Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ...

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା ...

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା ...

  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ...

  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ...

  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ...

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ...

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

ବିଶେଷ
Home ›› ବିଶେଷ ››ପାଟି ଦୁର୍ଗନ୍ଧ ଦୂର କରେ ପାନମଧୁରୀ ମିଶ୍ରି

ପାଟି ଦୁର୍ଗନ୍ଧ ଦୂର କରେ ପାନମଧୁରୀ ମିଶ୍ରି

2023-05-18 04:05:27
15468
Share:
Facebook
Twitter
E-Mail
WhatsApp
Telegram
ପାଟି ଦୁର୍ଗନ୍ଧ ଦୂର କରେ ପାନମଧୁରୀ ମିଶ୍ରି

ଖରାଦିନେ ସୁସ୍ଥ ରହିବା ପାଇଁ କିଛି ସ୍ୱତନ୍ତ୍ର ଖାଦ୍ୟ ଜିନିଷ ନିଜ ଖାଦ୍ୟରେ ସାମିଲ କରିବା ଉଚିତ। ଖରାଦିନେ ମିଳୁଥିବା ଫଳ, ପନିପରିବା କିଛି ମସଲା ଖାଦ୍ୟରେ ସାମିଲ କରିବା ଉଚିତ।  ଶରୀରକୁ ଭିତରୁ ଥଣ୍ଡା ରଖିବା ପାଇଁ ତରଭୂଜ, କାକୁଡି ଆଦି ଖାଇବା ଉଚିତ। ମାତ୍ର ଏପରି ୨ଟି ଜିନିଷ ରହିଛି, ଯାହାକୁ ଏକାସହ ଖାଇବା ଦ୍ୱାରା ସ୍ୱାସ୍ଥ୍ୟ ପାଇଁ ବେଶ ଉପକାରୀ ହୋଇଥାଏ। ଏହା ଶରୀରକୁ ଶୀତଳତା ପ୍ରଦାନ କରିଥାଏ। ସେହି ଜିନିଷ ହେଉଛି ପାନମଧୁରୀ ଓ ମିଶ୍ରି। ଜାଣନ୍ତୁ..

ମିଶ୍ରି ସହଜରେ ହଜମ ହୋଇଥାଏ। ରାତିରେ ଶୁଖିଲା କାଶ ଜନିତ ସମସ୍ୟା ଥିଲେ, ମିଶ୍ରି ସେବନ କରିବା ଉଚିତ। ମିଶ୍ରି ପ୍ରାକୃତିକ ରୂପରେ ଶରୀରକୁ ଶୀତଳତା ପ୍ରଦାନ କରିଥାଏ। ଜଳାପୋଡାରୁ ମୁକ୍ତି ଦେଇଥାଏ। ଗରମ ପ୍ରଭାବରୁ ରକ୍ଷା ପାଇବାକୁ ହେଲେ ମିଶ୍ରି ପାଣିର ସେବନ କରନ୍ତୁ। କେତେକ ସମୟରେ ବାନ୍ତି, ବଦହଜମି, ଏସିଡିଟି ଆଦି ହେଉଥିବା ଦେଖାଯାଏ। ଏହି ସମୟରେ ମିଶ୍ରି ସେବନ ଦ୍ୱାରା ଏହି ସମସ୍ୟାରୁ ମୁକ୍ତି ମିଳିଥାଏ।

ରେସ୍ତୋରାଁ ହେଉ ଅଥବା ହୋଟେଲ ମିଶ୍ରି ଓ ପାନମଧୁରୀ ନିଶ୍ଚୟ ରଖାଯାଇଥିବା ଦେଖଯାଏ। ଖାଦ୍ୟ ସେବନ ପରେ ସାଧାରଣତଃ ଏହାର ସେବନ କରିଥାଆନ୍ତି। ଏହାକୁ ଏକତ୍ରିତ ଖାଇବା ଦ୍ୱାରା ଖାଦ୍ୟ ଶୀଘ୍ର ଓ ସଠିକ ଭାବେ ହଜମ ହୋଇଥାଏ। ମିଶ୍ରି ଓ ପାନମଧୁରୀ ଏକତ୍ରିତ ଖାଇବା ଦ୍ୱାରା ଶରୀରରେ ରକ୍ତର ଅଭାବ ଦୂର ହୋଇଥାଏ। ଏହାର ସେବନ ଦ୍ୱାରା ଶରୀରରେ ହିମଗ୍ଲୋବିନ୍‌‌ ସ୍ତର ବୃଦ୍ଧି ହୋଇଥାଏ। ଏହାର ସେବନ ଦ୍ୱାରା ଶରୀରରେ ରକ୍ତ ସଞ୍ଚାଳନ ସଠିକ ଭାବେ ହୋଇଥାଏ।

ଥକ୍କାପଣ,ଦୁର୍ବଳ କିମ୍ବା ବାରମ୍ବାର ମୁଣ୍ଡ ବୁଲାଇବା ଭଳି ଅନୁଭବ କରୁଥିଲେ ମିଶ୍ରି ଓ ପାନମଧୁରୀ ସେବନ କରନ୍ତୁ। ନିୟମିତ ରୂପେ ଏହାର ସେବନ କରିବା ଦ୍ୱାରା ଏହି ସମସ୍ୟା ଦୂର ହୋଇଥାଏ।

ଦୃଷ୍ଟି ଶକ୍ତି ଦୁର୍ବଳ ଥିଲେ, ତେବେ ମିଶ୍ରି ଓ ପାନମଧୁରୀର ନିଶ୍ଚୟ ସେବନ କରନ୍ତୁ। ଏହା ଚକ୍ଷୁ ପାଇଁ ଖୁବ ଉପକାରୀ ହେବା ସହ ଦୃଷ୍ଟି ଶକ୍ତି ବୃଦ୍ଧି କରିଥାଏ।
ପାଟି ଦୁର୍ଗନ୍ଧ ଦୂର ପାଇଁ ନିୟମିତ ମିଶ୍ରି ଓ ପାନମଧୁରୀର ସେବନ କରନ୍ତୁ।

Powered by Froala Editor

Tags Mishri and panamadhuri

Related articles Odisha News Lens 4.1

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...

    13996
    Sep 23, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି
    ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13493
    Sep 23, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15581
    Sep 22, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...

    15412
    Sep 23, 2026
  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା
    ଦେଶ-ଦେଶାନ୍ତର

    କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14473
    Sep 23, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା
    ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15252
    Sep 23, 2026
  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ
    ଦେଶ-ଦେଶାନ୍ତର

    ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ

    14595
    Sep 23, 2026
  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର
    ଦେଶ-ଦେଶାନ୍ତର

    ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    14064
    Sep 23, 2026
  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ

    14647
    Sep 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13493
    Sep 23, 2026
  • ଦେଶ-ଦେଶାନ୍ତର

    ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ

    14897
    Sep 23, 2026
  • ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15252
    Sep 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17119
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17807
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17779
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18188
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15252
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15041
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14486
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14733
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16364
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14417
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15613
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15375
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14666
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ: ସୁପ୍ରିମକୋର୍ଟ

    13996
    Sep 23, 2026
  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ

    14595
    Sep 23, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15581
    Sep 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In