Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

Home ›› ››ଶାନ୍ତ ହେଉଛି ମଣିପୁର : ୧୪୦ଟି ଅସ୍ତ୍ର ସମର୍ପଣ, କୋହଳ ହେଲା କର୍ଫ୍ୟୁ

ଶାନ୍ତ ହେଉଛି ମଣିପୁର : ୧୪୦ଟି ଅସ୍ତ୍ର ସମର୍ପଣ, କୋହଳ ହେଲା କର୍ଫ୍ୟୁ

2023-06-02 19:34:19
16250
Share:
Facebook
Twitter
E-Mail
WhatsApp
Telegram
ଶାନ୍ତ ହେଉଛି ମଣିପୁର : ୧୪୦ଟି ଅସ୍ତ୍ର ସମର୍ପଣ, କୋହଳ ହେଲା କର୍ଫ୍ୟୁ

ମଣିପୁରରେ ଦେଖାଦେଇଥିବା ଦୁଇଗୋଷ୍ଠୀ ମଧ୍ୟ ସଂଘର୍ଷରେ ଏ ପର୍ଯ୍ୟନ୍ତ ପ୍ରାୟ ୯୮ ଲୋକଙ୍କ ଜୀବନ ଗଲାଣି। ହିଂସା ପରେ ଶାନ୍ତି ବଜାୟ ରଖିବା ପାଇଁ ପ୍ରୟାସ ଜାରି ରହିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ ସିଂଙ୍କ ଅପିଲ ପରେ ଜୁନ ୧ରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧୪୦ଟି ଅସ୍ତ୍ର ସମର୍ପଣ କରାଯାଇଛି। ୨୪ଘଣ୍ଟା ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅପିଲ କରିଥିଲେ ଯେ ଯେଉଁମାନଙ୍କ ପାଖରେ ଅସ୍ତ୍ରଶସ୍ତ୍ର ଅଛି ସେମାନେ ଆସି ପୋଲିସକୁ ହସ୍ତାନ୍ତର କରନ୍ତୁ, ନଚେତ୍‌ ରାଜ୍ୟରେ ଅସ୍ତ୍ରଶସ୍ତ୍ର ଜବତ କରିବା ପାଇଁ ପୋଲିସ ତଦନ୍ତ ଅଭିଯାନ କରିବ। ଏପର୍ଯ୍ୟନ୍ତ ୧୪୦ ଅସ୍ତ୍ରଶସ୍ତ୍ର ପୁଲିସ ନିକଟରେ ସମର୍ପଣ କରିଛନ୍ତି। ଯାହା ଭିତରେ ଏକେ-୪୭, ଷ୍ଟେନ୍ ଗନ୍, ପିସ୍ତଲ, ଟିଅରଗ୍ୟାସ୍ ଲଞ୍ଚର, ଇନ୍‌ସାସ୍ ରାଇଫେଲ୍, ଗ୍ରେନେଡ୍ ଲଞ୍ଚର ରହିଛି।

ଇଫାଲ୍‌ର ପଶ୍ଚିମ ଓ ପୂର୍ବ ଅଞ୍ଚଳ ସମେତ ବିଷ୍ଣୁପୁରରେ ୧୨ ଘଣ୍ଟିଆ କର୍ଫ୍ୟୁ କୋହଳ ହୋଇଛି। ଜିରିବାମ୍‌ରେ ୮ ଘଣ୍ଟା ପର୍ଯ୍ୟନ୍ତ( ସକାଳ ୮ରୁ ଅପରାହ୍ନ ୪ଟା), ଥୋବାଲ୍ ଏବଂ କାଚିଂରେ ୭ଘଣ୍ଟା ପର୍ଯ୍ୟନ୍ତ(ସକାଳ ୫ରୁ ମଧ୍ୟାହ୍ନ), ଚୁରାଚାନ୍ଦପୁର ଏବଂ ଚାନ୍ଦେଲରେ ୧୦ ଘଣ୍ଟା ପର୍ଯ୍ୟନ୍ତ(ସକାଳ ୫ରୁ ଅପରାହ୍ନ ୩ଟା), ଟେଙ୍ଗନୁପାଲ୍‌ରେ ୮ ଘଣ୍ଟା ପର୍ଯ୍ୟନ୍ତ(ସକାଳ ୬ଟାରୁ ଅପରାହ୍ନ ୨ଟା), କାଙ୍ଗପୋକପିରେ ୧୧ ଘଣ୍ଟା ପର୍ଯ୍ୟନ୍ତ (ସକାଳ ୬ରୁ ସନ୍ଧ୍ୟା ୫), ଫେର୍ଜାୱଲ୍‌ରେ ୧୨ ଘଣ୍ଟା ପର୍ଯ୍ୟନ୍ତ (ସକାଳ୬ରୁ ସନ୍ଧ୍ୟା ୬) କର୍ଫ୍ୟୁ କୋହଳ ହୋଇଛି।

Powered by Froala Editor

Tags manipur

Related articles Odisha News Lens 4.1

  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    15130
    Apr 29, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13709
    Apr 30, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14583
    Apr 29, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15431
    Apr 30, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15302
    Apr 30, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15145
    Apr 29, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13517
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15334
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14319
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15145
    Apr 29, 2026
  • ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14319
    Apr 30, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ଅବଦୁଲ୍ଲା

    15431
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17446
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17496
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17854
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16326
    Apr 03, 2021

ବିଶେଷ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13709
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16000
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15949
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14565
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14370
    Apr 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15365
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15099
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15595
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13905
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14583
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15145
    Apr 29, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13709
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In