ବିଜୟ : ରାହୁଲ ଗାନ୍ଧି

2023-05-13 17:17:01
13992
Share:
Facebook
Twitter
E-Mail
WhatsApp
Telegram
ଏହା କର୍ଣ୍ଣାଟକାର ଲୋକଙ୍କ ବିଜୟ : ରାହୁଲ ଗାନ୍ଧି

କର୍ଣ୍ଣାଟକାରେ କଂଗ୍ରେସର ଐତିହାସିକ ଉତ୍ସବରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଯୋଗ ଦେଇ ଦଳୀୟ ନେତା ଓ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ କର୍ଣ୍ଣାଟକାରେ ଘୃଣାର ବଜାର ବନ୍ଦ ହୋଇଛି ବୋଲି ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି।

ସେ କହିଛନ୍ତି, “କର୍ଣ୍ଣାଟକାରେ ଘୃଣାର ବଜାର ବନ୍ଦ ହୋଇଛି। ପ୍ରେମର ଦୋକାନ ଖୋଲିଛି। ଏହା ସମସ୍ତଙ୍କର ବିଜୟ। ପ୍ରଥମେ ଏହା କର୍ଣ୍ଣାଟକାର ଲୋକଙ୍କ ବିଜୟ। ନିର୍ବାଚନ ବେଳେ ମୁଁ ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ୫ଟି ପ୍ରତିଶ୍ରୁତି ଦେଇଥିଲୁ। ସେହି ୫ ପ୍ରତିଶ୍ରୁତିକୁ ଆମେ ପ୍ରଥମ କ୍ୟାବିନେଟରେ ଅନୁମୋଦନ ଦେବୁ। କର୍ଣ୍ଣାଟକାବାସୀଙ୍କୁ ଧନ୍ୟବାଦ। ଜୟ ହିନ୍ଦ।”

କର୍ଣ୍ଣାଟକାରେ କଂଗ୍ରେସ ବଡ଼ ବିଜୟ ହାସଲ କରିଛି। କଂଗ୍ରେସ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ହାସଲ କରିବା ସହ କର୍ଣ୍ଣାଟକାରେ ସରକାର ଗଠନ କରିବାକୁ ମ୍ୟାଜିକ ନମ୍ବର ହାସଲ କରି ନେଇଛି। ଏହାର ଅର୍ଥ ଦଳ ୧୩୭ଟି ଆସନ ଜିତିବ। ସେହିପରି ବିଜେପି ୨୦୧୮ରେ ୧୦୪ଟି ଆସନ ଜିତିଥିବା ବେଳେ ଏଥର ୬୩କୁ ଖସିବ। କଂଗ୍ରେସ କେବେଳ ଅଧିକ ଆସନ ଜିତିନି। ଦଳର ଭୋଟ ଶେୟାର ମଧ୍ୟ ବଢ଼ିଛି। 

Powered by Froala Editor

Tags rahul

Related articles Odisha News Lens 4.1

  • ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି
    ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

    15374
    May 12, 2025
  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ
    ବିଶେଷ

    ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13486
    May 13, 2025
  • 'ଅପରେସନ ସିନ୍ଦୂର' ସମୟରେ ବନ୍ଦ ଥିଲା, ଖୋଲିଲା ୩୨ ବିମାନବନ୍ଦର
    ଦେଶ-ଦେଶାନ୍ତର

    'ଅପରେସନ ସିନ୍ଦୂର' ସମୟରେ ବନ୍ଦ ଥିଲା, ଖୋଲିଲା ୩୨ ବିମାନବନ୍ଦର

    13985
    May 12, 2025
  • ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍
    ଦେଶ-ଦେଶାନ୍ତର

    ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

    15395
    May 12, 2025
  • ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ...
    ଦେଶ-ଦେଶାନ୍ତର

    ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ...

    14026
    May 12, 2025
  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ
    ଦେଶ-ଦେଶାନ୍ତର

    ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13751
    May 12, 2025
  • ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି
    ଖେଳ ଖବର

    ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

    14575
    May 12, 2025
  • କଲରା ସହ ଏସବୁ ଖାଇବା ମନା
    ବିଶେଷ

    କଲରା ସହ ଏସବୁ ଖାଇବା ମନା

    14539
    May 12, 2025
  • ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ

    14182
    May 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କଲରା ସହ ଏସବୁ ଖାଇବା ମନା

    14539
    May 12, 2025
  • ଦେଶ-ଦେଶାନ୍ତର

    ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ଆହୁଜା

    14026
    May 12, 2025
  • ଦେଶ-ଦେଶାନ୍ତର

    ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

    15395
    May 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16596
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16882
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15434
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13486
    May 13, 2025
  • କଲରା ସହ ଏସବୁ ଖାଇବା ମନା

    14539
    May 12, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...

    15633
    May 12, 2025
  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    15537
    May 10, 2025
  • ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ

    15449
    May 10, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16259
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13975
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14768
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15295
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

    14575
    May 12, 2025
  • ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

    15374
    May 12, 2025
  • ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ଆହୁଜା

    14026
    May 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In