Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ...

  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ...

  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ...

  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ...

  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ...

  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ...

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ...

ରାଜ୍ୟ
Home ›› ରାଜ୍ୟ ››ଏରିଏଲ ସର୍ଭେ କରୁଛନ୍ତି ମୋଦୀ

ଏରିଏଲ ସର୍ଭେ କରୁଛନ୍ତି ମୋଦୀ

2021-05-28 08:03:23
14085
Share:
Facebook
Twitter
E-Mail
WhatsApp
Telegram
ଏରିଏଲ ସର୍ଭେ କରୁଛନ୍ତି ମୋଦୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ବାତ୍ୟା ‘ୟଶ’ ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିବା ପରେ ବାତ୍ୟାଞ୍ଚଳ ପରିଦର୍ଶନ କରୁଛନ୍ତି ।  ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକେପ୍ଟରରେ ମୋଦୀ ଆକାଶ ମାର୍ଗରୁ  ବାତ୍ୟାରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ଭଦ୍ରକ ଓ ବାଲେଶ୍ୱରର ସ୍ଥିତି ପରିଦର୍ଶନ କରୁଥିବା ଜଣାଯାଇଛି । 

ବାଲେଶ୍ୱର ଓ ଭଦ୍ରକର କ୍ଷୟକ୍ଷତି ଦେଖିବା ପରେ ପୂର୍ବ ମେଦିନୀପୁର ଅଞ୍ଚଳର ବି କ୍ଷୟକ୍ଷତିକୁ ଅନୁଧ୍ୟାନ କରିବେ । ସେହିପରି ପଶ୍ଚିମବଙ୍ଗ ପ୍ରଶାସନ ସହ ସେ ମଧ୍ୟ ସମୀକ୍ଷା ବୈଠକ କରିବେ ବୋଲି ଜାଣିବାକୁ ମିଳିଛି  । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଷଙ୍କ ସମୀକ୍ଷାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମନେକରାଯାଉଛି  । କାହିଁକିନା ସମୀକ୍ଷା କରିବା ପରେ ପ୍ରଧାନମନ୍ତ୍ରୀ ଏନେଇ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବେ  । 

ପୂର୍ବରୁ ମୋଦୀ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରସ୍ଥ ବିମାନ ବନ୍ଦରରେ ପହଞ୍ଚିଥିଲେ ।   ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ସ୍ୱାଗତ ଜଣାଇଥିଲେ । ପରେ ଭୁବନେଶ୍ୱର ବିମାନବନ୍ଦରରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ।  ଉକ୍ତ ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ  ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର, ପୁଲିସ ଡିଜି ଶ୍ରୀ ଅଭୟ ଓ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ପ୍ରମୁଖ ଉପସ୍ଥିତ ଥିଲେ । 

Powered by Froala Editor

Tags Modi

Related articles Odisha News Lens 4.1

  • ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ
    ଦେଶ-ଦେଶାନ୍ତର

    ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ

    14097
    Oct 09, 2025
  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ
    ଦେଶ-ଦେଶାନ୍ତର

    ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

    14353
    Oct 09, 2025
  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ
    ଦେଶ-ଦେଶାନ୍ତର

    ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14205
    Oct 09, 2025
  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି
    ଦେଶ-ଦେଶାନ୍ତର

    ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

    14486
    Oct 09, 2025
  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ
    ଦେଶ-ଦେଶାନ୍ତର

    ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

    14808
    Oct 09, 2025
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ
    ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15448
    Oct 09, 2025
  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ
    ଦେଶ-ଦେଶାନ୍ତର

    ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

    13766
    Oct 09, 2025
  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ୪,୫୦୦ ଟଙ୍କା
    ଦେଶ-ଦେଶାନ୍ତର

    ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ୪,୫୦୦ ଟଙ୍କା

    15020
    Oct 09, 2025
  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ
    ଦେଶ-ଦେଶାନ୍ତର

    ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14216
    Oct 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ

    14097
    Oct 09, 2025
  • ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15448
    Oct 09, 2025
  • ଦେଶ-ଦେଶାନ୍ତର

    ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    14978
    Oct 09, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16868
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17229
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15683
    Apr 03, 2021

ବିଶେଷ

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15448
    Oct 09, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13437
    Oct 09, 2025
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14068
    Oct 08, 2025
  • ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ

    14231
    Oct 06, 2025
  • ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ହୋଇଥାଏ ଶୁଭ

    15269
    Oct 06, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14260
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14058
    Sep 16, 2025
  • ଶସ୍ତା ହେଲା ସୁନା

    14388
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14957
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

    14353
    Oct 09, 2025
  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14216
    Oct 09, 2025
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15448
    Oct 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In