Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

ରାଜ୍ୟ
Home ›› ରାଜ୍ୟ ››ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ନବୀନ

ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ନବୀନ

2021-05-27 10:41:20
13740
Share:
Facebook
Twitter
E-Mail
WhatsApp
Telegram
ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ନବୀନ

ଭୁବନେଶ୍ୱର : ଆକାଶମାର୍ଗରୁ ବାତ୍ୟା ‘ୟାସ’ ଜନିତ କ୍ଷୟକ୍ଷତି ଆକଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଅପରାହ୍ନରେ ସେ ହେଲିକପ୍ଟରରେ ସ୍ଥିତି ପରଖିଛନ୍ତି  । ଗତକାଲି ମୁଖ୍ୟମନ୍ତ୍ରୀ ବାତ୍ୟା ପରବର୍ତୀ ସମୀକ୍ଷା କରିବା ସହ ତୁରନ୍ତ ୭ ଦିନ ରିଲିଫ ଯୋଗାଣ କରିବାକୁ ନିଦେ୍ର୍ଧଶ ଦେଇଥିଲେ  । ଅପରପକ୍ଷରେ ବାତ୍ୟା କ୍ଷୟକ୍ଷତି ଆକଳନ କରାଯାଉଥିବାବେଳେ ଏହାପରେ ଅନ୍ୟ ସହାୟତା ଘୋଷଣା କରାଯିବ  ।

ଅପରପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଓଡ଼ିଶା ଆସିବେ  । ବାତ୍ୟା ‘ୟାସ’ ପାଇଁ ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ହୋଇଥିବା କ୍ଷୟକ୍ଷତି ସଂକ୍ରାନ୍ତରେ ସେ ସମୀକ୍ଷା କରିବେ ବୋଲି ଜାଣିବାକୁ ମିଳିଛି  ।

ମିଳିଥିବା ସୂଚନାନୁଯାୟୀ, ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ବାତ୍ୟାର କ୍ଷୟକ୍ଷତି ଆକଳନ କରିବେ  । ପ୍ରଥମେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଁଚି ବାତ୍ୟା ସଂକ୍ରାନ୍ତରେ ସମୀକ୍ଷା କରିବେ । ପରେ ବାଲେଶ୍ୱର ଓ ଭଦ୍ରକ ଅଂଚଳର ପ୍ରଭାବିତ ଅଂଚଳକୁ ସେ ଆକାଶ ମାର୍ଗରୁ ଅନୁଧ୍ୟାନ କରିବେ  । ବାଲେଶ୍ୱର ଓ ଭଦ୍ରକର କ୍ଷୟକ୍ଷତି ଦେଖିବା ପରେ ପୂର୍ବ ମେଦିନୀପୁର ଅଂଚଳର ବି କ୍ଷୟକ୍ଷତିକୁ ଅନୁଧ୍ୟାନ କରିବେ । ସେହିପରି ପଶ୍ଚିମବଙ୍ଗ ପ୍ରଶାସନ ସହ ସେ ମଧ୍ୟ ସମୀକ୍ଷା ବୈଠକ କରିବେ ବୋଲି ଜାଣିବାକୁ ମିଳିଛି  । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମୀକ୍ଷାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମନେକରାଯାଉଛି  । କାହିଁକିନା ସମୀକ୍ଷା କରିବା ପରେ ପ୍ରଧାନମନ୍ତ୍ରୀ ଏନେଇ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବେ  । ଅପରପକ୍ଷରେ ରାଜ୍ୟ ସରକାର ମଧ୍ୟ ପ୍ରାକ କ୍ଷୟକ୍ଷତି ଆକଳନ କରି ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିବେ ବୋଲି ଜାଣିବାକୁ ମିଳିଛି  ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14972
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14061
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14376
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15011
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15248
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13951
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13634
    Oct 14, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15534
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13558
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13558
    Oct 15, 2026
  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14376
    Oct 15, 2026
  • ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15248
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17182
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17875
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17825
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18245
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14590
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14695
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15700
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14374
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16108
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13776
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13634
    Oct 14, 2026
  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15534
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15011
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In