Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ...

  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ...

  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

Home ›› ››କଂଗ୍ରେସର ଏହି ଦୁଇ ନେତାଙ୍କୁ କାରଣ ଦର୍ଶାଅ ନୋଟିସ

କଂଗ୍ରେସର ଏହି ଦୁଇ ନେତାଙ୍କୁ କାରଣ ଦର୍ଶାଅ ନୋଟିସ

2023-05-28 05:38:06
15402
Share:
Facebook
Twitter
E-Mail
WhatsApp
Telegram
କଂଗ୍ରେସର ଏହି ଦୁଇ ନେତାଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର : ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବୀ ବିଶ୍ୱାଳ ଓ ବାରବାଟୀ-କଟକ ବିଧାୟକ ବିଧାୟକ ଇଂ ମହମ୍ମଦ ମୁକିମଙ୍କୁ ଆଲୋଚନା ଚକ୍ର ମହଙ୍ଗା ପଡ଼ିଛି  । ଏହାକୁ ନେଇ ପୂର୍ବରୁ ଦଳ ପକ୍ଷରୁ ସେମାନଙ୍କୁ ତୀବ୍ର ସମାଲୋଚନା କରାଯାଇଥିଲା  ।  ଆଉ ଏବେ ସେମାନଙ୍କୁ ଏଆଇସିସି ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ଏଆଇସିସି ସାଧାରଣ ସମ୍ପାଦକ  ତାରିକ ଅନୱାର ଉଭୟ ନେତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଜବାବ ତଲବ କରିଛନ୍ତି  ।


ଗତ ମେ’ ୮ରେ ଜୟଦେବ ଭବନରେ ବାରବାଟୀ-କଟକ ବିଧାୟକ ଇଂ ମହମ୍ମଦଏକ ଆଲୋଚନା ଚକ୍ର ଆୟୋଜନ କରିଥିଲେ  । ଯାହାର ଶୀର୍ଷକ ଥିଲା ଜାନକୀବାବୁ ଓ ବସନ୍ତବାବୁଙ୍କ ଯୋଡ଼ି : ଓଡ଼ିଶା ରାଜନୀତିର ସୁବର୍ଣ୍ଣ ଯୁଗ  । ଏହି ଆଲୋଚନା ଚକ୍ର କାଳରେ ଚିରଞ୍ଜିବୀ ଓ ମୁକିମ ରାଜ୍ୟ କଂଗ୍ରେସକୁ ନେଇ ପ୍ରତିକୂଳ ମନ୍ତବ୍ୟ ଦେବା ସହ ନେତୃତ୍ୱ ପ୍ରତି ପରୋକ୍ଷରେ ଅଙ୍ଗୁଳି ନିଦେ୍ର୍ଧଶ କରିଥିଲେ  । ଚିରଞ୍ଜିବୀ କହିଥିଲେଯେ, ଦଳରେ ୯ ବିଧାୟକ ହେଲେ ୨୦ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ  । ଦଳର ସ୍ଥିତି ଏମିତିଯେ, ୧୪୭ ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ମିଳିବେ କି ନାହିଁ ସନେ୍ଦହ  । କଂଗ୍ରେସ ହାରିବ ବୋଲି ମାନସିକସ୍ତରରେ ପ୍ରସ୍ତୁତ ବୋଲି ସେ କହିଥିଲେ  । ଝାରସୁଗୁଡ଼ା ଉପନିର୍ବାଚନ ସମୟରେ ଏଭଳି ଆଲୋଚନା ଚକ୍ରକୁ ଦଳର ଅନେକ ନେତା ନାପସନ୍ଦ କରିଥିଲେ  । କଟକ ନଗର କଂଗ୍ରେସ ସଭାପତି ସୁରେଶ ମହାପାତ୍ର ଓ ଝାରସୁଗୁଡ଼ା କଂଗ୍ରେସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ଚିରଞ୍ଜିବୀ ଓ ମୁକିମଙ୍କୁ ଟାର୍ଗେଟ କରାଯାଇଥିଲା  । ନିର୍ବାଚନ ସମୟରେ ଏଭଳି କରିବା ଦ୍ୱାରା ଦଳର ଭୋଟ ପ୍ରଭାବିତ ହୋଇଛି ବୋଲି ଅଭିଯୋଗ ହୋଇଥିଲା  । ଏନେଇ ଏଆଇସିସିକୁ ଅବଗତ କରାଯିବା ପରେ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି  । ସୂଚନାଯୋଗ୍ୟ, ଚିରଞ୍ଜିବୀ ଓ ମୁକିମ ଅନେକ ଦିନ ଧରି କଂଗ୍ରେସରେ ସକ୍ରିୟ ନାହାନ୍ତି  । ସେମାନେ ନିଜସ୍ୱ ସଂଗଠନ କରୁଥିବାବେଳେ ରାଜ୍ୟ ନେତୃତ୍ୱ ସହ ସମ୍ପର୍କରେ ନଥିବା କଂଗ୍ରେସ ଅଳିନ୍ଦରେ ଚର୍ଚ୍ଚା ହେଉଛି  ।

Powered by Froala Editor

Tags chiranjib biswal Mohammed Mukim

Related articles Odisha News Lens 4.1

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14125
    Feb 14, 2026
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର
    ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13269
    Feb 16, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14316
    Feb 15, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13489
    Feb 15, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15667
    Feb 14, 2026
  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15237
    Feb 16, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15142
    Feb 14, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15607
    Feb 14, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15255
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15705
    Feb 14, 2026
  • ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15237
    Feb 16, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14125
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17338
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17406
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17752
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16226
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15598
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16051
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16344
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14091
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14736
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14951
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14464
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16070
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15353
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15255
    Feb 14, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13489
    Feb 15, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14316
    Feb 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In