Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ...

  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ...

  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ...

  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ...

  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ...

  • କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଓଟିଟି ...

  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

  • ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ...

  • ନିର୍ଦେଶ ନ ମାନିଲେ ନିଜ ସୁରକ୍ଷା ନିଜେ କର: ...

  • ୧୩ ଭାରତୀୟ ନାଗରିକଙ୍କ ଗୁଳିମାଡରେ ...

ରାଜ୍ୟ
Home ›› ରାଜ୍ୟ ››ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ଯାତ୍ରାରେ ବାଜିବନି ଡିଜେ, ଲାଇସେନ୍ସ ପ୍ରାପ୍ତ ବାଣୁଆ ଫୁଟାଇବେ ବାଣ

ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ଯାତ୍ରାରେ ବାଜିବନି ଡିଜେ, ଲାଇସେନ୍ସ ପ୍ରାପ୍ତ ବାଣୁଆ ଫୁଟାଇବେ ବାଣ

2023-05-16 06:04:28
15177
Share:
Facebook
Twitter
E-Mail
WhatsApp
Telegram
ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ଯାତ୍ରାରେ ବାଜିବନି ଡିଜେ, ଲାଇସେନ୍ସ ପ୍ରାପ୍ତ ବାଣୁଆ ଫୁଟାଇବେ ବାଣ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିବାହ ଓ ଶୀତଳଷଷ୍ଠୀ ପାଇଁ ବିଭିନ୍ନ ନିଯୋଗ ପ୍ରତିନିଧି ଓ ସେବାୟତମାନଙ୍କୁ ନେଇ ମନ୍ଦିର କାର୍ଯ୍ୟାଳୟରେ ପ୍ରଶାସନ ଆଲୋଚନା କରିଛି। ଚଳିତ ବର୍ଷ ଶୀତଳଷଷ୍ଠୀ ଯାତ୍ରା ଓ ବିବାହ ଯାତ୍ରା ବେଳେ ଜିଜେ ବାଜିବ ନାହିଁ। ସେହିପରି ରାତି ୧୦ଟା ମଧ୍ୟରେ ଗୋଟିଏ ସ୍ଥାନରେ ବାଣ ଫୁଟିବ। ତାହା ପୁଣି ଲାଇସେନ୍ସ ପ୍ରାପ୍ତ ବାଣୁଆ ଏହି ବାଣ ଫୁଟାଇ ପାରିବେ। ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମନ୍ଦିର କାର୍ଯ୍ୟାଳୟଠାରେ ଏହି ବୈଠକ କରାଯାଇ ଯାତ୍ରାର ନୀତି ନିର୍ଘଣ୍ଟ ସମ୍ପର୍କରେ ଆଲୋଚନା ହୋଇଥିଲା।

ପ୍ରଶାସନର ଘୋଷଣା ଅନୁଯାୟୀ ଆସନ୍ତା ମେ’ ୨୪ରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ବିବାହ ଶୋଭାଯାତ୍ରା ରାତି ୧୧ଟା ସୁଦ୍ଧା ବାହାରିବ। ୧୧ଟା ୪୫ ମଧ୍ୟରେ କେଦାରଗୌରୀ ମନ୍ଦିରରେ ପହଞ୍ଚିବ। ସେହିପରି ତା’ ପରଦିନ ମେ’ ୨୫ ରାତି ୧୦ଟାସୁଦ୍ଧା କେଦାରଗୌରୀ ମନ୍ଦିରରୁ ଦେବଦମ୍ପତି ବାହାରିବେ। ଆସିବା ବେଳେ ବାଟରେ ୪ଟିସ୍ଥାନରେ ଭୋଗ ଖାଇବେ। ଯୌତୁକ ଇନ୍ଦ୍ରହାତୀ ଉପରେ ବସି ଇନ୍ଦ୍ରରାଜା ସେବାୟତ ପାଛୋଟି ଆଣିବେ। ବିବାହ ଓ ଶୀତଳଷଷ୍ଠୀ ଯାତ୍ରା ପାଇଁ ମନ୍ଦିରକୁ ଫୁଲରେ ସଜାଯିବ। ବିବାହ ବେଦୀ ଓ ପାଲିଙ୍କି ବିମାନ ସଜାଯିବ। ସେହିପରି ରାସ୍ତାରେ ଅଧିକ ଲାଇଟ୍‌ ଲଗାଯିବ। କେଦାରଗୌରୀ ମନ୍ଦିର ଭିତରେ ବେଦୀ ମଣ୍ଡପ ଓ ମନ୍ଦିର ପରିସରରେ ଲାଇଟ୍‌ ଲଗାଯିବ। ବିଭିନ୍ନ ପାରମ୍ପରିକ ବାଦ୍ୟ ସହ ମଶାଲ, ଘଣ୍ଟ, କାହାଳୀ ବାଜି ଠାକୁର ଯାତ୍ରା କରିବେ। ପାଳିଆ ସେବାୟତ ଠାକୁରଙ୍କ ସଙ୍ଗେ ଯିବେ।

ସେମାନେ କର୍ଡନ ଭିତରେ ରହିବେ। ଶ୍ରୀଲିଙ୍ଗରାଜ ମନ୍ଦିର, କେଦାରଗୌରୀ ମନ୍ଦିର ଓ ଠାକୁରଙ୍କ ଯିବାଆସିବା ରାସ୍ତାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁଲିସ ମୁତୟନ କରାଯିବ। ଏହି ବୈଠକରେ ଶ୍ରୀ ମହାପାତ୍ରଙ୍କ ସମେତ ଭୁବନେଶ୍ୱର ଶୀତଳଷଷ୍ଠୀ କମିଟି ସଭାପତି ବିଧାୟକ ସୁରେଶ କୁମାର ରାଉତରାୟ, ଟ୍ରଷ୍ଟବୋର୍ଡର ବରିଷ୍ଠ ସଦସ୍ୟ ତଥା ବିଏମ୍‌ସିର ପୂର୍ବତନ ଅତିରିକ୍ତ କମିସନର ଅବନୀକାନ୍ତ ପଟ୍ଟନାୟକ ଓ ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି, ବଡ଼ୁ ନିଯୋଗର ସମ୍ପାଦକ କମଳା ବଡୁ, ସମର୍ଥା ନିଯୋଗର ସମ୍ପାଦକ ପ୍ରଶାନ୍ତ କୁମାର ସମର୍ଥା, ମନ୍ଦିର ସୁପରଭାଇଜର ରାଜକିଶୋର ମହାପାତ୍ର, ବିଶୋଇ, ଆପଟିଆ, ପୁରୋହିତ, ମନ୍ଦିର ଜ୍ୟୋତିଷ, ଭଣ୍ଡାର ମେକାପ, ଚର୍ଚ୍ଚେଇତ, ସୁପରଭାଇଜର, ନୀତିକରିଣୀ ପ୍ରମୁଖ ଉପସ୍ଥିତ ଥିଲେ।

Powered by Froala Editor

Tags Shree lingaraj mandir

Related articles Odisha News Lens 4.1

  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...
    ଦେଶ-ଦେଶାନ୍ତର

    ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...

    14785
    May 09, 2025
  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦
    ଦେଶ-ଦେଶାନ୍ତର

    ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    14094
    May 08, 2025
  • ୧୩ ଭାରତୀୟ ନାଗରିକଙ୍କ ଗୁଳିମାଡରେ ମୃତ୍ୟୁ
    ଦେଶ-ଦେଶାନ୍ତର

    ୧୩ ଭାରତୀୟ ନାଗରିକଙ୍କ ଗୁଳିମାଡରେ ମୃତ୍ୟୁ

    14862
    May 08, 2025
  • ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା
    ଦେଶ-ଦେଶାନ୍ତର

    ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା

    13593
    May 08, 2025
  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼

    14608
    May 08, 2025
  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ
    ଦେଶ-ଦେଶାନ୍ତର

    ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ

    15148
    May 08, 2025
  • କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଓଟିଟି ପ୍ଲାଟଫର୍ମରୁ ହଟିବ ପାକିସ୍ତାନୀ ୱେବସିରିଜ ...
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଓଟିଟି ପ୍ଲାଟଫର୍ମରୁ ହଟିବ ପାକିସ୍ତାନୀ ୱେବସିରିଜ ...

    13744
    May 08, 2025
  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ
    ବିଶେଷ

    ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14537
    May 08, 2025
  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର
    ଦେଶ-ଦେଶାନ୍ତର

    ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର

    13753
    May 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ପ୍ରବେଶ ଉପରେ କଟକଣା ଜାରି

    14785
    May 09, 2025
  • ଦେଶ-ଦେଶାନ୍ତର

    ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    14094
    May 08, 2025
  • ଦେଶ-ଦେଶାନ୍ତର

    ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା

    13593
    May 08, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16590
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16875
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15425
    Apr 03, 2021

ବିଶେଷ

  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14537
    May 08, 2025
  • ସନ୍ତୁଳିତ ଖାଦ୍ୟ ଖାଆନ୍ତୁ, ଡିିପ୍ରେସନରୁ ଦୂରେଇ ରୁହନ୍ତୁ

    14518
    May 07, 2025
  • ଘର ପରିସ୍ଥିତିକୁ ବଦଳାଇବ କ୍ରିଷ୍ଟାଲ୍‌ ଲୋଟସ୍‌

    14631
    May 07, 2025
  • ରକ୍ତଚାପ ନିୟନ୍ତ୍ରଣ କରିବାରେ ମେଥି ବେଶ ସହାୟକ

    15080
    May 06, 2025
  • ପ୍ରଚୁର ପରିମାଣର ପାଣି ପିଅନ୍ତୁ କିଡ୍‌ନୀ ରହିବ ସୁସ୍ଥ

    15077
    May 06, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16252
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13967
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14759
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15285
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    14094
    May 08, 2025
  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ

    15148
    May 08, 2025
  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼

    14608
    May 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In