Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଓଭରଚାର୍ଜିଂ ଯୋଗୁଁ ଇ-ରିକ୍ସା ବ୍ଲାଷ୍ଟ : ସ୍ତ୍ରୀ ସହ ଜଳିଗଲେ ପୁଅ ଓ ଭାଣିଜୀ

ଓଭରଚାର୍ଜିଂ ଯୋଗୁଁ ଇ-ରିକ୍ସା ବ୍ଲାଷ୍ଟ : ସ୍ତ୍ରୀ ସହ ଜଳିଗଲେ ପୁଅ ଓ ଭାଣିଜୀ

2023-05-13 17:26:53
15375
Share:
Facebook
Twitter
E-Mail
WhatsApp
Telegram
ଓଭରଚାର୍ଜିଂ ଯୋଗୁଁ ଇ-ରିକ୍ସା ବ୍ଲାଷ୍ଟ : ସ୍ତ୍ରୀ ସହ ଜଳିଗଲେ ପୁଅ ଓ ଭାଣିଜୀ

ଉତ୍ତରପ୍ରଦେଶର ନିଓ୍ୱାଜପୁରଓ୍ୱା ଅଞ୍ଚଳରେ ଇ-ରିକ୍ସା  ବ୍ୟାଟେରୀ ଫାଟି ଜଣେ ମହିଳାଙ୍କ ସହ ଦୁଇ ଜଣ ଶିଶୁଙ୍କର ମୃତ୍ୟୁ ହୋଇଛି ।  ପୁଲିସ ଏହି ଘଟଣାର ତଦନ୍ତ କରୁଥିବା ବେଳେ ବ୍ୟାଟେରୀ ଓଭରଚାର୍ଜିଂ ଯୋଗୁଁ ବିସ୍ଫୋରଣ ଘଟିଥିବା ଜଣା ପଡିଛି ।

ଇ-ରିକ୍ସାଟି ମହିଳାଙ୍କ ସ୍ୱାମୀଙ୍କର । ଇ-ରିକ୍ସା ଚାଳକ ତାଙ୍କ ଘରେ ଅନେକ ବ୍ୟାଟେରୀକୁ ଚାର୍ଜରେ ବସାଇ ଘର ବାହାରେ ଶୌଚ ପାଇଁ ଯାଇଥିଲେ । ଏହି ସମୟରେ ସେହି କୋଠରୀରେ ଚାଳକଙ୍କ ସ୍ତ୍ରୀ , ତିନି ପିଲା ଏବଂ ତାଙ୍କ ଛୋଟ ଭାଣିଜୀ ଶୋଇଥିଲେ । ଅଧିକ ଚାର୍ଜିଂ ଯୋଗୁଁ ଗୋଟିଏ ବ୍ୟାଟେରୀ ସକାଳ ୫ ବେଳେ ଫାଟି ଯାଇଥିଲା । 

ଏଥିରେ ମହିଳାଙ୍କ ସହ ୪ ଶିଶୁ ଗୁରୁତର ହୋଇଥିଲେ । ଡାକ୍ତରଖାନାରେ ମହିଳାଙ୍କ ସହ ଇ ରିକ୍ସାଚାଳକଙ୍କ ଛୋଟ ପୁଅ ଏବଂ ଛୋଟ ଭାଣିଜୀର ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇ ଛୋଟପିଲାଙ୍କର ଚିକିତ୍ସା ଚାଲିଛି ।

Powered by Froala Editor

Tags e-rikshwa

Related articles Odisha News Lens 4.1

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13292
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15420
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13505
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13766
    Aug 12, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13741
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13718
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13579
    Aug 13, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14207
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15513
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14575
    Aug 13, 2026
  • ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13579
    Aug 13, 2026
  • ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15420
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17640
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17690
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18090
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14207
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14492
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14324
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15909
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16322
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13766
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14356
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14629
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14575
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13292
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15420
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In