Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

Home ›› ››ନାବାଳିକାକୁ ୨୨ଥର ଛୁରୀ ଭୁସିବା ପରେ ପଥରରେ‌ ଛେଚି ହତ୍ୟା

ନାବାଳିକାକୁ ୨୨ଥର ଛୁରୀ ଭୁସିବା ପରେ ପଥରରେ‌ ଛେଚି ହତ୍ୟା

2023-05-30 07:04:46
15023
Share:
Facebook
Twitter
E-Mail
WhatsApp
Telegram
ନାବାଳିକାକୁ ୨୨ଥର ଛୁରୀ ଭୁସିବା ପରେ ପଥରରେ‌ ଛେଚି ହତ୍ୟା

ନୂଆଦିଲ୍ଲୀ : ଦିଲ୍ଲୀରେ ରବିବାର ସନ୍ଧ୍ୟାରେ ଏକ ଅତ୍ୟନ୍ତ ଅମାନୁଷିକ ଏବଂ ବର୍ବର ହତ୍ୟାକାଣ୍ଡ ହୋଇଛି। ସାକ୍ଷୀ ନାମ୍ନୀ ଜ‌ଣେ ୧୬ ବର୍ଷୀୟା ନାବାଳିକାକୁ ତା’ର ‌ପ୍ରେମିକ ୨୨ଥର ଛୁରୀ ଭୁସିବା ପରେ ମୁଣ୍ଡକୁ ବାରମ୍ବାର ପଥରରେ‌ ଛେଚି ହତ୍ୟା କରିଛି। ନାବାଳିକା ଜଣକ ରକ୍ତ ଜୁଡ଼ୁବୁଡ଼ୁ ହୋଇ ମୃତ ଅବସ୍ଥାରେ ପଡ଼ିଥିଲେ ବି ଅଭିଯୁକ୍ତ ଲଗାତାର ପଥରରେ ଛେଚି ଚାଲିଥିଲା। ଅଭିଯୁକ୍ତ ପଥରରେ ଏଭଳି ଛେଚିଛି ଯେ ପ୍ରେମିକାର ମୁଣ୍ଡ ଖଣ୍ଡ ଖଣ୍ଡ ହୋଇଯାଇଛି। ଉତ୍ତର ଦିଲ୍ଲୀର ରୋହିଣୀ ସ୍ଥିତ ଶାହବାଦ ଡେରି ଅଞ୍ଚଳରେ ଗତକାଲି ସର୍ବସମ୍ମୁଖରେ ଏହି ହତ୍ୟାକାଣ୍ଡ ହୋଇଛି।

ଲୋକମାନେ ସେହି ଅଞ୍ଚଳ ଦେଇ ଯିବା‌ ଆସିବା କରୁଥିଲେ ସୁଦ୍ଧା ନାବାଳିକାକୁ କେହି ବଞ୍ଚାଇବାକୁ ଚେଷ୍ଟା‌ କରିନଥିଲେ। ପୂରା ହତ୍ୟାକାଣ୍ଡ ସିସିଟିଭି କ୍ୟାମେରାରେ କଏଦ ହୋଇଛି। ଅଭିଯୁକ୍ତର ସାହିଲକୁ ୨୦ ବର୍ଷ। ମୃତ ନାବାଳିକାଙ୍କ ସହ ତାର ପ୍ରେମ ସମ୍ପର୍କ ଥିଲା। ତେବେ ହତ୍ୟାକାଣ୍ଡ ପୂର୍ବଦିନ ସେମାନଙ୍କ ମଧ୍ୟରେ ପ୍ରବଳ ବଚସା ହୋଇଥିଲା। ରବିବାର ସନ୍ଧ୍ୟାରେ ନାବାଳିକା ତାର ଜଣେ ବନ୍ଧୁଙ୍କ ପୁଅର ଜନ୍ମଦିନ ପାର୍ଟିକୁ ଯାଉଥିବା ବେଳେ ବାଟରେ ଅଭିଯୁକ୍ତ ସାହିଲ ଆକ୍ରମଣ କରିଥିଲା। ହତ୍ୟାକାଣ୍ଡ ପରେ ସାହିଲ ସ୍ଥାନ ଛାଡ଼ି ପଳାଇଥିଲା। ପୁଲିସ ତାକୁ ଉତ୍ତରପ୍ରଦେଶର ବୁଲନ୍ଦସହରରୁ ଗିରଫ କରିଛି। ନାବାଳିକାଙ୍କ ବାପା ଏବଂ ମା’ ଦୋଷୀକୁ କଠୋରରୁ ଅତି କଠୋର ଦଣ୍ଡ ଦେବାପାଇଁ ଦାବି କରିଛନ୍ତି। ନାବାଳିକାର ମା’ କହିଛନ୍ତି, ସାହିଲକୁ ଆମେ କେବେ ଦେଖିନୁ। ଆମେ ଆମ ଝିଅ ପାଇଁ ନ୍ୟାୟ ଦାବି କରୁଛୁ। ନାବାଳିକାର ବାପା କହିଛନ୍ତି, ମୋ ଝିଅର ହତ୍ୟାକାରୀକୁ କଠୋର ଦଣ୍ଡ ମିଳୁ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍‌ ମୁଖ୍ୟ କେଜ୍ରିୱାଲ ଏଭଳି ଏକ ବର୍ବର ହତ୍ୟାକାଣ୍ଡ ଘଟଣାରେ କଡ଼ା ପ୍ରତିକ୍ରିୟା ରଖିଛନ୍ତି।

କେଜ୍ରିୱାଲ ଏକ ଟ୍ବିଟ୍‌ କରି କହିଛନ୍ତି, ‘ ଦିଲ୍ଲୀରେ ଜଣେ ନାବାଳିକାକୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଏହା ଅତ୍ୟନ୍ତ ଦୁଃଖଦାୟକ ଏବଂ ଦୁର୍ଭାଗ୍ୟଜନକ। ଅପରାଧୀମାନେ ନିର୍ଭୟରେ ବୁଲୁଛନ୍ତି। ପୁଲିସର କୌଣସି ଭୟ ନାହିଁ। କେଜ୍ରିୱାଲ କହିଛନ୍ତି, ଏଲ୍‌ଜି ସାର୍‌ ଆଇନ ଶୃଙ୍ଖଳା ଦାୟିତ୍ବ ଆପଣଙ୍କର। ତେଣୁ ଆପଣ କିଛି କରନ୍ତୁ। ଦିଲ୍ଲୀ ବାସିନ୍ଦାଙ୍କ ସୁରକ୍ଷା ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ଡିସିଡବ୍ଲ୍ୟୁ (ଦିଲ୍ଲୀ ମହିଳା କମିସନ୍‌) ମୁଖ୍ୟ ସ୍ବାତୀ ମଲିୱାଲ କହିଛନ୍ତି, ଜାତୀୟ ରାଜଧାନୀ ଦିଲ୍ଲୀ ମହିଳାଙ୍କ ପାଇଁ ଅତି ଅସୁରକ୍ଷିତ ହୋଇଯାଇଛି। ୧୬ ବର୍ଷୀୟା ନାବାଳିକାକୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। କେନ୍ଦ୍ର ସରକାରଙ୍କୁ ମୁଁ ଅନୁରୋଧ କରୁଛି ଯେ ଉକ୍ତ ପ୍ରସଙ୍ଗରେ କେନ୍ଦ୍ର ଗୃହ ମନ୍ତ୍ରୀ, ଦିଲ୍ଲୀ ଉପରାଜ୍ୟପାଳ, ଡିସିଡବ୍ଲ୍ୟୁ ମୁଖ୍ୟ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଉ।

Powered by Froala Editor

Tags Murder

Related articles Odisha News Lens 4.1

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15233
    Mar 05, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13488
    Mar 06, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14755
    Mar 05, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14158
    Mar 06, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13437
    Mar 07, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14219
    Mar 07, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14122
    Mar 07, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14921
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15253
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15253
    Mar 05, 2026
  • ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13437
    Mar 07, 2026
  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14122
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14122
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14755
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15222
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14430
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15076
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15669
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14122
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13680
    Mar 07, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14158
    Mar 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In