Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ...

  • ହ୍ୱାଟସଆପରେ ଆରମ୍ଭ ହେଲା ମେସେଜ୍ ...

  • ଅମିତାଭ ବଚ୍ଚନଙ୍କ ବଙ୍ଗଳା, ଜଲସାକୁ ଉଡ଼ାଇ ...

  • ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି

  • ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ...

  • ଗୋଆର ୫୭ ତମ ଆଇଏଫ୍ଏଫ୍ଆଇରେ ଆକର୍ଷଣର ...

  • ସୁନା କେତେ ଶସ୍ତା ହୋଇଛି ଜାଣନ୍ତୁ

  • ଆଜି ବାହୁବଳୀ ବିଧାୟକଙ୍କ ଝିଅ ଶିବାଙ୍ଗୀ ...

  • ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ...

  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ...

ରାଜ୍ୟ
Home ›› ରାଜ୍ୟ ››ବାଣିଜ୍ୟରେ ବି ଆଗରେ ନୟାଗଡ଼, ସର୍ବନିମ୍ନରେ ବୌଦ୍ଧ

ବାଣିଜ୍ୟରେ ବି ଆଗରେ ନୟାଗଡ଼, ସର୍ବନିମ୍ନରେ ବୌଦ୍ଧ

2023-05-31 07:14:43
13823
Share:
Facebook
Twitter
E-Mail
WhatsApp
Telegram
ବାଣିଜ୍ୟରେ ବି ଆଗରେ ନୟାଗଡ଼, ସର୍ବନିମ୍ନରେ ବୌଦ୍ଧ

ଭୁବନେଶ୍ୱର: ସବୁ ଅପେକ୍ଷାର ଅନ୍ତଃ ଘଟିଛି । ଉକ୍ରଣ୍ଠାର ହେଲା ଅବସାନ ।  ପ୍ରକାଶ ପାଇଛି ଯୁକ୍ତ ୨ ପରୀକ୍ଷା ଫଳ ।  ସିଏଚଏସଇ କାର୍ଯ୍ୟାଳୟରେ ବିଧିବଦ୍ଧଭାବେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ଗଣଶିକ୍ଷା ମନ୍ତ୍ରୀ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଉପସ୍ଥିତିରେ ପରୀକ୍ଷା ଫଳ ପ୍ରକାଶ ପାଇଛି । ପରୀକ୍ଷା ଫଳ ସମ୍ପର୍କରେ  ମନ୍ତ୍ରୀ ଶ୍ରୀ ମାରାଣ୍ଡି ଘୋଷଣା କରିଛନ୍ତି ।
ତେବେ ବିଜ୍ଞାନରେ ୯୬.୪୧ ପ୍ରତିଶତ ସହ ନୟାଗଡ଼ ଜିଲ୍ଲା ଆଗରେ ଥିବାବେଳେ ୬୧.୫୫ ପ୍ରତିଶତ ରେଜଲ୍ଟ ସହ ଗଜପତି ସର୍ବନିମ୍ନରେ ରହିଛି । ଅନ୍ୟପକ୍ଷରେ ବାଣିଜ୍ୟରେ ବି ୯୩.୯ ପ୍ରତିଶତ ରେଜଲ୍ଟ ସହ ନୟାଗଡ଼ ଜିଲ୍ଲା ଆଗରେ ରହିଥିବାବେଳେ ୫୫.୫୫ ପ୍ରତିଶତ ରେଜଲ୍ଟ ସହ ସର୍ବନିମ୍ନରେ ବୌଦ୍ଧ ଜିଲ୍ଲା ରହିଛି ।
ତେବେ ବିଜ୍ଞାନରେ ପାସ ହାର ୮୪.୯୩% ଥିବାବେଳେ ବାଣିଜ୍ୟରେ ପାସହାର ୮୧.୧୨ ପ୍ରତିଶତ ରହିଛି । ବିଜ୍ଞାନରେ ମୋଟ ୭୮,୯୩୮ଜଣ ପାସ କରିଛନ୍ତି । ତନ୍ମଧ୍ୟରୁ ପ୍ରଥମ ଶ୍ରେଣୀରେ ୩୯, ୫୭୩ ଜଣ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି  ଦ୍ୱିତୀୟ ଶ୍ରେଣୀରେ ୨୪, ୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ଜଣ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି ବାଣିଜ୍ୟରେ  ମୋଟ ୧୯, ୫୩୬ ଜଣ ପରୀକ୍ଷାର୍ଥୀ ପାସ କରିଛନ୍ତି । ତନ୍ମଧ୍ୟରୁ  ପ୍ରଥମ ଶ୍ରେଣୀରେ ୭,୪୧୦୦ ଜଣ ପରୀକ୍ଷାର୍ଥୀ ଥିବାବେଳେ ଦ୍ୱିତୀୟ ଶ୍ରେଣୀରେ  ୪୫୪୩ ଓ ତୃତୀୟ ଶ୍ରେଣୀରେ ୭୪୯୨ ଜଣ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟର ୧୧୪୫ ପରୀକ୍ଷା କେନ୍ଦ୍ରରେ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଚଳିତ ବର୍ଷ ମୋଟ ୩ଲକ୍ଷ ୫୭ ହଜାର ୯୪୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଏଥିରୁ ବିଜ୍ଞାନରେ ମୋଟ ୯୧ ହଜାର ୩୭୯ଜଣ ଏବଂ ବାଣିଜ୍ୟରେ ୨୩ହଜାର ୧୪୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି କଳାରେ ୨ଲକ୍ଷ ୨୯ହଜାର ୧୧୦ଜଣ ଏବଂ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାରେ ୫ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ୬୫ଟି ଅଫଲାଇନ୍‌ କେନ୍ଦ୍ର ଏବଂ ୩୯ଟି ଅନ୍‌ଲାଇନ୍‌ କେନ୍ଦ୍ରରେ ଖାତା ଦେଖା ହୋଇଛି । ଆସନ୍ତା ଜୁନ୍‌ ୮ରେ କଳା ଏବଂ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶିତ ହେବ ବୋଲି ସୂଚନା ରହିଛି ।

Powered by Froala Editor

Tags PLUS 2 result

Related articles Odisha News Lens 4.1

  • ଗୋଆର ୫୭ ତମ ଆଇଏଫ୍ଏଫ୍ଆଇରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଲା ଓଡ଼ିଆ ଚଳଚ୍ଚିତ୍ର ...
    ମନୋରଞ୍ଜନ

    ଗୋଆର ୫୭ ତମ ଆଇଏଫ୍ଏଫ୍ଆଇରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଲା ଓଡ଼ିଆ ଚଳଚ୍ଚିତ୍ର ...

    13538
    Nov 25, 2026
  • ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ...
    ବାଣିଜ୍ୟ

    ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ...

    14629
    Nov 25, 2026
  • ଅମିତାଭ ବଚ୍ଚନଙ୍କ ବଙ୍ଗଳା, ଜଲସାକୁ ଉଡ଼ାଇ ଦେବାକୁ ଧମକ
    ଦେଶ-ଦେଶାନ୍ତର

    ଅମିତାଭ ବଚ୍ଚନଙ୍କ ବଙ୍ଗଳା, ଜଲସାକୁ ଉଡ଼ାଇ ଦେବାକୁ ଧମକ

    13327
    Nov 26, 2026
  • ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ନିର୍ବାଚନରେ ସିଜେପି କୌଣସି ଦଳକୁ ସମର୍ଥନ ...
    ଦେଶ-ଦେଶାନ୍ତର

    ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ନିର୍ବାଚନରେ ସିଜେପି କୌଣସି ଦଳକୁ ସମର୍ଥନ ...

    15039
    Nov 25, 2026
  • ସୁନା କେତେ ଶସ୍ତା ହୋଇଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ସୁନା କେତେ ଶସ୍ତା ହୋଇଛି ଜାଣନ୍ତୁ

    14662
    Nov 25, 2026
  •  ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି
    ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି

    15390
    Nov 26, 2026
  • ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି
    ବିଶେଷ

    ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି

    14331
    Nov 26, 2026
  •  ଆଜି ବାହୁବଳୀ ବିଧାୟକଙ୍କ ଝିଅ ଶିବାଙ୍ଗୀ ସିଂହଙ୍କ ବିବାହ
    ଦେଶ-ଦେଶାନ୍ତର

    ଆଜି ବାହୁବଳୀ ବିଧାୟକଙ୍କ ଝିଅ ଶିବାଙ୍ଗୀ ସିଂହଙ୍କ ବିବାହ

    14434
    Nov 25, 2026
  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ...
    ବାଣିଜ୍ୟ

    ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ...

    15701
    Nov 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁନା କେତେ ଶସ୍ତା ହୋଇଛି ଜାଣନ୍ତୁ

    14662
    Nov 25, 2026
  • ବାଣିଜ୍ୟ

    ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ନେଉଛି

    15701
    Nov 24, 2026
  • ଦେଶ-ଦେଶାନ୍ତର

    ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ନିର୍ବାଚନରେ ସିଜେପି କୌଣସି ଦଳକୁ ସମର୍ଥନ ଦେବ ନାହିଁ

    15039
    Nov 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17320
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18021
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17976
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18390
    Sep 06, 2023

ବିଶେଷ

  • ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି

    14331
    Nov 26, 2026
  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15568
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14969
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14598
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15938
    Nov 08, 2026

ବାଣିଜ୍ୟ

ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ସଂସ୍କରଣ ୨୦୨୬

ପୁରୀ: ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ତାହାର ୫ମ ବର୍ଷ ପୁରୀ ସଂସ୍କରଣ ସମ୍ପର୍କରେ ଆନନ୍ଦର ସହିତ ଘୋଷଣା କରିଛି, ଯାହା ୨୦୨୬ ନଭେମ୍ବର ୨୭ରେ ପୁରୀ ...

  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ନେଉଛି

    15701
    Nov 24, 2026
  • ମାସକରେ କମିଲାଣି ୨୧ ହଜାର ସୁନା

    16056
    Nov 21, 2026
  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15795
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    14113
    Nov 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ନିର୍ବାଚନରେ ସିଜେପି କୌଣସି ଦଳକୁ ସମର୍ଥନ ଦେବ ନାହିଁ

    15039
    Nov 25, 2026
  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ନେଉଛି

    15701
    Nov 24, 2026
  • ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି

    14331
    Nov 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In