Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

Home ›› ››ଫିନୋ ପେମେଣ୍ଟସ୍‍ବ୍ୟାଙ୍କର ମର୍ଚାଂଟ୍ ନେଟ୍‌ୱର୍କ କୋଭିଡ୍‌-୧୯ ଟିକାକରଣ ଅଭିଯାନକୁ ଆଗକୁ ବଢ଼ାଉଛି

ଫିନୋ ପେମେଣ୍ଟସ୍‍ବ୍ୟାଙ୍କର ମର୍ଚାଂଟ୍ ନେଟ୍‌ୱର୍କ କୋଭିଡ୍‌-୧୯ ଟିକାକରଣ ଅଭିଯାନକୁ ଆଗକୁ ବଢ଼ାଉଛି

2021-05-27 09:54:36
16722
Share:
Facebook
Twitter
E-Mail
WhatsApp
Telegram
ଫିନୋ ପେମେଣ୍ଟସ୍‍ବ୍ୟାଙ୍କର ମର୍ଚାଂଟ୍ ନେଟ୍‌ୱର୍କ କୋଭିଡ୍‌-୧୯ ଟିକାକରଣ ଅଭିଯାନକୁ ଆଗକୁ ବଢ଼ାଉଛି

ଭୁବନେଶ୍ୱର: ଲୋକମାନଙ୍କ ପାଖରେ ବ୍ୟାଙ୍କ ସେବା ପହଂଚାଇବା ବ୍ୟତୀତ ଫିନୋ  ପେମେଣ୍ଟସ୍‍ ବ୍ୟାଙ୍କର ସାରା ଦେଶରେ ଥିବା ମର୍ଚାଂଟ୍ ଆଉଟ୍‌ଲେଟ୍‌ଗୁଡ଼ିକ ଟିକାକରଣ ଲାଗି ଲୋକମାନଙ୍କ ଅନଲାଇନ୍ ପଞ୍ଜୀକରଣରେ ସହାୟତା ପ୍ରଦାନ କରିବା କୋଭିଡ୍‌-୧୯ ଟିକାକରଣ ଅଭିଯାନକୁ ଆଗକୁ ବଢ଼ାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାକୁ ଲକ୍ଷ୍ୟ ରଖିଛି ।


କୋଭିଡ୍‌-୧୯ରୁ ନିଜକୁ ଓ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ଲାଗି ସମସ୍ତଙ୍କ ଟିକାକରଣ ହେଉଛି ଶ୍ରେଷ୍ଠ ଉପାୟ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଓ ମେଡିକାଲ୍ ବିଶେଷଜ୍ଞମାନେ ସୁପାରିସ କରିଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅନୁସାରେ, ବ୍ୟକ୍ତିମାନେ କୋ-ୱିନ୍ ପୋର୍ଟାଲ୍‌ (https://www.cowin.gov.in ) କିମ୍ବା ଆରୋଗ୍ୟ ସେତୁ ଆପ୍‌ରେ ଅଗ୍ରୀମ ଲଗ୍‌ଇନ୍ କରି କୋଭିଡ୍‌୧୯ ଟିକାକରଣ ଲାଗି ପଞ୍ଜୀକରଣ କରିପାରିବେ । କିଛି ହାତଗଣତି ଅନ୍‌-ସ୍ପଟ୍ ପଞ୍ଜୀକରଣ ଉପଲବ୍ଧ ଥିବା ବେଳେ ଚିନ୍ତାମୁକ୍ତ ଅନୁଭୂତି ଲାଗି ଅନ୍‌ଲାଇନ୍ ପଞ୍ଜୀକରଣ କରିବାକୁ ପରାମର୍ଶ ଦିଆଯାଇଛି ।


ପ୍ରଯୁକ୍ତିକୁ ବ୍ୟବହାର କରୁନଥିବା ଏବଂ ସ୍ମାର୍ଟଫୋନ୍ ରଖି ନଥିବା ଲୋକମାନଙ୍କୁ ସାହାଯ୍ୟ କରି ଫିନୋ ମର୍ଚାଂଟମାନେ ଦେଶର ନିୟୁତାଧିକ ସ୍ୱାସ୍ଥ୍ୟକର୍ମୀ ଓ ସ୍ୱେଚ୍ଛାସେବୀମାନଙ୍କ ସହ ଯୋଗ ଦେଇଛନ୍ତି ଯେଉଁମାନେ ପ୍ରଭାବିତ ପରିବାରଗୁଡ଼ିକୁ ନିଃସ୍ୱାର୍ଥପର ସେବା ପ୍ରଦାନ କରୁଛନ୍ତି । ଫିନୋ ମର୍ଚାଂଟ୍‌ମାନେ ପାଖ ପଡୋଶୀରେ ଅଛନ୍ତି ଏବଂ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ରହିଛନ୍ତି-ସବୁବେଳେ । ଫିନୋ ମର୍ଚାଂଟ୍ ପଏଂଟ୍ ବିଷୟରେ ଜାଣିବା ଲାଗି ଲୋକମାନେ https://fino.latlong.in  ୟୁଆର୍‌ଏଲ୍‌ରେ କ୍ଲିକ୍ କରିପାରିବେ କିମ୍ବା କ୍ୟୁଆର୍ କୋଡ୍‌କୁ ସ୍କାନ୍‌ କରିପାରିବେ ।


ଅତୁଲ ତ୍ରିବେଦୀ, ବରିଷ୍ଠ ମଣ୍ଡଳ ମୁଖ୍ୟ, ଫିନୋ ପେମେଣ୍ଟସ୍‍ ବ୍ୟାଙ୍କ କହିଛନ୍ତି ଯେ, “ଗ୍ରାମାଚଂଳର ଅଧିକାଂଶ ଲୋକ ବିଶେଷ କରି ବରିଷ୍ଠ ନାଗରିକ ଓ ମହିଳାମାନେ ଅନଲାଇନ୍ ପଞ୍ଜୀକରଣ ବିଷୟରେ ଅଜ୍ଞ ଥିବାରୁ ସେମାନେ ଟିକାକରଣରେ ବିଳମ୍ବ କରୁଛନ୍ତି କିମ୍ବା ତାହାକୁ ଏଡ଼ାଇ ଯାଉଛନ୍ତି । ସେମାନଙ୍କୁ ସାହାଯ୍ୟ ଦରକାର ଏବଂ ଏକ ଦାୟିତ୍ୱବାନ ମର୍ଚାଂଟ୍ ଭାବେ ଆମେ ସାହାଯ୍ୟ କରିବାକୁ ପ୍ରସ୍ତୁତ । ଲୋକମାନେ ନିଜ ଆଧାର କାର୍ଡ ସହିତ ଫିନୋ ମର୍ଚାଂଟ୍‌ମାନଙ୍କ ପାଖରେ ପହଂଚିପାରିବେ ଏବଂ ଆବଶ୍ୟକ ପଞ୍ଜୀକରଣ କରିପାରିବେ । ଟିକାକରଣ ଅଭିଯାନର ପ୍ରଭାବରେ ଉନ୍ନତି ଆଣିବା ଲାଗି ଏହି ମାନବୀୟ ସଙ୍କଟ ସମୟରେ କ୍ଷେତ୍ର ସ୍ଥଳରେ ଏଭଳି କ୍ଷୁଦ୍ର ସହାୟତା କାର୍ଯ୍ୟର ଆବଶ୍ୟକତା ରହିଛି ।’’ 


ଫିନୋ ମର୍ଚାଂଟ୍‌ମାନେ ନିଜ ସ୍ମାର୍ଟଫୋନ୍‌ରେ ସିଧାସଳଖ କିମ୍ବା ଫିନୋ ମିତ୍ର କିମ୍ବା ବିପେ’ ଆପ୍ ଜରିଆରେ କୋ-ୱିନ୍‌ ପୋର୍ଟାଲ୍ ହାସଲ କରିପାରିବେ । ପଞ୍ଜୀକରଣ ପ୍ରକ୍ରିୟା ଶେଷ କରିବା ଲାଗି ମର୍ଚାଂଟ୍‌ଙ୍କୁ ପୋର୍ଟାଲ୍‌ରେ ସହାୟତା ଚାହୁଥିବା ବ୍ୟକ୍ତିଙ୍କ ମୋବାଇଲ୍ ନମ୍ବର ଓ ଆଧାର ଦେବାକୁ ପଡ଼ିବ । ଏକ ଓଟିପି ସୃଷ୍ଟି ହେବ ଯାହାକୁ ଦେବା ପରେ ପଞ୍ଜୀକରଣ ସଫଳ ହୋଇଥିବା ସମ୍ପର୍କିତ ଏସ୍‌ଏମ୍‌ଏସ୍ ଆସିବ । ଲୋକମାନେ ଟିକାକରଣ କେନ୍ଦ୍ର ଏବଂ ସମୟ ସ୍ଲଟ୍‌ ଚୟନ କରିପାରିବେ । ଲୋକମାନଙ୍କୁ ଡୋଜ୍ ନେବା ଲାଗି ଟିକାକରଣ କେନ୍ଦ୍ରରେ ତାହାକୁ ଦେଖାଇବାକୁ ପଡ଼ିବ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସଦ୍ୟତମ ସୂଚନା ଅନୁସାରେ ମେ’ ୨୩ ସୁଦ୍ଧା ଭାରତରେ ମୋଟ କୋଭିଡ୍ ଟିକାକରଣ ଡୋଜ୍‌ ସଂଖ୍ୟା ୨୧.୮୦ କୋଟିରେ ପହଂଚିଛି । ଏଥିରେ ସାମିଲ ରହିଛି ବରିଷ୍ଠ ନାଗରିକ, ସ୍ୱାସ୍ଥ୍ୟକର୍ମୀ, ସମ୍ମୁଖ ଯୋଦ୍ଧ।।ମାନଙ୍କୁ ପ୍ରଥମ ଓ ଦ୍ୱିତୀୟ ଡୋଜ୍ ଯେଉଁମାନଙ୍କ ବୟସ ୪୫-୬୦ ଓ ୧୮-୪୪ ବର୍ଷ ବୟସ । 

Powered by Froala Editor

Tags fino finance bank

Related articles Odisha News Lens 4.1

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14191
    Jun 15, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14577
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13444
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14464
    Jun 16, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14834
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14624
    Jun 16, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15100
    Jun 16, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15362
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14581
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14759
    Jun 16, 2026
  • ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14577
    Jun 16, 2026
  • ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14624
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16930
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17547
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17596
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17990
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14624
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14328
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15044
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13646
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15529
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14856
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15470
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15219
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15700
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15362
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14581
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13444
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In