Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ...

  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୯ ମହିଳାଙ୍କୁ ଅପରେସନ ପାଇଁ ଆନାସ୍ଥେସିଆ ଦିଆଯାଇଥିଲା, ନିଦରୁ ଉଠିଲେନି ଡାକ୍ତର

୯ ମହିଳାଙ୍କୁ ଅପରେସନ ପାଇଁ ଆନାସ୍ଥେସିଆ ଦିଆଯାଇଥିଲା, ନିଦରୁ ଉଠିଲେନି ଡାକ୍ତର

2023-06-01 17:55:44
14231
Share:
Facebook
Twitter
E-Mail
WhatsApp
Telegram
୯ ମହିଳାଙ୍କୁ ଅପରେସନ ପାଇଁ ଆନାସ୍ଥେସିଆ ଦିଆଯାଇଥିଲା, ନିଦରୁ ଉଠିଲେନି ଡାକ୍ତର

୯ଜଣ ମହିଳାଙ୍କର ସର୍ଜରୀ କରିବା ପୂର୍ବରୁ ଶୋଇପଡ଼ିଲେ ଡାକ୍ତର। ଏହି ଘଟଣା ଘଟିଛି କର୍ଣ୍ଣାଟକର ଚିକ୍କମାଗାଲୁରୁରେ ଥିବା ଡାକ୍ତରଖାନାରେ। 

ହସ୍ପିଟାଲରେ ପ୍ରାୟ ୯ ଜଣ ମହିଳା ରୋଗୀଙ୍କର ସ୍ଟେରିଲାଇଜେସନ୍‌ ସର୍ଜରୀ ହେବାର ଥିଲା । ଆଉ ସେହି ସମସ୍ତ ସର୍ଜରୀ ଡାକ୍ତର ବାଳକ୍ରୀଷ୍ଣ ହିଁ କରିବାର ଥିଲା । କିନ୍ତୁ ସେ OTରେ ଶୋଇପଡ଼ିବାରୁ ସେହି ଅପରେସନ୍‌ ହୋଇପାରିଲା ନାହିଁ । ସୂଚନା ମୁତାବକ, ରୋଗୀମାନଙ୍କୁ ସକାଳ ପ୍ରାୟ ୮ଟାରେ ଆନାସ୍ଥେସିଆ ଦିଆଯାଇଥିବାବେଳେ ଅସ୍ତ୍ରୋପଚାର ଅପରାହ୍ନ ୨ଟାରେ ଧାର୍ଯ୍ୟ କରାଯାଇଥିଲା। ସର୍ଜରୀ ଦିନ ବାଳକ୍ରୀଷ୍ଣ ଅସ୍ତ୍ରୋପଚାର ଥିଏଟର ଭିତରେ ସକାଳୁ ଶୋଇଥିବା ଦେଖିବାକୁ ମିଳିଥିଲା। ସର୍ଜରୀ ସମୟ ହେବା ପରେ ତାଙ୍କୁ ଡକାଯିବାରୁ ସେ ଉଠିଥିଲେ ବି ପରେ ଅଚେତ ହୋଇଯାଇଥିଲେ।

ବଡ଼ କଥା ହେଲା, ଏଭଳି ଘଟଣା ଏହି ଡାକ୍ତରଙ୍କ କ୍ଷେତ୍ରରେ ପ୍ରଥମ ନୁହେଁ । ସେ ବାରମ୍ବାର ଏଭଳି ଆଚରଣ ଦେଖାଇଥିବା ଜଣାପଡ଼ିଛି । ରୋଗୀଙ୍କ ପରିବାର ଲୋକଙ୍କ ଅଭିଯୋଗ ପରେ ଏବେ ସ୍ଥାନୀୟ ଅଞ୍ଚଳରେ ଏହାକୁ ନେଇ ଆଲୋଡ଼ନ ସୃଷ୍ଟି ହୋଇଛି । ରୋଗୀଙ୍କ ପରିବାର ଲୋକ ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।  

Powered by Froala Editor

Tags doctor

Related articles Odisha News Lens 4.1

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15042
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ
    ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15261
    Jun 30, 2026
  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ
    ଦେଶ-ଦେଶାନ୍ତର

    ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ

    14256
    Jun 30, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    14958
    Jul 01, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15735
    Jul 01, 2026
  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14375
    Jun 30, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14058
    Jul 01, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13494
    Jul 01, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14592
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15261
    Jun 30, 2026
  • ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13494
    Jul 01, 2026
  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15042
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16959
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17571
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17621
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18019
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14302
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14242
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15864
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15737
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15378
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15261
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15694
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13797
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14899
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15042
    Jul 01, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13494
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    14958
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In