Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ...

  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ...

  • ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ...

  • ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ...

  • ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ...

  • ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...

  • ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ...

  • ଲଞ୍ଚ ହେବ ଏଆଇ ୟୁପିଆଇ

  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

ରାଜ୍ୟ
Home ›› ରାଜ୍ୟ ››ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ୯ ଟି ନୂତନ ପଦବୀକୁ ମଞ୍ଜୁରୀ

ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ୯ ଟି ନୂତନ ପଦବୀକୁ ମଞ୍ଜୁରୀ

2023-05-24 05:47:09
15179
Share:
Facebook
Twitter
E-Mail
WhatsApp
Telegram
ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ୯ ଟି ନୂତନ ପଦବୀକୁ ମଞ୍ଜୁରୀ

ଭୁବନେଶ୍ୱର : ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ଓ କିରୀମେରା , ଏହି ଦୁଇଟି ବ୍ଲକକୁ ନୂତନ ଭାବରେ ଗଠିତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ରାଜ୍ୟ ସରକାର ୯ ଟି ନୂତନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି। ଏହା ଅଧୀନରେ ଲାଇକେର ଓ କିରୀମେରା ବ୍ଲକର ସମସ୍ତ ଗାଁ ଏହି ନୂତନ ଓ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏହି ନୂତନ ପଦବୀକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ବାରା ଏହି ଦୁଇଟି ବ୍ଲକରେ ଜନଜାତି ବିକାଶ ଓ କଲ୍ୟାଣ କାର୍ୟ୍ୟକ୍ରମ ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ଏହି ନୂତନ ପଦବୀ ଗୁଡିକ ହେଲା ଗୋଟିଏ ପ୍ରକଳ୍ପ ପ୍ରଶାସକବ), ଗୋଟିଏ ସ୍ବତନ୍ତ୍ର ଅଧିକାରୀ , ଜଣେ ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର , ଜଣେ ଆସିଷ୍ଟାଣ୍ଟ ଇଞ୍ଜିନିୟର , ଜଣେ ଆକାଉଣ୍ଟାଣ୍ଟ, ଜଣେ ହେଡ କ୍ଲାର୍କ, କନିଷ୍ଠ ଷ୍ଟେନୋ ଗ୍ରାଫର- ୧, ଜଣେ ବରିଷ୍ଠ କ୍ଲର୍କ ଓ ଜଣେ କନିଷ୍ଠ କ୍ଲର୍କ।
ସୂଚନାଯୋଗ୍ୟ ଯେ ଲାଇକରା ଓ କିରୀମେର ବ୍ଲକରେ ମୁଖ୍ୟତଃ ଗଣ୍ଡ, ଭୁଇଆଁ, ଓ କିସାନ୍ ବର୍ଗର ଆଦିବାସୀ ମାନେ ରହୁଥିବା ବେଳେ ମୁଣ୍ଡା, କୋଲ୍ହ, ଓରାଓଁ, ଶବର, ଖରିଆ ଓ ସାରା ବର୍ଗର ଆଦିବାସୀ ମାନେ ମଧ୍ୟ ଅଛନ୍ତି। ଲାଇକେରାରେ ଆଦିବାସୀଙ୍କ ସଂଖ୍ୟା ୫୧.୭୮ ପ୍ରତିଶତ ହୋଇଥିବା ବେଳେ କିରୀମେରାରେ ଏହା ୧୮.୪୬ ପ୍ରତିଶତ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...
    ଦେଶ-ଦେଶାନ୍ତର

    ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...

    13603
    Jun 29, 2026
  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ

    14776
    Jun 29, 2026
  • ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ବିସ୍ଫୋରଣ
    ଦେଶ-ଦେଶାନ୍ତର

    ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ବିସ୍ଫୋରଣ

    14063
    Jun 29, 2026
  • ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !

    14578
    Jun 29, 2026
  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା
    ଦେଶ-ଦେଶାନ୍ତର

    ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    13979
    Jun 29, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13982
    Jun 28, 2026
  • ଲଞ୍ଚ ହେବ ଏଆଇ ୟୁପିଆଇ
    ଦେଶ-ଦେଶାନ୍ତର

    ଲଞ୍ଚ ହେବ ଏଆଇ ୟୁପିଆଇ

    13729
    Jun 29, 2026
  • ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନ
    ଦେଶ-ଦେଶାନ୍ତର

    ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନ

    14173
    Jun 29, 2026
  • ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ପ୍ରବେଶ କରିପାରେ ମୌସୁମୀ
    ଦେଶ-ଦେଶାନ୍ତର

    ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ପ୍ରବେଶ କରିପାରେ ମୌସୁମୀ

    13944
    Jun 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !

    14578
    Jun 29, 2026
  • ଦେଶ-ଦେଶାନ୍ତର

    ଲଞ୍ଚ ହେବ ଏଆଇ ୟୁପିଆଇ

    13729
    Jun 29, 2026
  • ଦେଶ-ଦେଶାନ୍ତର

    ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    13979
    Jun 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16957
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17568
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17618
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18015
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14018
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15792
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15656
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15304
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15132
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13792
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15503
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15258
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ପ୍ରବେଶ କରିପାରେ ମୌସୁମୀ

    13944
    Jun 29, 2026
  • ଲଞ୍ଚ ହେବ ଏଆଇ ୟୁପିଆଇ

    13729
    Jun 29, 2026
  • ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ବିସ୍ଫୋରଣ

    14063
    Jun 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In