Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ...

  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ...

  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ...

  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ...

  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ...

  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ...

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ...

ରାଜ୍ୟ
Home ›› ରାଜ୍ୟ ››କାଲି ସନ୍ଧ୍ୟା ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

କାଲି ସନ୍ଧ୍ୟା ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

2021-05-27 18:44:37
15442
Share:
Facebook
Twitter
E-Mail
WhatsApp
Telegram
କାଲି ସନ୍ଧ୍ୟା ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ରାଜ୍ୟ ସରକାର ୟାସ୍ ପ୍ରଭାବିତ ଜିଲ୍ଲାଗୁଡ଼ିକୁ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ପ୍ରଭାବିତ ଅଂଚଳର ସମସ୍ତ ଜିଲ୍ଲାପାଳଙ୍କୁ ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ସୁଦ୍ଧା ରାଜ୍ୟରେ ବାତ୍ୟା ଯୋଗୁ ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଜଣେ ଲେଖାଏଁ ଲୋକଙ୍କର ମୃତ୍ୟୁ ହୋଇଛି । ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର ଓ ଯାଜପୁର ସମେତ ୧୦ଟି ଉପକୂଳବର୍ତ୍ତୀ ଜିଲ୍ଲାର ୭ଲକ୍ଷ ୩ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ସେମାନଙ୍କୁ ୭ଦିନ ପାଇଁ ରିଲିଫ ପ୍ରଦାନ କାର୍ଯ୍ୟ ଜାରି ରହିଛି। ପ୍ରଭାବିତ ଅଂଚଳରେ ଆଜି ରାତି ୯ଟା ସୁଦ୍ଧା ୮୦ ପ୍ରତିଶତ ଉପଭୋକ୍ତାଙ୍କୁ ବିଜୁଳି ସଂଯୋଗ ପ୍ରଦାନ କରାଯିବା ପାଇଁ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି। 

ରାଜନଗର, ମହାକାଳପଡ଼ା, ଯାଜପୁର ଅଂଚଳର କିଛି ସ୍ଥାନରେ ବିଦ୍ୟୁତ ସେବା ଯୋଗାଇ ଦିଆଯାଇ ପାରିନି। କିଛି ରାସ୍ତାରେ ଏବେ ବି ପାଣି ଜମି ରହିଛି । ପ୍ରଭାବିତ ଅଂଚଳରେ ପାନୀୟ ଜଳ ଯୋଗାଣ ପାଇଁ ବ୍ୟବସ୍ଥା କରାଯାଇଛି । ଜିଲ୍ଲାପାଳମାନଙ୍କୁ ଏଥିପାଇଁ ସ୍ୱତନ୍ତ୍ର ଭାବେ ନିର୍ଦ୍ଦେଶ ଦିଆଯାଇଛି। 

Powered by Froala Editor

Tags yaas report

Related articles Odisha News Lens 4.1

  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ
    ଦେଶ-ଦେଶାନ୍ତର

    ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

    14352
    Oct 09, 2025
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ
    ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15447
    Oct 09, 2025
  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ
    ଦେଶ-ଦେଶାନ୍ତର

    ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

    13765
    Oct 09, 2025
  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ୪,୫୦୦ ଟଙ୍କା
    ଦେଶ-ଦେଶାନ୍ତର

    ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ୪,୫୦୦ ଟଙ୍କା

    15019
    Oct 09, 2025
  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି
    ଦେଶ-ଦେଶାନ୍ତର

    ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

    14485
    Oct 09, 2025
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ
    ଦେଶ-ଦେଶାନ୍ତର

    ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    14977
    Oct 09, 2025
  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ
    ଦେଶ-ଦେଶାନ୍ତର

    ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14204
    Oct 09, 2025
  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ
    ଦେଶ-ଦେଶାନ୍ତର

    ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14215
    Oct 09, 2025
  • ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ
    ଦେଶ-ଦେଶାନ୍ତର

    ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ

    14096
    Oct 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

    14352
    Oct 09, 2025
  • ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15447
    Oct 09, 2025
  • ଦେଶ-ଦେଶାନ୍ତର

    ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

    14485
    Oct 09, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16868
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17229
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15683
    Apr 03, 2021

ବିଶେଷ

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15447
    Oct 09, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13436
    Oct 09, 2025
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14067
    Oct 08, 2025
  • ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ

    14231
    Oct 06, 2025
  • ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ହୋଇଥାଏ ଶୁଭ

    15269
    Oct 06, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14260
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14058
    Sep 16, 2025
  • ଶସ୍ତା ହେଲା ସୁନା

    14388
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14957
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

    14807
    Oct 09, 2025
  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14204
    Oct 09, 2025
  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ୪,୫୦୦ ଟଙ୍କା

    15019
    Oct 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In