Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର

  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ...

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ...

  • ଗୋଲାପ ଦିବସ

  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ...

  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ...

  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ...

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

Home ›› ››ହିରୋସୀମାରେ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ହିରୋସୀମାରେ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

2023-05-20 08:56:25
15252
Share:
Facebook
Twitter
E-Mail
WhatsApp
Telegram
ହିରୋସୀମାରେ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜାପାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜି-୭ ଶିଖର ସମ୍ମିଳନୀରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ହିରୋସୀମାରେ ପହଞ୍ଚିଛନ୍ତି । ଏହି ଅବସରରେ ମୋଦି ହିରୋସୀମାରେ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି । ପୂଜ୍ୟପୂଜାଙ୍କୁ ପୁଷ୍ପାଞ୍ଜଳି ଜ୍ଞାପନ କରିଛନ୍ତି । ବାପୁଙ୍କ ପ୍ରତିମା ଅହିଂସା ବିଚାରଧାରା ରଖୁଥିବା ଲୋକଙ୍କ ପାଇଁ ପ୍ରେରଣା ବୋଲି ମୋଦି କହିଛନ୍ତି। ଏହା ପରେ ଜାପାନ ପିଏମ୍ ଫୁମିଆ କିଶିଦାଙ୍କ ସହିତ ସାକ୍ଷାତ କରିଛନ୍ତି ।
ହିରୋସୀମାରେ ମହାତ୍ମାଗାନ୍ଧିଙ୍କ ପ୍ରତିମା ଉନ୍ମୋଚନ କରିବା ପରେ ପ୍ରବାସୀ ଭାରତୀୟଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ହିରୋସୀମା ନାଁ ଶୁଣିବା ମାତ୍ରେ ଛାତିରେ କମ୍ପାନ ହୁଏ । ଜି-୭ ଶିଖର ସମ୍ମିଳନୀରେ ସାମିଲ ହେବା ପୂର୍ବରୁ ମହାତ୍ମାଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରିବାକୁ ସୁଯୋଗ ମିଳିଥିବାରୁ ଖୁସି ବ୍ୟକ୍ତି କରିଛନ୍ତି ପିଏମ୍ ମୋଦି । ବର୍ତ୍ତମାନ ସମୟରେ ଦେଶରେ ଜଳବାୟୁ ପରିବର୍ତ୍ତନ ଏବଂ ଆତଙ୍କବାଦ ଲଢେଇ ଜୁଝି ହେଉଛି । ପୂଜ୍ୟ ବାପୁଙ୍କ ଆଦର୍ଶ ହେଉଛି ଜଳବାୟୁ ପରିବର୍ତ୍ତନ ଲଢେଇରେ ଜିତିବା ଉତ୍ତମ ମାର୍ଗ । ତାଙ୍କ ଜୀବନ ଶୈଳି ପ୍ରତି ସମ୍ମାନ ହେବା ହେଉଛି ଉତ୍ତମ ଉଦାହରଣ ।
ପ୍ରଧାନମନ୍ତ୍ରୀ କହିଛନ୍ତି, ବୁଦ୍ଧ ଓ ମହାତ୍ମାଗାନ୍ଧିଙ୍କ ଦେଶ, ବିଶ୍ବ ପାଇଁ ଶାନ୍ତି ସନ୍ଦେଶ ଦେଉଛି । ଜାପାନ ଭଗବାନ ବୁଦ୍ଧଙ୍କ ବିଚାରଧାରା ରଖୁଥିବା ସମୃଦ୍ଧ ଦେଶ । ଏଠାରେ ମହାତ୍ମାଗାନ୍ଧିଙ୍କ ପ୍ରତିମା, ଅହିଂସା ବିଚାରକୁ ଆଗକୁ ନେବାରେ ବଡ଼ ପ୍ରେରଣା ହେବ ।

Powered by Froala Editor

Tags PM Modi Unveils Statue Of Mahatma Gandhi In Hiroshima

Related articles Odisha News Lens 4.1

  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13650
    Feb 06, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14855
    Feb 07, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14396
    Feb 06, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ
    ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15378
    Feb 06, 2026
  • ଗୋଲାପ ଦିବସ
    ବିଶେଷ

    ଗୋଲାପ ଦିବସ

    15464
    Feb 07, 2026
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI
    ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    14855
    Feb 07, 2026
  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15130
    Feb 07, 2026
  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି
    ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13364
    Feb 07, 2026
  •  ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14806
    Feb 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13364
    Feb 07, 2026
  • ଦେଶ-ଦେଶାନ୍ତର

    ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15130
    Feb 07, 2026
  • ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14396
    Feb 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15464
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15378
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15931
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14208
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14424
    Jan 31, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15499
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14806
    Feb 07, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14855
    Feb 07, 2026
  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13364
    Feb 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In