Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କର୍ଣ୍ଣାଟକ ମନ୍ତ୍ରିମଣ୍ଡଳ ସମ୍ପ୍ରସାରିତ, ଶପଥ ନେଲେ ୨୪ ନୂଆ ମନ୍ତ୍ରୀ

କର୍ଣ୍ଣାଟକ ମନ୍ତ୍ରିମଣ୍ଡଳ ସମ୍ପ୍ରସାରିତ, ଶପଥ ନେଲେ ୨୪ ନୂଆ ମନ୍ତ୍ରୀ

2023-05-27 12:05:53
15963
Share:
Facebook
Twitter
E-Mail
WhatsApp
Telegram
କର୍ଣ୍ଣାଟକ ମନ୍ତ୍ରିମଣ୍ଡଳ ସମ୍ପ୍ରସାରିତ, ଶପଥ ନେଲେ ୨୪ ନୂଆ ମନ୍ତ୍ରୀ

ବେଙ୍ଗାଲୁରୁ: ସମ୍ପ୍ରସାରିତ ହେଲା କର୍ଣ୍ଣାଟକ ମନ୍ତ୍ରିମଣ୍ଡଳ । ସାମିଲ ହେଲେ ୨୪ ନୂଆ ମନ୍ତ୍ରୀ । ଶପଥ ନେଇଥିବା ମନ୍ତ୍ରୀଙ୍କ ମଧ୍ୟରେ ଅଛନ୍ତି ଦିନେଶ ଗୁଣ୍ଡୁରାଓ, କ୍ରିଷ୍ଣା ବାଇରେ ଗୌଡା, ଈଶ୍ବର ଖାଣ୍ଡାରେ, ରହିମ ଖାନ, ସନ୍ତୋଷ ଲାଡ, କେ.ଏନ. ରାଜାନ୍ନା, କେ. ଭେଙ୍କଟେଶ, ଏଚ ସି ମହାଦେବାପ୍ପା, ବାଇରଥି ସୁରେଶ, ଶିବରାଜ ତାଙ୍ଗାଡି, ଆର.ବି. ତିମ୍ପୁର, ବି. ନାଗେନ୍ଦ୍ର, ଲକ୍ଷ୍ମୀ ହେବଲକର, ମଧୁ ବାଙ୍ଗରାପ୍ପା. ଡି. ସୁଧାକର ପ୍ରମୁଖ । ନୂଆ ମନ୍ତ୍ରୀଙ୍କ ମଧ୍ୟରେ ରହିଛନ୍ତି ୯ ଜଣ ନୂଆ ମୁହଁ ଓ ଜଣେ ମହିଳା ।

ମନ୍ତ୍ରୀମାନଙ୍କ ମଧ୍ୟରେ ଅଛନ୍ତି ୬ଜଣ ଭୋକାଲିଗା ସମ୍ପ୍ରଦାୟର, ୮ ଜଣ ଲିଙ୍ଗାୟତ୍ତ ବର୍ଗର । ଏସସି ବର୍ଗର ୪ ଜଣ, ଏସଟି ବର୍ଗର ୨ ଜଣ ଓ ଓବିସି ଅନ୍ତର୍ଗତ କୁରୁବା, ରାଜୁ, ମରାଠା, ଏଡିଗା ଓ ମୋଗବୀରା ସମ୍ପ୍ରଦାୟରୁ ୫ ଜଣଙ୍କୁ ସାମିଲ କରାଯାଇଛି । ପୂର୍ବରୁ ଗତ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା, ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଓ ଅନ୍ୟ ୮ ମନ୍ତ୍ରୀ ଶପଥ ନେଇଥିଲେ ।  ଏହି ୨୪ଜଣଙ୍କ ନାମ ସିଦ୍ଧରମୈୟା, ଶିବକୁମାର, ଏଆଇସିସି ସାଧାରଣ ସମ୍ପାଦକ କେ.ସି. ଭେନୁଗୋପାଲ ଓ ରଣଦୀପ ସୂର୍ଜେଓ୍ବାଲାଙ୍କୁ ନେଇ ହୋଇଥିବା ଆଲୋଚନାରେ ସ୍ଥିରୀକୃତ ହୋଇଥିଲା । ଚୂଡ଼ାନ୍ତ ତାଲିକାକୁ ମଞ୍ଜୁର କରିଥିଲେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ କଂଗ୍ରେସ ନେତା ରାହୁଲ ଗାନ୍ଧି ।

Powered by Froala Editor

Tags 24 new minister take oath in karnataka

Related articles Odisha News Lens 4.1

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13661
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    14023
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14752
    Oct 17, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    14089
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15425
    Oct 17, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14074
    Oct 18, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14861
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14142
    Oct 17, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14058
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14074
    Oct 18, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14142
    Oct 17, 2026
  • ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13661
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17191
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17886
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18255
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14074
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15125
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14667
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14770
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15772
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14607
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13986
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15813
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14074
    Oct 18, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14058
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14752
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In