Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ...

  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ...

  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

Home ›› ››ପର୍ସନାଲ ରାଗ ରଖି ହତ୍ୟା କରିଛି ଗୋପାଳ:କ୍ରାଇମବ୍ରାଞ୍ଚ

ପର୍ସନାଲ ରାଗ ରଖି ହତ୍ୟା କରିଛି ଗୋପାଳ:କ୍ରାଇମବ୍ରାଞ୍ଚ

2023-05-26 09:07:41
15410
Share:
Facebook
Twitter
E-Mail
WhatsApp
Telegram
ପର୍ସନାଲ ରାଗ ରଖି ହତ୍ୟା କରିଛି ଗୋପାଳ:କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ  ପ୍ରିଲିମନାରି ଚାର୍ଜସିଟ ଦାଖଲ କରିଥିବା ଜଣାଯାଇଛି। ଏହା ୫୪୩ ପୃଷ୍ଠା ସମ୍ବଳିତ ବୋଲି ଜଣାଯାଇଛି। ଏଥିରେ ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ସେ ପୂର୍ବର ବ୍ୟକ୍ତିଗତ ଶତ୍ରୁତା କାରଣରୁ ନବ ଦାସଙ୍କୁ ହତ୍ୟା କରିଥିବା ଦର୍ଶାଯାଇଛି। ଅଭିଯୁକ୍ତ ଗୋପାଳକୃଷ୍ଣ ଦାସ ବିରୁଦ୍ଧରେ ୩୦୭/୩୦୨/ଆର୍ମ୍ସ ଆକ୍ଟ ୨୭(ଏ) ଅନୁଯାୟୀ ଚାର୍ଜ ଫ୍ରମ୍ କରାଯାଇଛି। ତେବେ କ୍ରାଇମବ୍ରାଞ୍ଚ କେବେ ଏହି ମାମଲାର ପୂର୍ଣ୍ଣାଙ୍ଗ ଚାର୍ଜସିଟ୍ ଦାଖଲ କରିବ ସେନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ।
ଗୋପାଳ ଜାଣତ ଅବସ୍ଥାରେ ହତ୍ୟା କରିଛି,ଏହା ପ୍ରି ପ୍ଲାନ ମର୍ଡର। ପର୍ସନାଲ ରାଗ ରଖି ସେ  ହତ୍ୟା କରିଛି।  ଗୋପାଳ ପାଗଳ ନୁହେଁ, ତାର ବାଇପୋଲାର ଡିଜର୍ଡର ନାହିଁ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି।

କ୍ରାଇମବ୍ରାଞ୍ଚ ପକ୍ଷରୁ ଜାରି କରାଯାଇଥିବା ପ୍ରେସ ରିଲିଜରେ କୁହାଯାଇଛି ଯେ ନବଙ୍କ ପ୍ରତି ଗୋପାଳଙ୍କ ମନରେ ବ୍ୟକ୍ତିଗତ ଆକ୍ରୋଶ ଓ ରାଗ ସୃଷ୍ଟି ହୋଇଥିଲା। ନବ ଦାସ ଓ ତାଙ୍କ ସମର୍ଥକଙ୍କ ପଟୁ ବିପଦ ଥିବା ଗୋପାଳ ଭାବୁଥିଲେ। ସେମାନେ ତାଙ୍କୁ ମାରି ଦେଇ ପାରନ୍ତି ବୋଲି ସେ ଭାବୁଥିଲେ। ତେଣୁ ସେ ନବ ଦାସଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିଲେ।  ତେବେ ନବ ଦାସ ଓ ତାଙ୍କ ସମର୍ଥକମାନେ କାହିଁକି ତାଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିପାରନ୍ତି ବୋଲି ଗୋପାଳ ଦାସ ମନେ କରୁଥିଲେ, ସେ ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ଜାରି କରାଯାଇଥିବା ପ୍ରେସ ରିଲିଜରେ କିଛି ଉଲ୍ଲେଖ କରାଯାଇ ନାହିଁ। 

ଆଜି ମାମଲାର ତଦନ୍ତକାରୀ ଅଧିକାରୀ ଡିଏସପି ରମେଶ ଦୋରା ପହଞ୍ଚି ଜେଏମଏଫସିଙ୍କ ନିକଟରେ ଚାର୍ଜସିଟ ଦାଖଲ କରିଛନ୍ତି।
ସୂଚନାଯୋଗ୍ୟ, ଗତ ଜାନୁଆରି ୨୯ ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା। ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା । ଗୋପାଳର ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଦିଲ୍ଲୀ ଫରେନସିକ୍ ଲ୍ୟାବ୍ର ବିଶେଷଜ୍ଞଙ୍କ ଦ୍ୱାରା ଝାରସୁଗୁଡ଼ାରେ ଗୋପଳର ହୋଇଥିବା ଏଲ୍ଭିଏ ଟେଷ୍ଟର ମଧ୍ୟ ତର୍ଜମା କରାଯାଇଥିଲା । ଏସସିବି ମାନସିକ ଚିକିତ୍ସା ପ୍ରତିଷ୍ଠାନର ୫ ଜଣିଆ ବିଶେଷଜ୍ଞ ଟିମର ଯାଞ୍ଚ ସହ ନିମହାନ୍ସ ବିଶେଷଜ୍ଞ ଦଳ ମଧ୍ୟ ମାନସିକ ସ୍ଥିତିର ପରୀକ୍ଷା କରିଥିଲେ।

Powered by Froala Editor

Tags Naba das death case

Related articles Odisha News Lens 4.1

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15704
    Feb 14, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13488
    Feb 15, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15606
    Feb 14, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15254
    Feb 14, 2026
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର
    ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13268
    Feb 16, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14315
    Feb 15, 2026
  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15236
    Feb 16, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15141
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14124
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13268
    Feb 16, 2026
  • ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15141
    Feb 14, 2026
  • ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14315
    Feb 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17338
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17406
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17752
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16226
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15597
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16050
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16344
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14091
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14736
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14951
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14464
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16070
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15353
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14124
    Feb 14, 2026
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13268
    Feb 16, 2026
  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15236
    Feb 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In