Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ...

  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ...

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ...

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

Home ›› ››ଆଇଏଏସ ରେଜଲ୍ଟ ପ୍ରକାଶିତ: ଟପ୍ପର ହେଲେ ଇଶିତା କିଶୋରୀ

ଆଇଏଏସ ରେଜଲ୍ଟ ପ୍ରକାଶିତ: ଟପ୍ପର ହେଲେ ଇଶିତା କିଶୋରୀ

2023-05-23 09:26:09
15490
Share:
Facebook
Twitter
E-Mail
WhatsApp
Telegram
ଆଇଏଏସ ରେଜଲ୍ଟ ପ୍ରକାଶିତ: ଟପ୍ପର ହେଲେ ଇଶିତା କିଶୋରୀ

ଭୁବନେଶ୍ୱର: ମଙ୍ଗଳବାର ପ୍ରକାଶ ପାଇଛି ଆଇଏଏସ ରେଜଲ୍ଟ  । ୟୁପିଏସସି ପରିଚାଳିତ ଆଇଏଏସ ରେଜଲ୍ଟ ପ୍ରକାଶ ପାଇଛି । ମେରିଟ ଲିଷ୍ଟରେ ଇଶିତା କିଶୋରୀ ଟପ୍ପର ହୋଇଛନ୍ତି । ସେହିପରି ଗରିମର ଲୋହିଆ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ତୃତୀୟରେ ଉମା ହାରାତି ଏନ ଅଛନ୍ତି । ଏଥର ପରୀକ୍ଷାରେ  ମୋଟ ୯୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଆଇଏଏସ-୨୦୨୨ ପରୀକ୍ଷାରେ  ମୋଟ ୧୮୦ ଜଣ ଆଇଏଏସ ପାଇଥିବାବେଳେ ଆଇଏଫଏସ ୩୮ଜଣ ଓ ଆଇପିଏସ ୨୦୦ ଜଣ ପାଇଛନ୍ତି ।
ତେବେ  ୬୭ତମ ସ୍ଥାନରେ ଓଡ଼ିଶାର କସ୍ତୁରୀ ପଣ୍ଡା ରହିଥିବା ଜଣାଯାଇଛି । ଯିଏ କି ବିନା କୋଚିଂରେ ଏହି ସଫଳତା ହାସଲ କରିଛନ୍ତି । ନିଜର ଏହି ସଫଳତା ପାଇଁ ସେ ନିଜର ପିତାମାତାଙ୍କୁ ଶ୍ରେୟ ଦେଇଛନ୍ତି । ଦିବ୍ୟା ଜୈନ ୩୬୩ତମ ସ୍ଥାନରେ ରହିଛନ୍ତି ।   ସେହିପରି ୫୧୬ତମ ସ୍ଥାନରେ ଓଡ଼ିଶାର ତେଜସ୍ୱିନୀ ବେହେରା ରହିଥିବା ଜଣାଯାଇଛି ।  ୩୮ତମ ସ୍ଥାନରେ ଅନୁପ ଦାସ ରହିଥିବାବେଳେ ୪୨ତମସ୍ଥାନରେ ପ୍ରଣିତା ଦାସ, ୫୬ତମ ସ୍ଥାନରେ ଅର୍ଣ୍ଣବ ମିଶ୍ର, ୫୮ତମସ୍ଥାନରେ ଦୀକ୍ଷିତା ଯୋଶୀ, ୬୬ତମ ସ୍ଥାନରେ କ୍ରିତକା ମିଶ୍ର, ୭୩ତମ ସ୍ଥାନରେ ପଲ୍ଲବୀ ମିଶ୍ର, ୯୭ତମ ସ୍ଥାନରେ ପ୍ରଶାନ୍ତ ରାଜ ଓ ୧୦୬ତମ ସ୍ଥାନରେ ସିଦ୍ଧାର୍ଥ ମିଶ୍ର ଅଛନ୍ତି ।  ୩୩ତମ ସ୍ଥାନରେ ଥରୁଣ ପଟ୍ଟନାୟକ ମାଦଳା ଥିବାବେଳେ ୩୮ତମ ସ୍ଥାନରେ ଅନୁପ ଦାସ ଓ ୪୨ ତମ ସ୍ଥାନରେ  ପ୍ରଣିଦା ଦାସ ରହିଛନ୍ତି ।   ୧୩୬ତମ ସ୍ଥାନରେ ସୌମ୍ୟରଞ୍ଜନ ମିଶ୍ର ରହିଥିବାବେଳେ ୧୪୦ରେ ସୋନାଲି ମିଶ୍ର, ୧୬୨ରେ ଦୁର୍ଗା ପ୍ରସାଦ ଅଧିକାରୀ ଓ ୨୬୧ତମ ସ୍ଥାନରେ ସତ୍ୟପ୍ରକାଶ ମିଶ୍ର ରହିଛନ୍ତି ।

୨୦୨୨ ସେପ୍ଟେମ୍ବରରେ ସିଭିଲ ସର୍ଭିସର ଲିଖିତ ପରୀକ୍ଷା ହୋଇଥିଲା । ୨୦୨୩ ଜାନୁଆରୀରୁ ମେ ମଧ୍ୟରେ ସାକ୍ଷାତକାର ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ମୋଟ କୃତକାର୍ୟ୍ୟ ୯୩୩ ପ୍ରାର୍ଥୀଙ୍କ ମଧ୍ୟରୁ ୩୪୫ଜଣ ସାଧାରଣ ବର୍ଗ, ୯୯ ଜଣ ଆର୍ଥିକ ଅନଗ୍ରସର ବର୍ଗ, ପଛୁଆ ବର୍ଗରୁ ୨୬୩, ୧୫୪ଜଣ ଅନୁସୂଚିତ ଜାତିର ଏବଂ ୭୨ଜଣ ଅନୂସୂଚିତ ଜନଜାତି ପ୍ରାର୍ଥୀ । ଏମାନଙ୍କ ବ୍ୟତୀତ ୧୭୮ ପ୍ରାର୍ଥୀ କନସୋଲିଡେଡ୍‌ ରିଜର୍ଭ ତାଲିକାରେ ରହିଛନ୍ତି । ମନୋନୀତ ପ୍ରାର୍ଥୀମାନେ ଆଇଏଏସ୍‌, ଆଇଏଫ୍‌ଏସ୍‌, ଆଇପିଏସ୍‌ ଏବଂ କେନ୍ଦ୍ରୀୟ ସେବାର ଗ୍ରୁପ-ଏ ତଥା ଗ୍ରପୁ ବିରେ ନିଯୁକ୍ତି ପାଇବେ ।

Powered by Froala Editor

Tags IAS RESULT

Related articles Odisha News Lens 4.1

  •  ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼
    ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14753
    Apr 18, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15793
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15072
    Apr 18, 2026
  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...

    13513
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14381
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15709
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15197
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15661
    Apr 18, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ
    ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15720
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14295
    Apr 19, 2026
  • ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14381
    Apr 18, 2026
  • ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15661
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17424
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17478
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17835
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16307
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15983
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15796
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16153
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14772
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15746
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15343
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15576
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13873
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15072
    Apr 18, 2026
  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14753
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15709
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In