Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 18, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କ୍ରିକେଟ୍‌ ବିଶ୍ବକପ୍‌ ଓ ଦୀପାବଳି ଉତ୍ସବ ଦେଖିବାକୁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ

କ୍ରିକେଟ୍‌ ବିଶ୍ବକପ୍‌ ଓ ଦୀପାବଳି ଉତ୍ସବ ଦେଖିବାକୁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ

2023-05-24 10:07:28
15619
Share:
Facebook
Twitter
E-Mail
WhatsApp
Telegram
କ୍ରିକେଟ୍‌ ବିଶ୍ବକପ୍‌ ଓ ଦୀପାବଳି ଉତ୍ସବ ଦେଖିବାକୁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ: ଚଳିତ ବର୍ଷ ଭାରତରେ କ୍ରିକେଟ୍‌ ବିଶ୍ବକପ୍‌ ଏବଂ ଦୀପାବଳି ଉତ୍ସବ ଦେଖିବା ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲ୍‌ବାନିଜ୍‌ ଏବଂ କ୍ରିକେଟ୍‌ପ୍ରେମୀଙ୍କୁ ନିମନ୍ତ୍ରଣ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ଅକ୍ଟୋବର-ନଭେମ୍ବର ମାସରେ ଭାରତରେ କ୍ରିକେଟ୍‌ ବି‌ଶ୍ବକପ୍‌ ଆୟୋଜନ କରାଯିବା ଲାଗି ସମୟ ଧାର୍ଯ୍ୟ କରାଯାଇଛି। ମିଳିତ ପ୍ରେସ୍‌ ବିବୃତି ଦେବା ବ‌େଳେ ୩ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ‌ମୋଦୀ କ୍ରିକେଟ୍‌ ପ୍ରସଙ୍ଗ ଅବତାରଣା କରି କହିଛନ୍ତି ଯେ, ଭାରତ ଓ ଅଷ୍ଟ୍ରେଲିଆ ‘ଟି୨୦ ମୋଡ୍‌’କୁ ଆସିଯାଇଛନ୍ତି।

ଚଳିତ ବର୍ଷ କ୍ରିକେଟ୍‌ ବିଶ୍ବକପ୍‌ ଦେଖିବା ଲାଗି ମୁଁ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲ୍‌ବାନିଜ୍‌ ଏବଂ ସମସ୍ତ ଅଷ୍ଟ୍ରେଲୀୟ କ୍ରିକେଟ୍‌ପ୍ରେମୀଙ୍କୁ ନିମନ୍ତ୍ରଣ କରୁଛି। ସେ ସମୟରେ ଆପଣମାନେ ଭାରତରେ ମହାସମାରୋହରେ ପାଳନ କରାଯାଉଥିବା ଦୀପାବଳି ଉତ୍ସବ ବି ଦେଖିପାରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଗୁରୁତ୍ବାରୋପ କରି ସେ କହିଛନ୍ତି, ଗତ ଏକ ବର୍ଷ ମଧ୍ୟରେ ଏହା ହେଉଛି ଆମର ଷଷ୍ଠ ସାକ୍ଷାତ। ଏହା ଆମର ସାମଗ୍ରିକ ସମ୍ପର୍କ ଓ ଆମ ପାରସ୍ପରିକ ସମ୍ପର୍କର ପରିପକ୍ବତାର ନିବିଡ଼ତାକୁ ପ୍ରତିଫଳନ କରୁଛି। କ୍ରିକେଟ୍‌ ଭାଷାରେ କହିଲେ, ଆମ ସମ୍ପର୍କ ‘ଟି୨୦ ମୋଡ୍‌’କୁ ଚାଲି ଆସିଛି।

ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଏହି ଦ୍ବିପାକ୍ଷିକ ବୈଠକରେ ମୁଁ ଓ ପ୍ରଧାନମନ୍ତ୍ରୀ ଆଲ୍‌ବାନିଜ୍‌ ଅଷ୍ଟ୍ରେଲିଆରେ ବିଚ୍ଛିନ୍ନତାବାଦୀ ତତ୍ତ୍ବମାନଙ୍କ ମନ୍ଦିର ଆକ୍ରମଣ ବିଷୟରେ ଆଲୋଚନା କରିଛୁ। ସେ କହିଲେ ଯେ, ଭାରତ ଓ ଅଷ୍ଟ୍ରେଲିଆର ସମ୍ପର୍କକୁ ବିପଦଗ୍ରସ୍ତ କରିବାର ଆଶଙ୍କା ଥିବାରୁ ଏଭଳି ତତ୍ତ୍ବମାନଙ୍କୁ ବରଦାସ୍ତ କରାଯିବ ନାହିଁ। ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ପ୍ରଧାନମନ୍ତ୍ରୀ ଆଲ୍‌ବାନିଜ୍‌ ମତେ ପ୍ରତିଶ୍ରୁତି ଦେଇଛନ୍ତି।

Powered by Froala Editor

Tags Narendra modi

Related articles Odisha News Lens 4.1

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14423
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15956
    Jun 16, 2025
  • ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...

    15698
    Jun 17, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14623
    Jun 16, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ
    ବିଶେଷ

    ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14192
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି,  ମିଳିବ ଚମତ୍କାର ଲାଭ
    ବିଶେଷ

    ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    13915
    Jun 18, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15587
    Jun 17, 2025
  • ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ
    ଦେଶ-ଦେଶାନ୍ତର

    ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15482
    Jun 17, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...
    ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...

    13573
    Jun 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13573
    Jun 17, 2025
  • ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ରିକ୍ରିଏସନ କରୁଛି ସିଲଂ ପୁଲିସ

    15698
    Jun 17, 2025
  • ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14623
    Jun 16, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16973
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15498
    Apr 03, 2021

ବିଶେଷ

  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14192
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    13915
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14423
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15587
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15956
    Jun 16, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15380
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14486
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15707
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16338
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    13915
    Jun 18, 2025
  • ଚାରିଧାମ ପାଇଁ ହେଲିକପ୍ଟର ସେବା ପୁନଃ ଆରମ୍ଭ

    13633
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15587
    Jun 17, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In