Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ...

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ...

  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ...

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ ...

Home ›› ››ଫୋନ ପାଇଁ ଡ୍ୟାମରୁ ପାଣି ବାହାର କରିବାକୁ ଅନୁମତି ଦେଇଥିଲେ, ବାବୁଙ୍କୁ ଦରମାରୁ କଟାଯିବ ୫୩ ହଜାର ଫାଇନ୍‌

ଫୋନ ପାଇଁ ଡ୍ୟାମରୁ ପାଣି ବାହାର କରିବାକୁ ଅନୁମତି ଦେଇଥିଲେ, ବାବୁଙ୍କୁ ଦରମାରୁ କଟାଯିବ ୫୩ ହଜାର ଫାଇନ୍‌

2023-05-30 17:48:43
14526
Share:
Facebook
Twitter
E-Mail
WhatsApp
Telegram
ଫୋନ ପାଇଁ ଡ୍ୟାମରୁ ପାଣି ବାହାର କରିବାକୁ ଅନୁମତି ଦେଇଥିଲେ, ବାବୁଙ୍କୁ ଦରମାରୁ କଟାଯିବ ୫୩ ହଜାର ଫାଇନ୍‌

ନିଜର ଫୋନ ପାଇଁ ଗୋଟିଏ ଡ୍ୟାମ୍‌ରୁ ୪୨ ଲକ୍ଷ ଲିଟର ପାଣିକୁ କାଢ଼ି ନିଲମ୍ବିତ ହୋଇଥିଲେ ଫୁଡ ଇନସପେକ୍ଟର। ନିଲମ୍ବନ ହୋଇଥିବା ଫୁଡ ଇନସପେକ୍ଟରଙ୍କ ନାମ ରାଜେଶ ବିଶ୍ବାସ। ତେବେ ଫୁଡ ଇନସପେକ୍ଟରଙ୍କୁ ଡ୍ୟାମରୁ ଫୋନ ପାଇଁ ପାଣି ଖାଲି କରିବାକୁ ଅନୁମତି ଦେଇଥିବା ବାବୁଙ୍କ ବିରୋଧରେ ସରକାର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ବଡ଼ ଅଫିସରଙ୍କ ଉପରେ ସରକାର ୫୩ ହଜାର ଟଙ୍କାର ଜୋରିମାନା ଲାଗୁ କରିଛନ୍ତି।

ଇନ୍ଦିରାବତୀ ପ୍ରୋଜେକ୍ଟର ସୁପରିନଟେଡେଣ୍ଟ ଇଞ୍ଜିନିୟର ମେ’ ୨୬ରେ ସବ ଡିଭିଜନାଲ ଅଫିସର ଆରକେ ଧିବାରଙ୍କୁ ଚିଠି ଲେଖି ନଷ୍ଟ ହୋଇଥିବା ପାଣି ବାବଦ ଅର୍ଥ ତାଙ୍କୁ ଦରମାରୁ କଟା ଯିବ ବୋଲି କହିଛନ୍ତି।

ତେବେ ଏହି ଖବର ପ୍ରଘଟ ହେବା ପରେ ରାଜେଶ ବିଶ୍ବାସ ପ୍ରତିକ୍ରିୟା ଦେଇ କହିଥିଲେ କି, ‘ମୋ ପାଖରେ ଆଇଫୋନ ନୁହେଁ, ସାମସଙ୍ଗ ଏସ୨୩ ଅଛି। ଯାହାର ମୂଲ୍ୟ ୯୩ହଜାର ଟଙ୍କା ପାଖାପାଖି ହେବ। ପ୍ରତ୍ୟେକଙ୍କ ପାଇଁ ମୋବାଇଲ ଜରୁରୀ ହୋଇଗଲାଣି। ଅନେକ ଲୋକ ମୋବାଇଲରେ ଜରୁରୀ ଦସ୍ତାବସି ବି ରଖିଥାଆନ୍ତି। ଯାହାକି ମୋ ଫୋନରେ ବି ଥିଲା। ମୁଁ ଦାମିକା ଫୋନ ପାଇଁ ନୁହେଁ ଫୋନରେ ଥିବା ଜରୁରୀ ଦସ୍ତାବିଜ ପାଇଁ ଏହି ପଦକ୍ଷେପ ନେଇଥିଲି।

ଫୋନଟି ଡ୍ୟାମ ଷ୍ଟିଲିଂ ବେସିନରେ ପଡ଼ିଥିବା ବେଳେ ଏଠାରେ ୧୫ ଫୁଟର ପାଣି ରହିଥିଲା। ପ୍ରଥମେ ସ୍ଥାନୀୟ ବୁଡ଼ାଳିମାନେ ଏହାକୁ ଠାବ କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ ସେମାନେ ଫେଲ ମାରିବାରୁ ୩୦ ଏଚ୍‌ପିର ଦୁଇଟି ପମ୍ପ ଲଗାଇ ଡ୍ୟାମ୍‌ରୁ ଫୋନ ପାଣି କଢ଼ାଯିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ୩ ଦିନ ଧରି ମୋଟ ୪୨ ଲକ୍ଷ ଲିଟର ପାଣିକୁ ଡ୍ୟାମରୁ ନିଷ୍କାସିତ କରାଯାଇଥିଲା।

ଏଥିରେ ସରକାରୀ ଦସ୍ତାବିଜ ସବୁ ରହିଥିବାରୁ ସେ ପାଣିକୁ ଶୁଖାଇ ଏହାକୁ ଠାବ କରିବାକୁ ଚେଷ୍ଟା କରିଥିଲେ। ଏନେଇ ସେ ଏସ୍‌ଡିଓଙ୍କୁ ଫୋନ କରି ପାଣି କାଢ଼ିବା ପାଇଁ ଅନୁମତି ମାଗିଥିଲି। ସେ ମଧ୍ୟ ଫୋନରେ ଏନେଇ ଅନୁମତି ଦେଇଥିଲେ। ୩ରୁ ୪ ଫୁଟ ପାଣି ସ୍ଥାନୀୟ କେନାଲକୁ ଗଲେ କୌଣସି ଅସୁବିଧା ନାହିଁ ଓ ଏହା ଦ୍ୱାରା ଚାଷୀମାନେ ଅଧିକ ପାଣି ପାଇ ପାରିବେ ବୋଲି ଏସ୍‌ଡିଓ ତାଙ୍କୁ କହିଥିଲେ।

ତେବେ ଇନ୍ଦିରାବତୀ ପ୍ରୋଜେକ୍ଟର ସୁପରିନଟେଡେଣ୍ଟ ଇଞ୍ଜିନିୟର ସବ ଡିଭିଜନାଲ ଅଫିସର ଆରକେ ଧିବାରଙ୍କୁ ନଷ୍ଟ ହୋଇଥିବା ପାଣି ବାବଦ ଅର୍ଥ ତାଙ୍କୁ ଦରମାରୁ କଟା ଯିବ ବୋଲି କହିଛନ୍ତି। ଏହି ପାଣିରେ ୧୫ଶହ ଏକର ଜମିରେ ଜଳ ସେଚନ ହୋଇପାରି ଥାଆନ୍ତା। ହେଲେ ସରକାରୀ ବାବୁ ଜଣଙ୍କ ନିଜର ଫୋନ ପାଇଁ ଏତେ ପରିମାଣର ପାଣିକୁ ନଷ୍ଟ କରି ଦେଇଥିଲେ।

Powered by Froala Editor

Tags phone

Related articles Odisha News Lens 4.1

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14375
    May 30, 2026
  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15873
    May 28, 2026
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା
    ମନୋରଞ୍ଜନ

    ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    14342
    May 28, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15574
    May 29, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14114
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15655
    May 29, 2026
  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14879
    May 28, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14904
    May 28, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15450
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ...

    15574
    May 29, 2026
  • ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15450
    May 29, 2026
  • ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14879
    May 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16892
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17513
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17563
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17947
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14375
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14114
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15304
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14894
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15821
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15437
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15178
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15664
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14004
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14375
    May 30, 2026
  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15873
    May 28, 2026
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    14342
    May 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In