Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ...

  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ...

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ...

  • ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ...

  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ

  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ...

  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ...

  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ...

  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ...

ରାଜନୀତି
Home ›› ରାଜନୀତି ››ଶପଥ ନେଲେ ସିଦ୍ଦରମୈୟା, ମନ୍ତ୍ରୀ ଭାବେ ଶପଥ ନେଲେ ୮ ବିଧାୟକ

ଶପଥ ନେଲେ ସିଦ୍ଦରମୈୟା, ମନ୍ତ୍ରୀ ଭାବେ ଶପଥ ନେଲେ ୮ ବିଧାୟକ

2023-05-20 17:50:48
16184
Share:
Facebook
Twitter
E-Mail
WhatsApp
Telegram
ଶପଥ ନେଲେ ସିଦ୍ଦରମୈୟା, ମନ୍ତ୍ରୀ ଭାବେ ଶପଥ ନେଲେ ୮ ବିଧାୟକ

ସିଦ୍ଦରମୈୟା କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। କର୍ଣ୍ଣାଟକା ରାଜ୍ୟପାଳ ଥାୱରଚନ୍ଦ ଗେହଲଟ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ। ଏଥିସହ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଏବଂ ୮ କଂଗ୍ରେସ ବିଧାୟକ ମନ୍ତ୍ରୀ ଭାବରେ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି। ତେବେ ୮ ଜଣ ବିଧାୟକଙ୍କ ମଧ୍ୟରେ ଜି ପରମେଶ୍ୱର, କେଜେ ଜର୍ଜ, କେ.ଏଚ ମୁନିୟପ୍ପା, ସତୀଶ ଜରକିହୋଲି, ଜମିର ଅହମ୍ମଦ, ରାମଲିଙ୍ଗା ରେଡ୍ଡୀ, ବି.କେ ହରିପ୍ରସାଦ ଏବଂ ଏମ.ବି ପାଟିଲ ଅଛନ୍ତି। 

ସିଦ୍ଦରମୈୟା ଦ୍ୱିତୀୟ ଥର ପାଇଁ କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ପୂର୍ବରୁ ସେ ୨୦୧୩ରୁ ୨୦୧୮ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିଥିଲେ। ଗତ ୪୦ ବର୍ଷରେ ସେ ହେଉଛନ୍ତି କର୍ଣ୍ଣାଟକାର ଏକ ମାତ୍ର ମୁଖ୍ୟମନ୍ତ୍ରୀ ଯିଏ ୫ ବର୍ଷର କାର୍ଯ୍ୟକାଳ ସଂପୂର୍ଣ୍ଣ କରିଛନ୍ତି ।

ଏହି ଶପଥ ଗ୍ରହଣ ଉତ୍ସବ ପାଇଁ ବେଙ୍ଗାଲୁରୁର କାନ୍ତିରଭା ଷ୍ଟାଡିୟମରେ ଭବ୍ୟ ଆୟୋଜନ କରାଯାଇଥିଲା। ଏଥିରେ କଂଗ୍ରେସର ବଡ଼ ବଡ଼ ନେତାଙ୍କ ସହିତ ଅନ୍ୟାନ୍ୟ କିଛି ଦଳର ନେତା ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଥିଲେ।

Powered by Froala Editor

Tags sidharameiya

Related articles Odisha News Lens 4.1

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ
    ବିଶେଷ

    ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    13972
    Mar 17, 2026
  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ
    ଦେଶ-ଦେଶାନ୍ତର

    ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14694
    Mar 16, 2026
  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...

    15135
    Mar 16, 2026
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ
    ରାଜନୀତି

    ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13836
    Mar 16, 2026
  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15780
    Mar 16, 2026
  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ
    ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    14207
    Mar 16, 2026
  • ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ...
    ଦେଶ-ଦେଶାନ୍ତର

    ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ...

    14659
    Mar 17, 2026
  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...

    14955
    Mar 17, 2026
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍
    ଦେଶ-ଦେଶାନ୍ତର

    ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14216
    Mar 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    13972
    Mar 17, 2026
  • ଦେଶ-ଦେଶାନ୍ତର

    ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14694
    Mar 16, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ କଲା ବିଜେପି

    15135
    Mar 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17375
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17438
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17785
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16255
    Apr 03, 2021

ବିଶେଷ

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    13972
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13943
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14222
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13973
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14544
    Mar 11, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15683
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15145
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14995
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14505
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14694
    Mar 16, 2026
  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ୧୯ ଭାରତୀୟ ଗିରଫ

    14955
    Mar 17, 2026
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14216
    Mar 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In