Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ...

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ...

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ଓସିଏସ୍ ମୁଖ୍ୟ ପରୀକ୍ଷା ଖାତା ମୂଲ୍ୟାୟନ ପାଇଁ ମିଳୁ ନାହାଁନ୍ତି ପ୍ରାଧ୍ୟାପକ

ଓସିଏସ୍ ମୁଖ୍ୟ ପରୀକ୍ଷା ଖାତା ମୂଲ୍ୟାୟନ ପାଇଁ ମିଳୁ ନାହାଁନ୍ତି ପ୍ରାଧ୍ୟାପକ

2023-05-15 09:41:22
15393
Share:
Facebook
Twitter
E-Mail
WhatsApp
Telegram
ଓସିଏସ୍ ମୁଖ୍ୟ ପରୀକ୍ଷା ଖାତା ମୂଲ୍ୟାୟନ ପାଇଁ ମିଳୁ ନାହାଁନ୍ତି ପ୍ରାଧ୍ୟାପକ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା (ଓସିଏସ୍‌‌) ମେନ୍‌‌ ପରୀକ୍ଷା ମୂଲ୍ୟାୟନ ପାଇଁ ପ୍ରାଧ୍ୟାପକ ମିଳୁ ନାହାଁନ୍ତି। ବିଶ୍ୱବିଦ୍ୟାଳୟଗୁଡ଼ିକ ପ୍ରାଧ୍ୟାପକଙ୍କୁ ଖାତାଦେଖା ପାଇଁ ରିଲିଭ୍‌‌ କରୁ ନ ଥିବାରୁ ସମସ୍ୟା ଦେଖା ଦେଇଛି। ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖି ‘ଓପିଏସସି’ ଏନେଇ ସହଯୋଗ ଲୋଡ଼ିଛି।ବିଶ୍ୱବିଦ୍ୟାଳୟର କାମ ପାଇଁ ପ୍ରାଧ୍ୟାପକମାନେ କାର୍ୟ୍ୟସ୍ଥଳରୁ ରିଲିଭ୍‌‌ ହୋଇ ପାରୁ ନାହାନ୍ତି। ଏପରିସ୍ଥିତିରେ ରେଜଲ୍ଟ ପ୍ରକାଶନ ବିଳମ୍ବ ହେବା ନେଇ ଆଶାୟୀଙ୍କ ଆଶଙ୍କା ବଢ଼଼଼ିଛି। ପ୍ରାଧ୍ୟାପକ ଅଭାବ, ନାକ୍‌‌ ଟିମ୍‌‌ ପରିଦର୍ଶନ ଓ ଯୁକ୍ତ ତିନି ମୂଲ୍ୟାୟନ, ପରୀକ୍ଷା ଆଦି ପାଇଁ ପ୍ରାଧ୍ୟାପକମାନଙ୍କୁ ଛାଡ଼ିବା ସମ୍ଭବପର ହେଉନି ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦର୍ଶାଇଛନ୍ତି। ବାରମ୍ୱାର ନିବେଦନ ପରେ ବି ପ୍ରାଧ୍ୟାପକ ବିଶ୍ୱବିଦ୍ୟାଳୟରୁ ରିଲିଭ ହେଉନାହାନ୍ତି। ଫଳରେ ଖାତା ମୂଲ୍ୟାୟନ ପାଇଁ ପ୍ରାଧ୍ୟାପକ ମରୁଡ଼ି ଦେଖା ଦେଇଛି।
ମିଳିଥିବା ସୂଚନା ମୁତାବକ ଓପିଏସ୍‌ସି କର୍ତ୍ତୃପକ୍ଷ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟକୁ ଚିଠି ଲେଖିଥିଲେ। ଯେଉଁଥିରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଗୃହ ବିଜ୍ଞାନ ବିଷୟର ସହକାରୀ ପ୍ରାଧ୍ୟାପକଙ୍କୁ ଖାତା ଦେଖା କାମରେ ନିୟୋଜିତ କରିବାକୁ ଦର୍ଶାଇଥିଲେ। ମାତ୍ର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସିଧାସଳଖ ଅକ୍ଷମତା ପ୍ରକାଶ କରିଛନ୍ତି। ଯାହାକୁ ନେଇ ଓପିଏସସିର ଚିନ୍ତା ବଢ଼଼଼ିଛି। ବିଶ୍ୱବିଦ୍ୟାଳୟର ଏଭଳି ଉତ୍ତର ପରେ ଓପିଏସସି ପକ୍ଷରୁ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବା ଲାଗି ଅନୁରୋଧ କରାଯାଇଛି। ୯୫୫ଜଣ ଗୃହ ବିଜ୍ଞାନ ବିଷୟରେ ପରୀକ୍ଷା ଦେଇଛନ୍ତି। ଯଦି ଖାତା ଦେଖା ଠିକ୍‌‌ ସମୟରେ ନ ସରେ ତାହାଲେ ଫଳ ପ୍ରକାଶନରେ ବିଳମ୍ୱ ହୋଇପାରେ ବୋଲି ଆଶଙ୍କା ପ୍ରକାଶ କରିଛି ଓପିଏସସି। ଖାଲି ସେତିକି ନୁହେଁ ଆବଶ୍ୟକ ସ୍ଥଳେ ଅନ୍ୟ ବିଷୟ ର ଖାତା ଦେଖା କାମରେ ବି ସହଯୋଗ କରିବାକୁ ଓପିଏସସି ଅନୁରୋଧ କରିଛି। ମୂଲ୍ୟାୟନ ଜନିତ ସମସ୍ୟାକୁ ନେଇ ଓସିଏସ୍‌‌ ଆଶାୟୀଙ୍କ ଭିତରେ ଏବେ ଅନେକ ଆଶଙ୍କା ଦେଖା ଦେଲାଣି।

Powered by Froala Editor

Tags ocs exam paper evaluation

Related articles Odisha News Lens 4.1

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15375
    Apr 10, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ
    ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14587
    Apr 10, 2026
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    15046
    Apr 10, 2026
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15391
    Apr 11, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14956
    Apr 10, 2026
  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14544
    Apr 11, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15476
    Apr 10, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....
    ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14266
    Apr 11, 2026
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍
    ଦେଶ-ଦେଶାନ୍ତର

    ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15314
    Apr 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14956
    Apr 10, 2026
  • ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15391
    Apr 11, 2026
  • ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14587
    Apr 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17412
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17469
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17822
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16298
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14266
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15513
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14367
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14598
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15758
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15324
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15054
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15558
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13855
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15314
    Apr 11, 2026
  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14544
    Apr 11, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15476
    Apr 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In