Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

ରାଜ୍ୟ
Home ›› ରାଜ୍ୟ ››ରଥଯାତ୍ରାବେଳେ ଜାରି ରହିବ ନିରବଚ୍ଛିନ୍ନ ବିଦ୍ୟୁତ ସେବା

ରଥଯାତ୍ରାବେଳେ ଜାରି ରହିବ ନିରବଚ୍ଛିନ୍ନ ବିଦ୍ୟୁତ ସେବା

2023-05-21 05:47:19
15626
Share:
Facebook
Twitter
E-Mail
WhatsApp
Telegram
ରଥଯାତ୍ରାବେଳେ ଜାରି ରହିବ ନିରବଚ୍ଛିନ୍ନ ବିଦ୍ୟୁତ ସେବା

ଭୁବନେଶ୍ବର : ରଥଯାତ୍ରାବେଳେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଜାରି ରଖିବାକୁ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ଆଜି ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ଦିନ ଶକ୍ତି ମନ୍ତ୍ରୀ ଶ୍ରୀ ଦେବଙ୍କ ଅଧ୍ୟକ୍ଷତାରେ ରଥଯାତ୍ରାକୁ ନେଇ ବସିଥିବା ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ହୋଇଛି ଯେ, ରଥଯାତ୍ରା ସମୟକୁ ମୌସୁମୀ ଆସି ଯାଇଥିଲେ ବି ପିକ୍‌ ଆୱାର ମେଗାୱାଟ୍ ବିଦ୍ୟୁତ ଯୋଗାଣ ହେବ। ଆବଶ୍ୟକ ପଡ଼ିଲେ ଅଧିକ ବିଦ୍ୟୁତ କିଣି ବିତରଣ କମ୍ପାନି ଯୋଗାଇବେ।

ଏହାବ୍ୟତୀତ ବିଦ୍ୟୁତ ଟ୍ରାନ୍ସଫର୍ମର ଚେକିଂ, ଲୋଡିଂ ଓ ଲାଇନ୍ ଚେକିଂ କରାଯିବ। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରେ ବିଦ୍ୟୁତ ସରବରାହ ପାଇଁ ସତର୍କତାମୂଳକ ପଦକ୍ଷେପ ନିଆଯିବ। ଯେହେତୁ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳନ ହେବ, ଏହାକୁ ନଜରରେ ରଖି ବିତରଣ କମ୍ପାନି ଯଥା ଟିପିସିଓଡିଏଲ୍‌, ଟିପିଏସ୍‌ଓଡିଏଲ୍‌, ଟିପିଏନ୍‌ଓଡିଏଲ୍‌, ଟିପିଡବ୍ଲ୍ୟୁଡିଏଲ୍ ବିଦ୍ୟୁତ ଯୋଗାଣ ଉପରେ ସଜାଗ ରହିବେ। ପୁରୀ ରଥଯାତ୍ରା ପାଇଁ ଟିପିସିଓଡିଏଲ୍ ଅଧିକ ଯତ୍ନବାନ୍ ହେବାକୁ କୁହାଯାଇଛି। ଏହାବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରିପ୍ରେକ୍ଷୀରେ ଶକ୍ତି ଓ ଶିଳ୍ପ ବିଭାଗର ସମୀକ୍ଷା ବୈଠକ ମନ୍ତ୍ରୀ ଶ୍ରୀ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଧାର୍ଯ୍ୟ ସମୟରେ ଉଭୟ ବିଭାଗର ପ୍ରକଳ୍ପ ଶେଷ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ କୁମାର ଶର୍ମା, ଇପିକଲ୍‌ର ପରିଚାଳନା ନିର୍ଦ୍ଦେଶକ, ଗ୍ରୀଡ଼୍‌କୋର ପରିଚାଳନା ନିର୍ଦ୍ଦେଶକ, ଓପିଟିସିଏଲ୍‌ର ନିର୍ଦ୍ଦେଶକ(ଅପରେସନ୍), ଟିପିଡିଓସିଏଲ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ଉଭୟ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

Powered by Froala Editor

Tags Ratha yatra

Related articles Odisha News Lens 4.1

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15808
    Mar 04, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14635
    Mar 05, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14554
    Mar 04, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15113
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14795
    Mar 06, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13891
    Mar 05, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13362
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15133
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15481
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14635
    Mar 05, 2026
  • ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14030
    Mar 06, 2026
  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13891
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14635
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15102
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14310
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15063
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14685
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13362
    Mar 06, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15481
    Mar 04, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15808
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In