Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

ରାଜ୍ୟ
Home ›› ରାଜ୍ୟ ›› ମେ’ ୨୯ରୁ ଯୁକ୍ତ୨ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ

ମେ’ ୨୯ରୁ ଯୁକ୍ତ୨ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ

2023-05-23 06:45:38
14974
Share:
Facebook
Twitter
E-Mail
WhatsApp
Telegram
 ମେ’ ୨୯ରୁ ଯୁକ୍ତ୨ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର : ଯୁକ୍ତ୨ କଲେଜର ଏକାଦଶ ଶ୍ରେଣୀରେ ନାମଲେଖା ପାଇଁ ମେ’ ୨୯ରୁ ପ୍ରକ୍ରିୟା ଆରମ୍ଭ ହେବ। ଦୁଇ ମାସ ଧରି ଚାଲିବାକୁ ଥିବା ଏହି ପ୍ରକ୍ରିୟା ଅନ୍‌ଲାଇନ୍‌ରେ ଅନୁଷ୍ଠିତ ହେବ। କୌଣସି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜ ଅଫ୍‌ଲାଇନ୍‌ରେ ଛାତ୍ରଛାତ୍ରୀଙ୍କ ନାମଲେଖା କରିପାରିବେ ନାହିଁ।

୩ଟି ପର୍ଯ୍ୟାୟରେ ମେଧା‌ ତାଲିକା ପ୍ରକାଶ ସହ ଛାତ୍ରଛାତ୍ରୀଙ୍କ ନାମଲେଖା କରାଯିବ। ଖୁବ୍‌ଶୀଘ୍ର ନାମଲେଖା ପ୍ରକ୍ରିୟାର ବିସ୍ତୃତ ତାରିଖ ଘୋଷଣା ହେବ। ଜୁଲାଇ ମାସରୁ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ କରିବାକୁ ‌ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଚଳିତବର୍ଷଠାରୁ ଅନ୍‌ଲାଇନ ଜରିଆରେ ଯୁକ୍ତ୨ ସ୍ପଟ ନାମଲେଖା ଅନୁଷ୍ଠିତ ହେବ। ମେଧାବୀ ତାଲିକା ଅନୁସାରେ ଛାତ୍ରଛାତ୍ରୀଙ୍କୁ ସିଟ୍ ମିଳିବ। ସ୍ପଟ୍ ନାମଲେଖା ପାଇଁ ସିଲେକ୍ସନ୍ ହେଲେ ହ୍ୱାଟ୍ସଆପ୍‌ କିମ୍ବା ଏସ୍‌ଏମ୍‌ଏସ୍‌ ଜରିଆରେ ସୂଚନା ଦିଆଯିବ। କାଗଜପତ୍ରରେ ଦୁର୍ନୀତି ରୋକିବାକୁ ସାମ୍‌ସ ପକ୍ଷରୁ ଏଭଳି ବ୍ୟବସ୍ଥା କରାଯାଇଥିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି।

୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୨୧୭୩ ଯୁକ୍ତ୨ କଲେଜର ୫ଲକ୍ଷ ୨୨ ହଜାରରୁ ଅଧିକ ସିଟ୍‌ରେ ନାମଲେଖା ହେବ। କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୮୦ ହଜାର ସିଟ୍‌ରେ ନାମଲେଖା ହେବାକୁ ଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୬୫ହଜାର, ବାଣିଜ୍ୟରେ ୪୬ହଜାର ସିଟ୍‌ରେ ନାମଲେଖା କରାଯିବ। ୨୫୧ଟି ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦ ହଜାରରୁ ଅଧିକ ସିଟ୍‌ରେ ନାମଲେଖା କରିବାକୁ ଆଜି ଗଣଶିକ୍ଷା ବିଭାଗ ଅଧିକାରୀମାନଙ୍କୁ ନେଇ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବିଗତ ଦୁଇବର୍ଷ ହେଲା ଲକ୍ଷାଧିକ ସିଟ୍‌ ଖାଲି ପଡ଼ୁଥିବାରୁ ସେଥିପ୍ରତି ମଧ୍ୟ ଗୁରୁତ୍ବ ଦିଆଯାଇଛି।

Powered by Froala Editor

Tags plus two admission process

Related articles Odisha News Lens 4.1

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14479
    Aug 17, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14528
    Aug 17, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14555
    Aug 18, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14986
    Aug 18, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13644
    Aug 18, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14837
    Aug 18, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ
    ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14861
    Aug 18, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15067
    Aug 18, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15729
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15242
    Aug 17, 2026
  • ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13644
    Aug 18, 2026
  • ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14555
    Aug 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17037
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17657
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18106
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15729
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13817
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14862
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14635
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14474
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14248
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14375
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15272
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14647
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15067
    Aug 18, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13644
    Aug 18, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14479
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In