Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ...

  • ଇପିଏଫ୍ଓ ବେତନ ସୀମା ବୃଦ୍ଧି : ...

  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ...

  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ...

  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ...

  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ...

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

ରାଜ୍ୟ
Home ›› ରାଜ୍ୟ ››ଶପଥ ନେଲେ ସାରଦା ନାୟକ

ଶପଥ ନେଲେ ସାରଦା ନାୟକ

2023-05-22 05:01:53
14115
Share:
Facebook
Twitter
E-Mail
WhatsApp
Telegram
ଶପଥ ନେଲେ ସାରଦା ନାୟକ

ଭୁବନେଶ୍ୱର:ରାଜ୍ୟରେ ଖାଲି ପଡ଼ିଥିବା ମନ୍ତ୍ରୀ ପଦକୁ ନେଇ ଗତ କିଛି ଦିନ ଧରି ଲାଗି ରହିଥିବା ଚର୍ଚ୍ଚାରେ ଆଜି ବିରାମ ଲାଗିଛି।  ରାଜ୍ୟ ମନ୍ତ୍ରିମଣ୍ଡଳର ଅଦଳବଦଳ ହୋଇଛି । ଏହି କ୍ରମରେ ପୂର୍ବ ସୂଚୀ ମୁତାବକ  ସୋମବାର ଲୋକସେବା ସମ୍ମିଳନୀ କକ୍ଷରେ  ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି କ୍ରମରେ ଆଜି ପ୍ରଥମେ କ୍ୟାବିନେଟ ମନ୍ତ୍ରୀଭାବେ ପୂର୍ବତନ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ପରେ ସୁଦାମ ମାର୍ଣ୍ଡି ଶପଥ ଗ୍ରହଣ କରିଛନ୍ତି । ପରେ ପରେ  କ୍ୟାବିନେଟ ମନ୍ତ୍ରୀଭାବେ ସାରଦା ନାୟକ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି । ଏହି ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିବା ଜଣାଯାଇଛି।
ପ୍ରକାଶ ଯେ ସାରଦା ପ୍ରସାଦ ନାୟକ ହେଉଛନ୍ତି ପଶ୍ଚିମ ଓଡ଼ିଶାରେ ଏକ ଜଣାଶୁଣା ଚେହେରା। ଏବେ ସେ ରାଉରକେଲାରୁ ବିଧାୟକ ଅଛନ୍ତି। ୬୪ ବର୍ଷୀୟ ସାରଦା ୨୦୦୪ ମସିହାରେ ବିଜେଡି ଟିକେଟରୁ ପ୍ରଥମେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୦୯ ଓ ୨୦୧୯ ମସିହାରେ ରାଉରକେଲାରୁ ବିଜେଡି ଟିକେଟରେ ଲଢି ବିଜୟୀ ହୋଇଥିଲେ। ୨୦୦୯ରୁ ୨୦୧୨ ପର୍ୟ୍ୟନ୍ତ ମନ୍ତ୍ରୀ ଭାବେ କାର୍ୟ୍ୟ କରିଥିଲେ ସାରଦା ନାୟକ। ସେ ପୂର୍ବରୁ ନଗର ଉନ୍ନୟନ ଓ ଯୋଗାଣ ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି।

ଗତ ୧୨ ତାରିଖରେ ବାଚସ୍ପତି ପଦରୁ ଅଚାନକ ବିକ୍ରମ କେଶରୀ ଆରୁଫ ଇସ୍ତଫା ଦେଇଥିଲେ। ଏହାର କିଛି ସମୟ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ଶ୍ରମ ମନ୍ତ୍ରୀ ପଦରୁ ଶ୍ରୀକାନ୍ତ ସାହୁ ବି ଇସ୍ତଫା ଦେଇଥିଲେ। ଏହାପରେ ନୂଆ ମନ୍ତ୍ରୀ କିଏ ହେବ ତାକୁ ନେଇ ରାଜନୈତିକ ବିଶେଷଜ୍ଞ ଅଙ୍କ କଷା ଆରମ୍ଭ କରି ଦେଇଥିଲେ। ଫଳରେ ସମୀରଙ୍କ ହାତରେ ଥିବା ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଦାୟିତ୍ୱ ପ୍ରମିଳା ମଲ୍ଲିକଙ୍କ ହାତକୁ ଚାଲି ଯାଇଥିଲା। ପୂର୍ବରୁ ନବ ଦାସଙ୍କ ମୃତ୍ୟୁ ପରେ ମନ୍ତ୍ରିମଣ୍ଡଳରେ ଗୋଟିଏ ଆସନ ଖାଲି ପଡ଼ିଥିଲ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଛୁଟିରେ ଥିବାରୁ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ବିଳମ୍ବିତ ହୋଇଥିଲା। ଗତ ରାତିରେ ରାଜ୍ୟପାଳ ଓଡ଼ିଶା ଫେରିଥିବା ବେଳେ ଆଜି ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଛି।

Powered by Froala Editor

Tags sarada nayak take oath

Related articles Odisha News Lens 4.1

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14989
    Oct 03, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15077
    Oct 02, 2026
  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ
    ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15136
    Oct 03, 2026
  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌
    ଦେଶ-ଦେଶାନ୍ତର

    ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13837
    Oct 03, 2026
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ
    ଦେଶ-ଦେଶାନ୍ତର

    ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13911
    Oct 03, 2026
  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...
    ଦେଶ-ଦେଶାନ୍ତର

    ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...

    15004
    Oct 03, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ
    ବାଣିଜ୍ୟ

    ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13589
    Oct 03, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14541
    Oct 02, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14375
    Oct 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି କମ୍ପାନି

    13841
    Oct 03, 2026
  • ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15136
    Oct 03, 2026
  • ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14989
    Oct 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17146
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17835
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17800
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18213
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15402
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14073
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15812
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15380
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14752
    Sep 18, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15264
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15045
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14396
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14344
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15077
    Oct 02, 2026
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13911
    Oct 03, 2026
  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15136
    Oct 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In