Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ...

  • ଇପିଏଫ୍ଓ ବେତନ ସୀମା ବୃଦ୍ଧି : ...

  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ...

  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ...

  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ...

  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ...

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

ରାଜ୍ୟ
Home ›› ରାଜ୍ୟ ››କଲବଲ କରୁଛି ତାତି: ୮ ଜିଲ୍ଲାକୁ ସତର୍କତା ଜାରି

କଲବଲ କରୁଛି ତାତି: ୮ ଜିଲ୍ଲାକୁ ସତର୍କତା ଜାରି

2023-05-16 09:05:49
13950
Share:
Facebook
Twitter
E-Mail
WhatsApp
Telegram
କଲବଲ କରୁଛି ତାତି: ୮ ଜିଲ୍ଲାକୁ ସତର୍କତା ଜାରି

ଭୁବନେଶ୍ୱର: ରାଜ୍ୟରେ ପୁଣି କଲବଲ କରୁଛି ତାତି। ଜଳୁଛି ପଶ୍ଚିମ ଓଡ଼ିଶା। ଆସନ୍ତା ଦୁଇଦିନ ପର୍ୟ୍ୟନ୍ତ ରାଜ୍ୟରେ ଆହୁରି ବଢ଼ିବ ତାପମାତ୍ରା। ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେବେ ରାଜ୍ୟବାସୀ। ବିଭିନ୍ନ ସ୍ଥାନରେ ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ଏବଂ କିଛି ଜିଲ୍ଲାରେ ୭ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ହେବା ସମ୍ଭାବନା ରହିଛି । କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଅତିକ୍ରମ କରିପାରେ। ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆଜି ୮ଟି ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଦିନ ୧୧ଟାରୁ ଅପରାହ୍ନ ୩ ଟା ପର୍ୟ୍ୟନ୍ତ ପିକ୍ ଆଓ୍ୱାର ଘୋଷଣା କରାଯାଇଛି। ଏହି ସମୟରେ ବୟସ୍କ ଏବଂ ଶିଶୁ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହକୁ ନଜରରେ ସବୁ ଜିଲ୍ଲାପାଳ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ଗତକାଲି ରାଜ୍ୟର ୧୬ ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରେକର୍ଡ ହୋଇଥିଲା। ୪୪.୪ ଡିଗ୍ରୀ ସହ ବଲାଙ୍ଗୀର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା।

Powered by Froala Editor

Tags Heat wave

Related articles Odisha News Lens 4.1

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15012
    Oct 03, 2026
  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌
    ଦେଶ-ଦେଶାନ୍ତର

    ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13860
    Oct 03, 2026
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ
    ଦେଶ-ଦେଶାନ୍ତର

    ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13932
    Oct 03, 2026
  • ଇପିଏଫ୍ଓ ବେତନ ସୀମା ବୃଦ୍ଧି :  କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...
    ଦେଶ-ଦେଶାନ୍ତର

    ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...

    13864
    Oct 03, 2026
  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...
    ଦେଶ-ଦେଶାନ୍ତର

    ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...

    15025
    Oct 03, 2026
  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ
    ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15157
    Oct 03, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ
    ବାଣିଜ୍ୟ

    ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13610
    Oct 03, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14398
    Oct 03, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15096
    Oct 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14560
    Oct 02, 2026
  • ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15157
    Oct 03, 2026
  • ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14398
    Oct 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17147
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17836
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17801
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18214
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15405
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14076
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15815
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15383
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14755
    Sep 18, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15279
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15046
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14397
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14345
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14398
    Oct 03, 2026
  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ଚେତାବନୀ ଦେଲେ ଟ୍ରମ୍ପ

    15025
    Oct 03, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15012
    Oct 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In