Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

  • ୫ଦିନ ବନ୍ଦ ରହିବ ବ୍ୟାଙ୍କ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ...

  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

ରାଜ୍ୟ
Home ›› ରାଜ୍ୟ ››ବଦଳିବେ ପ୍ରଶାସନିକ ଅଧିକାରୀ, ମେ ୨୯ ସୁଦ୍ଧା ତାଲିକା ଦାଖଲ କରିବାକୁ ରାଜସ୍ୱ ବିଭାଗର ନିର୍ଦ୍ଦେଶ

ବଦଳିବେ ପ୍ରଶାସନିକ ଅଧିକାରୀ, ମେ ୨୯ ସୁଦ୍ଧା ତାଲିକା ଦାଖଲ କରିବାକୁ ରାଜସ୍ୱ ବିଭାଗର ନିର୍ଦ୍ଦେଶ

2023-05-29 05:28:42
15644
Share:
Facebook
Twitter
E-Mail
WhatsApp
Telegram
ବଦଳିବେ ପ୍ରଶାସନିକ ଅଧିକାରୀ,  ମେ ୨୯ ସୁଦ୍ଧା ତାଲିକା ଦାଖଲ କରିବାକୁ ରାଜସ୍ୱ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ । ୨୦୨୪ ମେ’ ମାସ ପୂର୍ବରୁ ନିର୍ବାଚନ ହେବାକୁ ଥିବାରୁ ସରକାରୀ ଅଧିକାରୀଙ୍କ ବଦଳି ଓ ନିଯୁକ୍ତି ସହ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟକୁ ଅଧିକ ସଶକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ନିର୍ବାଚନ ଅଧିକାରୀ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ସମସ୍ତ ତଥ୍ୟ ମାଗିଛନ୍ତି । ସେହି ଅନୁସାରେ ରାଜସ୍ୱ ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ଜିଲ୍ଲାରେ କାର୍ୟ୍ୟରତ ଓଏଏସ୍‌, ଓଆରଏସ୍‌ ଏବଂ ଗ୍ରୁପ-ବି କର୍ମଚାରୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ଚିଠି ଲେଖାଯାଇଛି । ଗୋଟିଏ ପଦବୀରେ ୩ ବର୍ଷ ଥିବା ଅଧିକାରୀ ଏବଂ ନିଜ ଜିଲ୍ଲାରେ କାର୍ୟ୍ୟରତ ଅଧିକାରୀଙ୍କ ତାଲିକା ପ୍ରସ୍ତୁତ କରି ମେ ୨୯ ସୁଦ୍ଧା ଦାଖଲ କରିବାକୁ ରାଜସ୍ୱ ବିଭାଗ ନିର୍ଦ୍ଦେଶ ଦେଇଛି । ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ, ନିରପେକ୍ଷ କରିବାକୁ ଅଧିକାରୀଙ୍କ ନିଯୁକ୍ତି ଓ ବଦଳି ନେଇ ନିର୍ବାଚନ କମିଶନ କିଛି କଟକଣା ରଖିଛନ୍ତି । ନିର୍ବାଚନ ପ୍ରକ୍ରିୟା ସହ ଜଡ଼ିତ କୌଣସି ଅଧିକାରୀ ନିଜ ଜିଲ୍ଲାରେ ରହିପାରିବେ ନାହିଁ । କୌଣସି ଅଧିକାରୀ ୩ ବର୍ଷରୁ ଅଧିକ ସମୟ ଗୋଟିଏ ପଦବୀରେ ରହିବେ ନାହିଁ । ଜିଲ୍ଲା ନିର୍ବାଚନ ଅଧିକାରୀ, ରିଟର୍ଣ୍ଣିଂ ଅଫିସର୍‌, ପୁଲିସ ଇନ୍ସପେକ୍ଟର, ସବ-ଇନ୍ସପେକ୍ଟରମାନେ ୨୦୧୯ ସାଧାରଣ ନିର୍ବାଚନରେ ଯେଉଁଠି ଥିଲେ, ସେମାନେ ୨୦୨୪ରେ ସେହି ଜାଗାରେ ରହିପାରିବେ ନାହିଁ ।

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରି ବଦଳି କାମ ସାରିବାକୁ ଆଦର୍ଶ ଆଚରଣ ବିଧିରେ ଉଲ୍ଲେଖ ରହିଛି । ସେହିପରି ନିର୍ବାଚନ ପାଇଁ ମଡ଼େଲ କୋଡ଼ ଲାଗୁ ହେବା ପରେ କୌଣସି ମନ୍ତ୍ରୀ, ରାଜନେତା ସରକାରୀ ଅଧିକାରୀଙ୍କ ସହ ଭିଡ଼ିଓ କନଫରେନ୍ସିଂ କରିବାକୁ ହେଲେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅନୁମତି ନେବାକୁ ପଡ଼ିବ । ଏହି ମିଟିଂର ବିବରଣୀ ଗଣମାଧ୍ୟମକୁ ଦେବେ ନାହିଁ । ସେହିପରି କୌଣସି ଅଧିକାରୀଙ୍କ ସ୍ୱାମୀ କିମ୍ୱା ସ୍ତ୍ରୀ ରାଜନୈତିକ ଦଳ ସହ ଜଡ଼ିତ ଥିଲେ । ସେହି ଅଧିକାରୀଙ୍କ ଟୁର୍‌ ଓ ଛୁଟି ଉପରେ ମଧ୍ୟ କଟକଣା ରହିଛି ।

Powered by Froala Editor

Tags Transfer

Related articles Odisha News Lens 4.1

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14740
    Sep 21, 2026
  •  ୫ଦିନ ବନ୍ଦ ରହିବ ବ୍ୟାଙ୍କ
    ଦେଶ-ଦେଶାନ୍ତର

    ୫ଦିନ ବନ୍ଦ ରହିବ ବ୍ୟାଙ୍କ

    14544
    Sep 21, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14586
    Sep 21, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14735
    Sep 21, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13918
    Sep 21, 2026
  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

    13841
    Sep 20, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15397
    Sep 21, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13808
    Sep 21, 2026
  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...
    ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...

    13768
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15397
    Sep 21, 2026
  • ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13918
    Sep 21, 2026
  • ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13503
    Sep 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17114
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17800
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17777
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18184
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14740
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14447
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14696
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16321
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14844
    Sep 06, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15610
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15368
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14659
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14334
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

    13841
    Sep 20, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14586
    Sep 21, 2026
  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ଅନିବାର୍ଯ୍ୟ

    13768
    Sep 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In