Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 10, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରମ୍ପଙ୍କୁ ମିଳିଲାନି ନୋବେଲ ଶାନ୍ତି ...

  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ

  • ୧୧ରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ...

  • ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ...

  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ...

  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ...

  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ...

  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ...

  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଥରକେ ବଦଳାଇ ପାରିବେ ୨୦ ହଜାର ଟଙ୍କା

ଥରକେ ବଦଳାଇ ପାରିବେ ୨୦ ହଜାର ଟଙ୍କା

2023-05-20 07:47:05
16088
Share:
Facebook
Twitter
E-Mail
WhatsApp
Telegram
ଥରକେ ବଦଳାଇ ପାରିବେ ୨୦ ହଜାର ଟଙ୍କା

ନୂଆଦିଲ୍ଲୀ : ଆପଣଙ୍କ ପାଖେ ୨ ହଜାର ଟଙ୍କିଆ ନୋଟ୍‌ ଅଛିକି? ଯଦି ଅଛି ତେବେ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ବ୍ୟାଙ୍କରେ ବଦଳାଇ ଦିଅନ୍ତି। କାରଣ ସେପ୍ଟେମ୍ବର ୩୦ ପରେ ଆଉ ଚଳିବନି ୨ହଜାର ଟଙ୍କିଆ ନୋଟ। ଏନେଇ  ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଆରବିଆଇ ପକ୍ଷରୁ କୁହାଯାଇଛି କି ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ। ଏହା ପୂର୍ବ ଭଳି କାରବାରରେ ବ୍ୟବହାର ହୋଇପାରିବ। ଗ୍ରାହକ ମାନେ ମେ ୨୩ ରୁ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ଏହି ଟଙ୍କାକୁ ବ୍ୟାଙ୍କରେ ବଦଳାଇ ଅନ୍ୟ ନୋଟ(୫୦୦,୨୦୦,୧୦୦ ଇତ୍ୟାଦି) ନେଇପାରିବେ।
ଆରବିଆଇ ସୂଚନା ଅନୁଯାୟୀ, ମଇ ୨୩ ରୁ ଆପଣ ବ୍ୟାଙ୍କରେ ୨ହଜାର ଟଙ୍କିଆ ନୋଟ ବଦଳାଇ ପାରିବେ। ତେବେ ଆପଣ ବ୍ୟାଙ୍କରେ ଥରକେ ୧୦ଟି ନୋଟ ଅର୍ଥାତ ୨୦ ହଜାର ଟଙ୍କା ବଦଳାଇ ପାରିବେ। ବ୍ୟାଙ୍କ ମାନଙ୍କ ଏନେଇ ରିଜର୍ଭ ବ୍ୟାଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଏଥି ସହିତ ଗ୍ରାହକମାନଙ୍କୁ ଆଉ ୨ ହଜାର ଟଙ୍କିଆ ନୋଟ୍ ନଦେବାକୁ ବ୍ୟାଙ୍କମାନଙ୍କୁ ମଧ୍ୟ ଆରବିଆଇ କହିିଛି

ସୂଚନାଯୋଗ୍ୟ କେନ୍ଦ୍ର ସରକାର ନଭେମ୍ବର ୮, ୨୦୧୬ରେ ବିମୁଦ୍ରିକରଣ ଘୋଷଣା କରି ୫୦୦ ଟଙ୍କିଆ ଓ ୧ ହଜାର ଟଙ୍କିଆ ନୋଟ ପ୍ରଚଳନ ବନ୍ଦ କରିଦେଇଥିଲେ ଓ ନୂଆ ୨ ବଜାର ଟଙ୍କିଆ ନୋଟ ଓ ୫୦୦ ଟଙ୍କିଆ ନୋଟ ପ୍ରଚଳନ କରିଥିଲେ । ସେତେବେଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨ ହଜାର ଟଙ୍କିଆ ନୋଟ ବଜାରକୁ ଛଡ଼ାଯାଇଥିଲା । କିନ୍ତୁ ଏବେ ବଜାରରେ ଅନ୍ୟ ନୋଟ ଯଥେଷ୍ଟ ପରିମାଣରେ ଥିବାରୁ ଏହାର ଆବଶ୍ୟକତା ଶେଷ ହୋଇଯାଇଛି । ଏଣୁ ଗତ ୨୦୧୮-୧୯ ଆର୍ଥିକ ବର୍ଷରୁ ହିଁ ଏହି ନୋଟର ମୁଦ୍ରଣ ବନ୍ଦ ହୋଇଯାଇଛି ବୋଲି ରିଜର୍ଭ ବ୍ୟାଙ୍କ କହିଛି।

Powered by Froala Editor

Tags 2000 rupees

Related articles Odisha News Lens 4.1

  • ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ
    ଦେଶ-ଦେଶାନ୍ତର

    ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ

    14229
    Oct 09, 2025
  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ
    ଦେଶ-ଦେଶାନ୍ତର

    ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

    14483
    Oct 09, 2025
  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ
    ଦେଶ-ଦେଶାନ୍ତର

    ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14334
    Oct 09, 2025
  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ୪,୫୦୦ ଟଙ୍କା
    ଦେଶ-ଦେଶାନ୍ତର

    ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ୪,୫୦୦ ଟଙ୍କା

    15150
    Oct 09, 2025
  • ଟ୍ରମ୍ପଙ୍କୁ ମିଳିଲାନି ନୋବେଲ ଶାନ୍ତି ପୁରସ୍କାର, ୨୦୨୬କୁ ରଖିଲେ ଆଶା
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ମିଳିଲାନି ନୋବେଲ ଶାନ୍ତି ପୁରସ୍କାର, ୨୦୨୬କୁ ରଖିଲେ ଆଶା

    14547
    Oct 10, 2025
  • ୧୧ରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ମୋଦୀ
    ଦେଶ-ଦେଶାନ୍ତର

    ୧୧ରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ମୋଦୀ

    13843
    Oct 10, 2025
  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି
    ଦେଶ-ଦେଶାନ୍ତର

    ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

    14619
    Oct 09, 2025
  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ
    ଦେଶ-ଦେଶାନ୍ତର

    ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

    13897
    Oct 09, 2025
  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ

    15194
    Oct 10, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ

    15194
    Oct 10, 2025
  • ଦେଶ-ଦେଶାନ୍ତର

    ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

    13897
    Oct 09, 2025
  • ଦେଶ-ଦେଶାନ୍ତର

    ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14334
    Oct 09, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16868
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17229
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15684
    Apr 03, 2021

ବିଶେଷ

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15577
    Oct 09, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13565
    Oct 09, 2025
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14184
    Oct 08, 2025
  • ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ

    14245
    Oct 06, 2025
  • ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ହୋଇଥାଏ ଶୁଭ

    15284
    Oct 06, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14261
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14058
    Sep 16, 2025
  • ଶସ୍ତା ହେଲା ସୁନା

    14388
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14958
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରମ୍ପଙ୍କୁ ମିଳିଲାନି ନୋବେଲ ଶାନ୍ତି ପୁରସ୍କାର, ୨୦୨୬କୁ ରଖିଲେ ଆଶା

    14547
    Oct 10, 2025
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    15108
    Oct 09, 2025
  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

    13897
    Oct 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In