Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ...

  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ...

  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ...

  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ...

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ...

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ...

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ...

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

2023-05-18 05:11:44
16162
Share:
Facebook
Twitter
E-Mail
WhatsApp
Telegram
କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

ବେଙ୍ଗାଲୁରୁ: ସିଦ୍ଧରମୈୟା ହେବେ କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ଡିକେ ଶିବକୁମାର ହେବେ ଉପମୁଖ୍ୟମନ୍ତ୍ରୀ । ୨୦ତାରିଖରେ ଶପଥ ଗ୍ରହଣ । ୪ଦିନ ଧରି ମାରାଥନ ବିଚାର ବିମର୍ଶ ପରେ ଏହି ଚିତ୍ର ପ୍ରାୟ ସ୍ପଷ୍ଟ ହୋଇଛି । ଏହା ଆଗରୁ ଗୁରୁବାର ସଂଧ୍ୟାରେ ବେଙ୍ଗଲୁରୁରେ କଂଗ୍ରେସ ବିଧାୟକ ଦଳ ବୈଠକ ଡକାଯାଇଛି ।
ବୁଧବାର କଂଗ୍ରେସ ହାଇକମାଣ୍ଡଙ୍କ ସହ ଦିଲ୍ଲୀରେ ଲମ୍ବା ସମୟ ଧରି ଆଲୋଚନା ଚାଲିଥିଲା । ରାହୁଲ ଗାନ୍ଧୀ ଏବଂ ଖଗଡେ ମାରାଥନ ବୈଠକ କରିଥିଲେ । ଏହାପରେ ଚିତ୍ର ସ୍ପଷ୍ଟ ହୋଇଥିବା ଅନୁମାନ କରାଯାଉଛି । ଆସନ୍ତା ଶନିବାର କର୍ଣ୍ଣାଟକରେ ଶପଥ ସମାରୋହ ହେବ । ଅପରାହ୍ଣ ପ୍ରାୟ ସାଢେ ୩ଟା ବେଳେ ଶପଥ ଗ୍ରହଣ ଉତ୍ସବ ହେବ ।କର୍ଣ୍ଣାଟକ ରାଜ୍ୟପାଳ ସିଦ୍ଦରମେୟାଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଏଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ସହିତ ଗାନ୍ଧି ପରିବାର ଓ ବହୁ ବରିଷ୍ଠା ନେତା ସାମିଲ ହେବେ । ସେହିପରି କଂଗ୍ରେସ ବିଚାରଧାରା ରଖୁଥିବା ଲୋକଙ୍କୁ ଏହି ସମାରୋହରେ ସାମିଲ ହେବାକୁ ନିମନ୍ତ୍ରଣ ଦିଆଯାଇଛି ।

Powered by Froala Editor

Tags karnatak cm

Related articles Odisha News Lens 4.1

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା
    ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    15147
    Oct 12, 2026
  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ
    ଦେଶ-ଦେଶାନ୍ତର

    ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ

    14656
    Oct 13, 2026
  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...
    ଦେଶ-ଦେଶାନ୍ତର

    ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...

    15290
    Oct 13, 2026
  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14998
    Oct 12, 2026
  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ

    14379
    Oct 14, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14725
    Oct 12, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା
    ବାଣିଜ୍ୟ

    BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13523
    Oct 14, 2026
  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ
    ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    14202
    Oct 12, 2026
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ
    ଦେଶ-ଦେଶାନ୍ତର

    ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14574
    Oct 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    14202
    Oct 12, 2026
  • ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14998
    Oct 12, 2026
  • ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    15147
    Oct 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17177
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17867
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17822
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18240
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14557
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14664
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15669
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14343
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16079
    Sep 23, 2026

ବାଣିଜ୍ୟ

BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍‌ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15092
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15803
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15031
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15558
    Oct 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    14202
    Oct 12, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14725
    Oct 12, 2026
  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ

    14379
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In