Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ଉଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଉଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

2023-06-03 08:12:22
15015
Share:
Facebook
Twitter
E-Mail
WhatsApp
Telegram
ଉଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ବାଲେଶ୍ବର  ଜିଲ୍ଲା ବାହାନଗା ରେଳ ଷ୍ଟେସନ୍‌ ପଣପଣାଠାରେ ଘଟିଥିବା ଭୟାନକ ଦୁର୍ଘଟଣାସ୍ଥଳରେ ପହଞ୍ଚିବା  ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ କହିଛନ୍ତି, ” ଏହା ଅତ୍ୟନ୍ତ ଦୁଃଖଦ ଟ୍ରେନ୍ ଦୁର୍ଘଟଣା।ମୋତେ ସ୍ଥାନୀୟ ଦଳ, ସ୍ଥାନୀୟ ଲୋକ ଏବଂ ଅନ୍ୟମାନଙ୍କୁ ଧନ୍ୟବାଦ ଦେବାକୁ ପଡ଼ିବ। ଯେଉଁମାନେ ଲୋକଙ୍କୁ ରକ୍ଷା କରିବା ପାଇଁ ରାତାରାତି କାର୍ଯ୍ୟ କରିଛନ୍ତି। ରେଳ ସୁରକ୍ଷାକୁ ସର୍ବଦା ପ୍ରଥମ ଗୁରୁତ୍ବ ଦିଆଯିବା ଉଚିତ୍ । ପୀଡ଼ିତ ଲୋକଙ୍କୁ ବାଲେଶ୍ବର ଏବଂ କଟକ ବଡ଼ ଡାକ୍ତରଖାନାକୁ ନେବାକୁ ପଡ଼ିବ ଯାହା ଦ୍ବାରା ସେମାନେ ଯଥାଶୀଘ୍ର ସୁସ୍ଥ ହୋଇଯିବେ। ବାଲେଶ୍ୱର ଜିଲ୍ଲା ବାହାନଗା ନିକଟରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଛନ୍ତି। ତାଙ୍କ ସହ ୫ଟି ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ଦୁର୍ଘଟଣାସ୍ଥଳକୁ ଯାଇଛନ୍ତି। ଏହାଛଡ଼ା କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ସେଠାରେ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ଘଟଣାର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଉଦ୍ଧାର କାର୍ଯ୍ୟ ଓ ଗୁରୁତର ଯାତ୍ରୀଙ୍କ ଚିକିତ୍ସା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।

ଏହାପରେ ସେ ବାଲେଶ୍ୱର ମେଡିକାଲ କଲେଜକୁ ଯାଇ ଆହତଙ୍କୁ ଭେଟିଛନ୍ତି ଓ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ଲୋକଙ୍କୁ ପ୍ରଶଂସା କରିଛନ୍ତି। ଦୁର୍ଘଟଣାଗ୍ରସ୍ତ ଟ୍ରେନ୍‌ରେ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟରେ ଯେଉଁଭଳି ଭାବେ ନିଃସ୍ବାର୍ଥ ଭାବେ ସହଯୋଗ କରିଛନ୍ତି, ଏହାକୁ ଭୁଲି ହେବ ନାହିଁ। ଶୁକ୍ରବାର କରମଣ୍ଡଳ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହେଲା ପରେ ଯାତ୍ରୀମାନଙ୍କୁ ଉଦ୍ଧାର ସହ ଚିକିତ୍ସା ସୁବିଧା ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍‌କାଳ ପଦକ୍ଷେପ ନିଆଯାଇଛି। ରାତିରେ ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ରିଲିଫ୍‌ କମିସନର୍‌ଙ୍କ କାର୍ଯ୍ୟାଳୟର କଣ୍ଟ୍ରୋଲ୍‌ ରୁମ୍‌କୁ ଯାଇ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଥ‌ିଲେ। ସେଠା‌ରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଲେଶ୍ବର ଜିଲ୍ଲାପାଳଙ୍କ ସହ କଥା ହୋଇ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ କରିବାକୁ କହିଥିଲେ। ରାଜ୍ୟ ପ୍ରଶାସନ ପକ୍ଷରୁ ସବୁପ୍ରକାର ସହାୟତା ଯୋଗାଇ ଦିଆଯାଉଛି ବୋଲି ସେ କହିଥିଲେ। ସେଠାରେ ମୁଖ୍ୟ ଶାସନ ସଚିବ ପି କେ ଜେନା ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଶନିବାର ସକାଳେ ନିଜେ ଦୁର୍ଘଟଣାସ୍ଥଳକୁ ଯିବେ ବୋଲି ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏବେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରିବାକୁ ପ୍ରାଥମିକତା ଦିଆଯାଉଛି ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ, ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଘଟିଛି ଭୟଙ୍କର ଟ୍ରେନ୍ ଦୁର୍ଘଟଣା। ହାୱଡା ଯାଉଥିବା ଯଶୋବନ୍ତପୁର ସୁପରଫାଷ୍ଟ ଟ୍ରେନର ଦୁଇଟି ବଗି ଲାଇନ୍‌ଚ୍ୟୁତ ହେବାର କିଛି ସମୟ ମଧ୍ୟରେ ହାୱଡ଼ାରୁ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ ତା’ ଉପରେ ଚଢ଼ିଯିବାରୁ ୧୭ଟି ବଗି ଓଲଟି ପଡ଼ିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୨୩୩ ଜଣ ଯାୁତ୍ରୀ ପ୍ରାଣ ହରାଇଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ଟ୍ରେନ ବଗିରେ ଏବେ ବି ଅନେକ ସଂଖ୍ୟାରେ ଯାତ୍ରୀ ଚାପି ‌ହୋଇ ରହିଛନ୍ତି ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତ୍ୟୁସଂଖ୍ୟା ୨୫୦ ଟପିବାର ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକେ ଦେବଦୂତ ସାଜି ଅନେକ ଲୋକଙ୍କୁ ଉଦ୍ଧାର କରିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ରେଳ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ତ୍ବରାନ୍ବିତ କରାଯାଇଛି। ଦୁଇଟି ଏକ୍ସପ୍ରେସ ଟ୍ରେନ ସହିତ ଏକ ମାଲଗାଡ଼ି ମଧ୍ୟ ଏହି ଦୁର୍ଘଟଣାରେ ସଂପୃକ୍ତ ରହିଛି। ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ରେଳ ମନ୍ତ୍ରୀଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14808
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14628
    Sep 09, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13743
    Sep 09, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13635
    Sep 11, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15577
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13455
    Sep 10, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15262
    Sep 11, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14298
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14938
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14778
    Sep 09, 2026
  • ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14808
    Sep 10, 2026
  • ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14628
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13635
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15740
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14562
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13873
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14678
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13788
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14665
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13743
    Sep 09, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15262
    Sep 11, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14808
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In