Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

Home ›› ››ବାଘ ଓ ହାତୀ ଗଣନା ନେଇ ଏହି ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ବାଘ ଓ ହାତୀ ଗଣନା ନେଇ ଏହି ନିଷ୍ପତ୍ତି ନେଲେ ରାଜ୍ୟ ସରକାର

2023-05-24 05:42:04
14235
Share:
Facebook
Twitter
E-Mail
WhatsApp
Telegram
ବାଘ ଓ ହାତୀ ଗଣନା ନେଇ ଏହି ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର:  ଏଣିକି ରାଜ୍ୟ ସରକାର ନିଜସ୍ୱ ପ୍ରଚେଷ୍ଟାରେ ବାଘ ଓ ହାତୀ ଗଣନା କରିବେ । ଆଉ କେନ୍ଦ୍ର ସରକାରଙ୍କ ସଂସ୍ଥା ଉପରେ ନିର୍ଭର ନକରି ଓଡ଼ିଶାର ଜଙ୍ଗଲରେ ରହୁଥିବା ବାଘ ଓ ହାତୀ ଗଣନା କାର୍ୟ୍ୟ ନିଜସ୍ୱ ଖର୍ଚ୍ଚରେ କରିବାକୁ ନିଷ୍ପତ୍ତି ନେଇଛନ୍ତି । ସେହିପରି କେନ୍ଦୁପତ୍ର ଉପରେ କେନ୍ଦ୍ର ସରକାର ନେଉଥିବା ଜିଏସଟି ବୋଝକୁ ହାଲକା କରିବା ପାଇଁ ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି’ ନାଁରେ ୫୦କୋଟି ଟଙ୍କାର ସ୍ୱତନ୍ତ୍ର ବ୍ୟବସ୍ଥା କରିଛନ୍ତି ।
ପଂଚମ ପାଳି ସରକାରର ଚତୁର୍ଥ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଙ୍ଗଲ ଓ ପରିବେଶ ବିଭାଗର ଗତ ୪ବର୍ଷର କାର୍ୟ୍ୟର ସମୀକ୍ଷା କରିବା ପରେ ବିଭାଗୀୟ ମନ୍ତ୍ରୀ ପ୍ରଦୀପ ଅମାତ୍ ଏକ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ୨୦୧୯ ମସିହା ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ପରିବେଶ ପର୍ୟ୍ୟଟନ ବିକଶିତ କରାଯାଇଛି । ଏହି ବିଭାଗର ଅଧୀନରେ ୪୯ ଗୋଟି ପରିବେଶ ପର୍ୟ୍ୟଟନ କେନ୍ଦ୍ର ବିକାଶ କରାଯାଇ କାର୍ୟ୍ୟକ୍ଷମ କରାଯାଇଛି ଓ ଆଉ ୬ ଗୋଟି ନୂତନ କେନ୍ଦ୍ରର କାର୍ୟ୍ୟକ୍ଷମ କରାଯିବାର ଅଛି । ଉକ୍ତ କାର୍ୟ୍ୟକ୍ରମ ମାଧ୍ୟମରେ ୬୫୦ ସ୍ଥାନୀୟ ବାସିନ୍ଦାଙ୍କୁ ସିଧାସଳଖ ରୋଜଗାର ମିଳିପାରିଛି । ଏହି ପ୍ରକଳ୍ପ ମାଧ୍ୟମରେ ଏବେ ବାର୍ଷିକ ୧୩ କୋଟି ଟଙ୍କାର ରାଜସ୍ୱ ଆଦାୟ ସମ୍ଭବ ହୋଇପାରିଛି । ବୋଲି ମନ୍ତ୍ରୀ ଶ୍ରୀ ଅମାତ ପ୍ରକାଶ କରିଛନ୍ତି ।
ଓଡ଼ିଶା ଜଙ୍ଗଲ ବିଭାଗ କୋଡ୍ ସଂଶୋଧନ, ପରିବେଶପର୍ୟ୍ୟଟନ ର ବିକାଶ, ଭରତପୁର ଓ ଚନ୍ଦକା ଅଭୟାରଣ୍ୟ ଠାରେ ପ୍ରାକୃତିକ ଉଦ୍ୟାନର ବିକାଶ, ମଣିଷ ଓ ହାତୀ ଲଢେଇର ପ୍ରତିକାର, ପ୍ଲାଷ୍ଟିକର ଏକକ ବ୍ୟବହାର ଉପରେ କଟକଣା, ୧୪୦୦୦ ହେକ୍ଟର ଲ୍ୟାଣ୍ଡ ବ୍ୟାଙ୍କ ପ୍ରତିଷ୍ଠା ,ବିଗତ ୪ ବର୍ଷ ମଧ୍ୟରେ ରାଜ୍ୟରେ ମୋଟ ୩,୭୧,୧୬୩ ହେକ୍ଟର ଜମିରେ ନୂତନ ବନୀକରଣ ଓ ପଥପାର୍ଶ୍ୱ ବନୀକରଣ ଯୋଜନାରେ୧୬,୩୪୬ ରନିଂ କି.ମି.ର ବନୀକରଣ କରାଯାଇଛି । ଏପର୍ୟ୍ୟନ୍ତ ୨୬୫ ଗୋଟି ଜଙ୍ଗଲ ବ୍ଲକର ପୁନଃ-ବିଜ୍ଞପ୍ତି କରିବାରେ ଓଡ଼ିଶା ଦେଶରେ ପ୍ରଥମ । ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷଙ୍କ ନିର୍ଦେଶନାମାର ପ୍ରାବଧାନ ବ୍ୟତୀତ ୫ ଲକ୍ଷ ଟଙ୍କାର ଅତିରିକ୍ତ ଅନୁଦାନ ପ୍ରଦାନ କରାଯାଇ ୮୨୦ ପରିବାରଙ୍କୁ ଜାତୀୟ ଉଦ୍ୟାନ ଏବଂ ଅଭୟାରଣ୍ୟ ମଧ୍ୟରୁ ସ୍ୱଇଚ୍ଛାରେ ସ୍ଥାନାନ୍ତରିତ କରାଯାଇପାରିଛି ।ସେହିପରି ୨ଟି ପର୍ୟ୍ୟାୟରେ ପ୍ରାୟ ୮ ଲକ୍ଷ ୧୫ ହଜାର କେନ୍ଦୁପତ୍ର ହିତାଧିକାରୀମାନଙ୍କ ନିମନ୍ତେ ମୋଟ ୧୯୪ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ବିଶ୍ୱସ୍ତରୀୟ ଉଦ୍ୟାନ ଭାବରେ ବିକଶିତ କରାଯିବ । ସେହିପରି ଗୋଷ୍ଠୀ ସହଭାଗିତାରେ ପରିବେଶ ପର୍ୟ୍ୟଟନକୁ ଆହୁରି ଉନ୍ନତ କରାଯିବ ।

Powered by Froala Editor

Tags Pradeep amat

Related articles Odisha News Lens 4.1

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13673
    Jul 03, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15645
    Jul 04, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    16011
    Jul 02, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14839
    Jul 04, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14927
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15110
    Jul 02, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13752
    Jul 04, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14820
    Jul 03, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15527
    Jul 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15527
    Jul 03, 2026
  • ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14820
    Jul 03, 2026
  • ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13673
    Jul 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14927
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14555
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14322
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15940
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15813
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15816
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14909
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13752
    Jul 04, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14820
    Jul 03, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15645
    Jul 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In