Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

ରାଜ୍ୟ
Home ›› ରାଜ୍ୟ ››ମହାନଦୀରେ ଜଳପ୍ରବାହର ସ୍ଥିତି ଅନୁଧ୍ୟାନ ପାଇଁ ଆଜି କଟକ ଆସୁଛନ୍ତି ଟ୍ରିବ୍ୟୁନାଲ୍‌ ଟିମ୍

ମହାନଦୀରେ ଜଳପ୍ରବାହର ସ୍ଥିତି ଅନୁଧ୍ୟାନ ପାଇଁ ଆଜି କଟକ ଆସୁଛନ୍ତି ଟ୍ରିବ୍ୟୁନାଲ୍‌ ଟିମ୍

2023-05-26 04:59:25
14303
Share:
Facebook
Twitter
E-Mail
WhatsApp
Telegram
ମହାନଦୀରେ ଜଳପ୍ରବାହର ସ୍ଥିତି ଅନୁଧ୍ୟାନ ପାଇଁ ଆଜି କଟକ ଆସୁଛନ୍ତି ଟ୍ରିବ୍ୟୁନାଲ୍‌ ଟିମ୍

କଟକ: ମହାନଦୀରେ ଜଳପ୍ରବାହର ସ୍ଥିତି ଅନୁଧ୍ୟାନ ପାଇଁ ଶୁକ୍ରବାର କଟକରେ ପରିଦର୍ଶନ କରିବେ ମହାନଦୀ ଟ୍ରିବ୍ୟୁନାଲ୍‌ ଟିମ୍‌ । ଟ୍ରିବ୍ୟୁନାଲ୍‌ ସଦସ୍ୟମାନେ ମୁଣ୍ଡଳୀଠାରୁ ଗସ୍ତ ଆରମ୍ଭ କରିବେ ବୋଲି ଜଣାପଡ଼ିଛି । ପରେ ନରାଜ, ଯୋବ୍ରା ବ୍ୟାରେଜ୍‌ ଦେଇ ବିରୂପା ବ୍ୟାରେଜ୍‌ ପର୍ୟ୍ୟନ୍ତ ଯିବେ । ଏହି ଅବସରରେ ବିଭିନ୍ନ ସ୍ଥାନରେ ମହାନଦୀର ଜଳସ୍ଥିତି ଯାଞ୍ଚ୍‌ କରାଯିବ । ଯାଞ୍ଚ୍‌ ଅନୁସାରେ ଟ୍ରିବ୍ୟୁନାଲର ଏହି ଟିମ୍‌ ଯେଉଁ ରିପୋର୍ଟ ଦେବେ ତା’ ଉପରେ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ମହାନଦୀ ଜଳ ଆବଣ୍ଟନର ଭାଗ୍ୟ ନିର୍ଭର କରୁଛି । ଅନ୍ୟପକ୍ଷରେ ଟ୍ରିବ୍ୟୁନାଲ ବୈଷୟିକ ଟିମ୍‌ ସଦସ୍ୟଙ୍କ ଏହି ଗସ୍ତକୁ ସମ୍ପୂର୍ଣ୍ଣ କଟକଣା ଭିତରେ ରଖାଯାଇଛି । ଜିଲ୍ଲାପାଳ ଏବଂ ଡିସିପିଙ୍କୁ ବାଦ୍‌ଦେଲେ ରାଜ୍ୟର ଅନ୍ୟ କୌଣସି ଅଧିକାରୀ ଏହି ଗସ୍ତରେ ସାମିଲ୍‌ ହେବେ ନାହିଁ ।

ଜଳସମ୍ପଦ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଛିତଶଗଡ଼ରେ ବ୍ୟାରେଜ୍‌ ହେବା ଫଳରେ ମହାନଦୀ ଉପରେ ଏହାର ପ୍ରକୃତ ପ୍ରଭାବ କ’ଣ ତାହା ତଳମୁଣ୍ଡରୁ ହିଁ ସ୍ପଷ୍ଟ ଦେଖାଯିବ । ଅର୍ଥାତ ମୁଣ୍ଡୁଳୀଠାରୁ ଯେତିକି ତଳକୁତଳ ଟ୍ରିବ୍ୟୁନାଲ କମିଟିର ସଦସ୍ୟମାନେ ଗସ୍ତ କରିବେ ସେମାନଙ୍କୁ ମହାନଦୀର ସେତିକି ସେତିକି ବିକଳ ଚିତ୍ର ଦେଖିବାକୁ ମିଳିବ । କାରଣ ମହାନଦୀର ଅଧିକାଂଶ ସ୍ଥାନରେ ଜଳପ୍ରବାହ ଏକରକମ ବନ୍ଦ ହୋଇଯାଇଛି । ମହାନଦୀର ମୁଖ୍ୟ ଶାଖାନଦୀ କାଠଯୋଡ଼ି ସମ୍ପୂର୍ଣ୍ଣ ଶୁଖିଲା ପଡ଼ିଛି । ବର୍ତ୍ତମାନ ଯୋବ୍ରା ବ୍ୟାରେଜ୍‌ ନିକଟରେ ଏଭଳି ସ୍ଥିତି ଉପୁଜିଛି ଯେ ଧାନ ଫସଲକୁ ଛାଡ଼ିଦେଲେ ରବି ଋତୁରେ କେନାଲରେ ପାଣି ଛାଡ଼ିବା ସମ୍ଭବ ହେଉନାହିଁ ।

Powered by Froala Editor

Tags mahanadi tribunal team

Related articles Odisha News Lens 4.1

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13613
    Mar 12, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15439
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13533
    Mar 13, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15796
    Mar 12, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15514
    Mar 12, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14125
    Mar 13, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15605
    Mar 13, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15039
    Mar 12, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14929
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15439
    Mar 12, 2026
  • ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି କରୁଥିଲେ

    15605
    Mar 13, 2026
  • ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13533
    Mar 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17780
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13613
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14287
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15065
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14819
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15269
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15677
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15138
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14929
    Mar 12, 2026
  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15796
    Mar 12, 2026
  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15514
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In