Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 10, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ରିପୋର୍ଟିଂ ସମୟରେ ସାମ୍ବାଦିକାଙ୍କୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ୩.୫ ଲକ୍ଷ କୋଟି ଡଲାର ପାର କରିଛି ଭାରତର ମୋଟ ଘରୋଇ ଉତ୍ପାଦ

୩.୫ ଲକ୍ଷ କୋଟି ଡଲାର ପାର କରିଛି ଭାରତର ମୋଟ ଘରୋଇ ଉତ୍ପାଦ

2023-05-24 10:21:16
15508
Share:
Facebook
Twitter
E-Mail
WhatsApp
Telegram
 ୩.୫ ଲକ୍ଷ କୋଟି ଡଲାର ପାର କରିଛି ଭାରତର ମୋଟ ଘରୋଇ ଉତ୍ପାଦ

ନୂଆଦିଲ୍ଲୀ: ୨୦୨୨ରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୩.୫ ଲକ୍ଷ କୋଟି ଡଲାର ପାର୍‌ କରିଛି । ଆମେରିକୀୟ ରେଟିଂ ଏଜେନ୍ସି ମୁଡିସ୍‌ ଏହା ପ୍ରକାଶ କରିଛି । ତେବେ ଆସନ୍ତା କିଛି ବର୍ଷ ଭାରତ ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ଜି-୨୦ ଅର୍ଥନୀତିର ମାନ୍ୟତା ବଜାୟ ରଖିବ ବୋଲି ଏହା ପ୍ରକାଶ କରିଛି । ମୁଡିସ୍‌ ଏହା ମଧ୍ୟ କହିଛି ଯେ, ସଂସ୍କାର ଏବଂ ନୀତିଗତ ବାଧକଗୁଡ଼ିକ ଦେଶରେ ନିବେଶକୁ ପ୍ରଭାବିତ କରିପାରେ । ଲାଇସେନ୍ସ ହାସଲ ଏବଂ ବ୍ୟବସାୟ ଆରମ୍ଭ କରିବା ଲାଗି ମଞ୍ଜୁରି ପ୍ରକ୍ରିୟାକୁ ଅତ୍ୟଧିକ ଅମଲାତନ୍ତ୍ର ମନ୍ଥର କରିପାରେ । ଭାରତରେ ନିଷ୍ପତ୍ତି ନେବାବେଳେ ଅମଲାତନ୍ତ୍ରର ପ୍ରଧାନ ଭୂମିକା ରହିଆସିଛି । ଏହା ଅର୍ଥନୀତି ପାଇଁ ବିପରୀତ ଫଳାଫଳ ଦେଇପାରେ । ଏଫ୍‌ଡିଆଇ ପାଇଁ ଭାରତ ଅନୁକୂଳ ସ୍ଥଳ ରହି ଆସିଥିବାବେଳେ ଅତ୍ୟଧିକ ଅମଲାତନ୍ତ୍ର ଯୋଗୁ ଏହା ଆକର୍ଷଣ ହରାଇପାରେ ବୋଲି ମୁଡିସ୍‌ ପ୍ରକାଶ କରିଛି । ଭାରତ ଇଣ୍ଡୋନେସିଆ ଏବଂ ଭିଏତ୍‌ନାମ ଭଳି ଅନ୍ୟ ବିକାଶମୁଖୀ ରାଷ୍ଟ୍ରଗୁଡିକ ସହ ପ୍ରତିଯୋଗିତା କରୁଥିବାବେଳେ ଉପରୋକ୍ତ ପ୍ରସଙ୍ଗଗୁଡ଼ିକ ଉପରେ ଏହାକୁ ଧ୍ୟାନ ଦେବାକୁ ପଡ଼ିବ ବୋଲି ମୁଡିସ୍‌ ପ୍ରକାଶ କରିଛି ।ଚଳିତ ଦଶନ୍ଧିର ଅବଶିଷ୍ଟ ସମୟରେ ବିନିର୍ମାଣ ଏବଂ ଭିତ୍ତିଭୂମି କ୍ଷେତ୍ରରେ ଚାହିଦା ବାର୍ଷିକ ୩ରୁ୧୨% ବଢ଼ିବ । ୨୦୩୦ ସୁଦ୍ଧା ଭାରତର କ୍ଷମତା ଚୀନ୍‌ଠାରୁ ଯଥେଷ୍ଟ ଭଲ ରହିବ ବୋଲି ଏହା ନିଜ ଗବେଷଣା ରିପୋର୍ଟରେ ଉଲ୍ଲେଖ କରିଛି ।

Powered by Froala Editor

Tags Gdp

Related articles Odisha News Lens 4.1

  • କଣ୍ଟେନର ଜାହାଜରେ ବିସ୍ଫୋରଣ, ୪ ନିଖୋଜ
    ଦେଶ-ଦେଶାନ୍ତର

    କଣ୍ଟେନର ଜାହାଜରେ ବିସ୍ଫୋରଣ, ୪ ନିଖୋଜ

    14728
    Jun 09, 2025
  • ଏମଏସ ଧୋନିଙ୍କୁ ଆଇସିସି ହଲ ଅଫ ଫେମ ସମ୍ମାନ
    ଦେଶ-ଦେଶାନ୍ତର

    ଏମଏସ ଧୋନିଙ୍କୁ ଆଇସିସି ହଲ ଅଫ ଫେମ ସମ୍ମାନ

    13525
    Jun 09, 2025
  • ପ୍ରେମିକାକୁ ହୋଟେଲରେ ଛୁରୀ ଭୂସି ମାରିଲା ଇଞ୍ଜିନିୟର ପ୍ରେମିକ
    ଅପରାଧ

    ପ୍ରେମିକାକୁ ହୋଟେଲରେ ଛୁରୀ ଭୂସି ମାରିଲା ଇଞ୍ଜିନିୟର ପ୍ରେମିକ

    15268
    Jun 09, 2025
  • ରୋବର୍ଟ ଦ୍ୱାରା ରକ୍ଷଣାବେକ୍ଷଣ କରାଯିବ ମହାକାଶ ଷ୍ଟେସନ
    ଦେଶ-ଦେଶାନ୍ତର

    ରୋବର୍ଟ ଦ୍ୱାରା ରକ୍ଷଣାବେକ୍ଷଣ କରାଯିବ ମହାକାଶ ଷ୍ଟେସନ

    14800
    Jun 09, 2025
  • ରାଜଙ୍କ ପ୍ରେମରେ ପଡି ରାଜାଙ୍କୁ ହତ୍ୟା କରିଥିଲେ ସୋନମ
    ଦେଶ-ଦେଶାନ୍ତର

    ରାଜଙ୍କ ପ୍ରେମରେ ପଡି ରାଜାଙ୍କୁ ହତ୍ୟା କରିଥିଲେ ସୋନମ

    15286
    Jun 09, 2025
  • ଆଇଇଡି ବିସ୍ଫୋରଣରେ ଏଏସପି ଶହୀଦ
    ଦେଶ-ଦେଶାନ୍ତର

    ଆଇଇଡି ବିସ୍ଫୋରଣରେ ଏଏସପି ଶହୀଦ

    14756
    Jun 09, 2025
  • ବିରୋଧୀଙ୍କୁ ଆର୍ଥିକ ସହାୟତା ଯୋଗାଇଲେ ମସ୍କ ଗମ୍ଭୀର ପରିଣାମ ଭୋଗିବେ ବୋଲି କାହିଁକି ...
    ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ଆର୍ଥିକ ସହାୟତା ଯୋଗାଇଲେ ମସ୍କ ଗମ୍ଭୀର ପରିଣାମ ଭୋଗିବେ ବୋଲି କାହିଁକି ...

    15227
    Jun 08, 2025
  • ରିପୋର୍ଟିଂ ସମୟରେ ସାମ୍ବାଦିକାଙ୍କୁ ଗୁଳି ମାରିଲା ପୁଲିସ
    ଦେଶ-ଦେଶାନ୍ତର

    ରିପୋର୍ଟିଂ ସମୟରେ ସାମ୍ବାଦିକାଙ୍କୁ ଗୁଳି ମାରିଲା ପୁଲିସ

    14141
    Jun 09, 2025
  • ହନିମୁନ୍‍ ଦମ୍ପତି ନିଖୋଜ ଘଟଣା: ରାଜାଙ୍କ ପତ୍ନୀ ସୋନମ୍‍ ରଘୁବଂଶୀ ହତ୍ୟାକାଣ୍ଡର ...
    ଦେଶ-ଦେଶାନ୍ତର

    ହନିମୁନ୍‍ ଦମ୍ପତି ନିଖୋଜ ଘଟଣା: ରାଜାଙ୍କ ପତ୍ନୀ ସୋନମ୍‍ ରଘୁବଂଶୀ ହତ୍ୟାକାଣ୍ଡର ...

    14998
    Jun 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ଆର୍ଥିକ ସହାୟତା ଯୋଗାଇଲେ ମସ୍କ ଗମ୍ଭୀର ପରିଣାମ ଭୋଗିବେ ବୋଲି କାହିଁକି କହିଲେ ଟ୍ରମ୍ପ ଜାଣନ୍ତୁ....

    15227
    Jun 08, 2025
  • ଅପରାଧ

    ପ୍ରେମିକାକୁ ହୋଟେଲରେ ଛୁରୀ ଭୂସି ମାରିଲା ଇଞ୍ଜିନିୟର ପ୍ରେମିକ

    15268
    Jun 09, 2025
  • ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ

    14097
    Jun 08, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16652
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16951
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15481
    Apr 03, 2021

ବିଶେଷ

  • ଆଖି ପାଇଁ ସପୁରୀ ରସ

    15930
    Jun 08, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...

    15007
    Jun 08, 2025
  • ସବୁ ପ୍ରକାର ପେଟ ରୋଗକୁ ଭଲ କରେ ପୋଦିନା

    15118
    Jun 07, 2025
  • ଘାସରେ ଚାଲିଲେ ମିଳେ ଅନେକ ଫାଇଦା

    15779
    Jun 07, 2025
  • ପ୍ରତିଦିନ ସକାଳେ ଅଧାଗ୍ଲାସ ଥଣ୍ଡା କ୍ଷୀର.....

    15559
    Jun 06, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15696
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16319
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14026
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14820
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରେମିକାକୁ ହୋଟେଲରେ ଛୁରୀ ଭୂସି ମାରିଲା ଇଞ୍ଜିନିୟର ପ୍ରେମିକ

    15268
    Jun 09, 2025
  • ଏମଏସ ଧୋନିଙ୍କୁ ଆଇସିସି ହଲ ଅଫ ଫେମ ସମ୍ମାନ

    13525
    Jun 09, 2025
  • ବିରୋଧୀଙ୍କୁ ଆର୍ଥିକ ସହାୟତା ଯୋଗାଇଲେ ମସ୍କ ଗମ୍ଭୀର ପରିଣାମ ଭୋଗିବେ ବୋଲି କାହିଁକି କହିଲେ ଟ୍ରମ୍ପ ଜାଣନ୍ତୁ....

    15227
    Jun 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In