Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....

  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ...

  • ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ...

  • ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ...

  • ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ...

  • ଆଜିଠୁ ମୋଦୀଙ୍କ ୮ ଦିନିଆ ବିଦେଶ ଗସ୍ତ

  • IRCTCର ନୂଆ RailOne ଆପ୍‌ ଲଞ୍ଚ

  • ଫୋନ୍ କଲ ଲିକ୍‌ ମାମଲା: ପଦ ହରାଇଲେ ...

  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ...

  • ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ...

ଅପରାଧ
Home ›› ଅପରାଧ ››ସୋରୁମ୍‌ରେ ୪୫ ମିନିଟ ଆତଙ୍କ ଖେଳାଇଲେ ଡକାୟତ : ୧୮ ଲକ୍ଷର ଗହଣା ସହ ଟଙ୍କା ନେଇଗଲେ

ସୋରୁମ୍‌ରେ ୪୫ ମିନିଟ ଆତଙ୍କ ଖେଳାଇଲେ ଡକାୟତ : ୧୮ ଲକ୍ଷର ଗହଣା ସହ ଟଙ୍କା ନେଇଗଲେ

2023-05-15 17:40:50
17085
Share:
Facebook
Twitter
E-Mail
WhatsApp
Telegram
ସୋରୁମ୍‌ରେ ୪୫ ମିନିଟ ଆତଙ୍କ ଖେଳାଇଲେ ଡକାୟତ : ୧୮ ଲକ୍ଷର ଗହଣା ସହ ଟଙ୍କା ନେଇଗଲେ

ଯାଜପୁର ଜିଲ୍ଲା ବ୍ୟାସନଗର ବଜାରରେ ଥିବା ‘ସେନ୍‌କୋ’ ଗହଣା ଶୋ’ ରୁମ୍‌ ରେ ଡକାୟତି ହୋଇଛି। କର୍ମଚାରୀଙ୍କୁ ମାଡ଼ ମାରି ଡକାୟତମାନେ ୧୫ କେଜି ସୁନା ସହିତ ରୁପା, ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ୭ ଡକାୟତ ବନ୍ଧୁକ ମୁନରେ ପ୍ରଥମେ କର୍ମଚାରୀଙ୍କୁ ଡରାଇ ଧମକାଇ ଥିଲେ ଓ ପରେ ଗହଣା ଲୁଟି ନେଇଥିବା ସୂଚନା ମିଳିଛି। ଦିନ ସାଢ଼େ ୧ଟାରୁ ୨ଟା ଭିତରେ ଏହି ଡକାୟତି ହୋଇଛି। 

ପାଖାପାଖି ୪୫ ମିନିଟ୍‌ ଧରି ଡକାୟତମାନେ ଶୋ’ରୁମ୍‌ ଭିତରେ ଉତ୍ପାତ ଜାରି ରଖିଥିଲେ। ଦିନ ପ୍ରାୟ ୧.୪୫ରେ ଡକାୟତମାନେ ସିକ୍ୟୁରିଟିକୁ ପିଟିଥିଲେ। ପୁରୁଷ ଓ ମହିଳାମାନଙ୍କୁ ବନ୍ଧୁକ ଦେଖାଇ ଅଲଗା ଅଲଗା ସ୍ଥାନରେ ବସାଇ ରଖିଥିଲେ। ପୁରୁଷ କର୍ମଚାରୀଙ୍କୁ ପିଟିବା ସହ ମାରିଦେବାକୁ ଧମକାଇ ଥିଲେ। କେହି ଆଲାରମ ବଜାଇଲେ କିମ୍ବା ବାହାର ଲୋକଙ୍କୁ ସୂଚନା ଦେବାକୁ ଚେଷ୍ଟା କଲେ ଗୁଳି କରିଦେବେ ବୋଲି କହୁଥିଲେ। ସମସ୍ତ ଡକାୟତଙ୍କ ପାଖରେ ବନ୍ଧୁକ ଥିଲା। ଏହି ଘଟଣାରେ ଅତ୍ୟଧିକ ଭୟଭୀତ ହୋଇ ଜଣେ ମହିଳା ଓ ଜଣେ ପୁରୁଷ ଚେତା ହରାଇଥିଲେ। ଡକାୟତମାନେ କର୍ମଚାରୀମାନଙ୍କ ମୋବାଇଲ ସହିତ ଶୋ’ରୁମ୍‌ କମ୍ପ୍ୟୁଟରରୁ ହାର୍ଡଡିସ୍କ ଖୋଲି ନେଇଯାଇଥିଲେ। ଡକାୟତଙ୍କ ମାଡ଼ରେ ଶୋ’ ରୁମ୍‌ର ଦୁଇଜଣ କର୍ମଚାରୀ ଆହତ ମଧ୍ୟ ହୋଇଛନ୍ତି। ତେବେ କେତେ ଟଙ୍କାର ଗହଣା ଲୁଟ୍ ସ୍ପଷ୍ଟ ହୋଇନି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି।

Powered by Froala Editor

Tags loot

Related articles Odisha News Lens 4.1

  • ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ଗୁଣା ଭଡା
    ଦେଶ-ଦେଶାନ୍ତର

    ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ଗୁଣା ଭଡା

    14273
    Jul 02, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି
    ବାଣିଜ୍ୟ

    ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    15870
    Jul 01, 2025
  • ଆଜିଠୁ ମୋଦୀଙ୍କ ୮ ଦିନିଆ ବିଦେଶ ଗସ୍ତ
    ଦେଶ-ଦେଶାନ୍ତର

    ଆଜିଠୁ ମୋଦୀଙ୍କ ୮ ଦିନିଆ ବିଦେଶ ଗସ୍ତ

    14811
    Jul 02, 2025
  • ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା
    ଦେଶ-ଦେଶାନ୍ତର

    ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15413
    Jul 02, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା
    ବିଶେଷ

    ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    13653
    Jul 02, 2025
  • ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ

    14085
    Jul 01, 2025
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....
    ବିଶେଷ

    ନିରୋଗ ରହିବାର ଉପାୟ ଜାଣନ୍ତୁ.....

    13896
    Jul 02, 2025
  • IRCTCର ନୂଆ RailOne ଆପ୍‌ ଲଞ୍ଚ
    ଦେଶ-ଦେଶାନ୍ତର

    IRCTCର ନୂଆ RailOne ଆପ୍‌ ଲଞ୍ଚ

    14124
    Jul 01, 2025
  • ଫୋନ୍ କଲ ଲିକ୍‌ ମାମଲା: ପଦ ହରାଇଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଫୋନ୍ କଲ ଲିକ୍‌ ମାମଲା: ପଦ ହରାଇଲେ ପ୍ରଧାନମନ୍ତ୍ରୀ

    13895
    Jul 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜିଠୁ ମୋଦୀଙ୍କ ୮ ଦିନିଆ ବିଦେଶ ଗସ୍ତ

    14811
    Jul 02, 2025
  • ଦେଶ-ଦେଶାନ୍ତର

    IRCTCର ନୂଆ RailOne ଆପ୍‌ ଲଞ୍ଚ

    14124
    Jul 01, 2025
  • ବିଶେଷ

    ନିରୋଗ ରହିବାର ଉପାୟ ଜାଣନ୍ତୁ.....

    13896
    Jul 02, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16602
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16718
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17032
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15521
    Apr 03, 2021

ବିଶେଷ

  • ନିରୋଗ ରହିବାର ଉପାୟ ଜାଣନ୍ତୁ.....

    13896
    Jul 02, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    13653
    Jul 02, 2025
  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15501
    Jun 30, 2025
  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15744
    Jun 30, 2025
  • ଦିନକୁ କେତେ ଥର ପିଇବେ ଗ୍ରୀନ୍‌-ଟି ?

    15736
    Jun 29, 2025

ବାଣିଜ୍ୟ

ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

ପୁରୀ, ୧ ଜୁଲାଇ ୨୦୨୫: ବହୁ ବର୍ଷ ଧରି ଭାରତର ୧ ନମ୍ବର ପ୍ୟାକେଜଡ୍ ଅଟ୍ଟା ବ୍ରାଣ୍ଡ୍ ଆଶୀର୍ବାଦ ରଥ ଯାତ୍ରା ଉତ୍ସବର ଏକ ଆକାଂକ୍ଷିତ ଅଂଶ ହୋଇ ରହିଆସିଛି । ଚଳିତ ବର୍ଷ ମଧ୍ୟ ଆଶୀର୍ବାଦ ସର୍ବାଧୁନିକ ଯୁଗର ପ୍ରଯୁକ୍ତିବିଦ୍ୟା ସହିତ ବହୁ ପୁରାତନ ପରମ୍ପରାକୁ ସଂଯୋଗ କରୁଥିବା ଆଧ୍ୟାତ୍ମିକ ଦୃଷ୍ଟିରୁ ଅନ୍ତର୍ବିଶିଷ୍ଟକାରୀ ...

  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14039
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15564
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15544
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15013
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15413
    Jul 02, 2025
  • ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ

    14085
    Jul 01, 2025
  • IRCTCର ନୂଆ RailOne ଆପ୍‌ ଲଞ୍ଚ

    14124
    Jul 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In