Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ...

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ...

  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ...

  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅତୀତ ବି ଥିଲା ଭୟଙ୍କର : ଲୌହ ଦାନବ ତଳେ ବୋହିଥିଲା ରକ୍ତ

ଅତୀତ ବି ଥିଲା ଭୟଙ୍କର : ଲୌହ ଦାନବ ତଳେ ବୋହିଥିଲା ରକ୍ତ

2023-06-03 15:12:27
15923
Share:
Facebook
Twitter
E-Mail
WhatsApp
Telegram
ଅତୀତ ବି ଥିଲା ଭୟଙ୍କର : ଲୌହ ଦାନବ ତଳେ ବୋହିଥିଲା ରକ୍ତ

ବାଲେଶ୍ୱର ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାରେ ସମଗ୍ର ଦେଶବାସୀଙ୍କୁ ଗଭୀର ଝଟକା ଦେଇଛି। ଦୁର୍ଘଟଣାରେ ୨୮୦ରୁ ଅଧିକ ଯାତ୍ରୀ ମୃତାହତ ହୋଇଥିବା ବେଳେ ପ୍ରାୟ ୯ଶହରୁ ଅଧିକ ଯାତ୍ରୀ ଗୁରୁତର ହୋଇ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି। ଦୁର୍ଘଟଣାରେ ମୃତକଙ୍କ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଉଛି । ମାତ୍ର ବହୁ ମୃତଦେହ ଏଯାଏଁ ଚିହ୍ନଟ ହୋଇ ପାରୁନାହିଁ । ତେଣୁ ସେଗୁଡ଼ିକୁ କାହାକୁ ହସ୍ତାନ୍ତର କରାଯାଇ ପାରୁନଥିବା ସୂଚନା ମିଳିଛି । ଏ ଦୃଶ୍ୟ ଅତ୍ୟନ୍ତ ହୃଦୟ ବିଦାରକ । ତେବେ ଏହା ପୂର୍ବରୁ ମଧ୍ୟ ଦେଶରେ ଏମିତି ଭୟାନକ ଦୁର୍ଘଟଣା ଘଟିଥିଲା । 

-୨୦୦୨ ସେପ୍ଟେମ୍ବର ୯ରେ ବିହାର ରଫିଗଞ୍ଜରେ ରେଳ ଦୁର୍ଘଟଣାରେ ୧୪୦ରୁ ଅଧିକ ମୃତ୍ୟୁବରଣ କରିଥିଲେ। ରାଜଧାନୀ ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ହୋଇଥିଲା

-୨୦୧୧ ମସିହା ଜୁଲାଇ ୭ରେ ଛପ୍‌ରା-ମଥୁରା ଏକ୍ସପ୍ରେସ୍‌ ଏକ ବସ୍‌ ସହ ଉତ୍ତରପ୍ରଦେଶର ଇତାହ ନିକଟରେ ଧକ୍କା ହୋଇଥିଲା। ଏଥିରେ ୬୯ ଜଣଙ୍କ ଜୀବନ ଚାଲି ଯାଇଥିଲା। ଟ୍ରେନ୍‌ ଦ୍ରୁତ ଗତିରେ ଥିବାବେଳେ ବସ୍‌କୁ ଧକ୍କା ଦେଇ ଅଧ କିଲୋମିଟର ଯାଏ ଘୋଷାଡ଼ି ନେଇଥିଲା । ଭାରତୀୟ ରେଳ ଇତିହାସରେ ୨୦୧୨ ମସିହା ସବୁଠାରୁ ଖରାପ ବର୍ଷ ବୋଲି ବିବେଚନା କରାଯାଇଥିଲା। ଏହିବର୍ଷ ପାଖାପାଖି ୧୪ ଦୁର୍ଘଟଣା ଘଟିଥିଲା। କେଉଁଠି ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇଥିଲା ତ ଆଉ କେଉଁଠି ମୁହାଁମୁହିଁ ଧକ୍କା ହୋଇଥିଲା।

-୨୦୧୨ ମସିହା ଜୁଲାଇ ୩୦ ତାରିଖରେ ନେଲ୍ଲୋରରେ ଦିଲ୍ଲୀ-ଚେନ୍ନାଇ ତାମିଲନାଡୁ ଏକ୍ସପ୍ରେସ୍‌ରେ ନିଆଁ ଲାଗି ଯାଇଥିଲା। ଏଥିରେ ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା।

-୨୦୧୪ ମେ' ୨୬ରେ ଉତ୍ତରପ୍ରଦେଶର ସନ୍ଥ କବୀର ନଗର ଅଞ୍ଚଳରେ ଗୋରଖଧାମ ଏକ୍ସପ୍ରେସ୍‌ ଦୁର୍ଘଟଣା ଘଟିଥିଲା।  ଏକ୍ସପ୍ରେସ୍‌ଟି ଏକ ମାଲ୍‌ବାହୀ ଗାଡ଼ି ସହ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିଲେ।

-୨୦୧୫ ମସିହା ମାର୍ଚ୍ଚରେ ଡେରାଡୁନରୁ ବାରଣାସୀ ଯାଉଥିବା ଜନତା ଏକ୍ସପ୍ରେସ୍‌ ଉତ୍ତରପ୍ରଦେଶର ରାଏବରେଲିରେ ବଚରାୱାନ୍‌ ରେଲ୍‌ୱେ ଷ୍ଟେସନ ନିକଟରେ ଲାଇନ୍‌ଚ୍ୟୁତ୍‌ ହୋଇଥିଲା। ଟ୍ରେନ୍‌ର ଇଞ୍ଜିନ ଓ ୨ଟି କୋଚ୍‌ ଲାଇନ୍‌ଚ୍ୟୁତ୍‌ ହୋଇଥିଲା। ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ପାଖାପାଖି ୧୫୦ ଜଣ ଆହତ ହୋଇଥିଲେ

-୨୦୧୬ ମସିହା ନଭେମ୍ବର ୨୦ ତାରିଖରେ ଇନ୍ଦୋର-ପାଟଣା ଏକ୍ସପ୍ରେସ୍‌ ଲାନ୍‌ଚ୍ୟୁତ ହୋଇଥିବା ବେଳେ ୧୫୦ ଜଣଙ୍କ ମୃତ୍ୟୁ ହୋଇଥିଲା।

-୨୦୧୭ ଅଗଷ୍ଟ ୧୯ରେ ହରିଦ୍ୱାର-ପୁରୀ ମଧ୍ୟରେ ଚାଲୁଥିବା କଳିଙ୍ଗ ଉତ୍କଳ ଏକ୍ସପ୍ରେସ ଉତ୍ତରପ୍ରଦେଶର ମୁଜଫରନଗରରେ ଦୁର୍ଘଟଣାର ସମ୍ମୁଖନ ହୋଇଥିଲା। ଏହି ଦୁର୍ଘଟଣାରେ ଟ୍ରେନ୍‌ର ୧୪ଟି ବଗି ଲାଇନ୍‌ଚ୍ୟୁତ୍‌ ହୋଇଥିବା ବେଳେ ୨୧ ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା ।

-୨୦୨୨ ଜାନୁୟାରୀ ୧୩ ତାରିଖରେ ବିକାନିର-ଗୌହାଟି ଏକ୍ସପ୍ରେସ ପଶ୍ଚିମବଙ୍ଗରେ ଲାଇନ୍‌ଚ୍ୟୁତ୍‌ ହୋଇଥିବା ବେଳେ ୯ ଜୀବନ ଚାଲି ଯାଇଥିଲା ଓ ୩୬ ଜଣ ଗୁରୁତର ହୋଇଥିଲେ।


Powered by Froala Editor

Tags train

Related articles Odisha News Lens 4.1

  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ

    15020
    Sep 26, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15175
    Sep 27, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15338
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13752
    Sep 27, 2026
  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...
    ଦେଶ-ଦେଶାନ୍ତର

    ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...

    13550
    Sep 27, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13365
    Sep 27, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15075
    Sep 27, 2026
  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...
    ଦେଶ-ଦେଶାନ୍ତର

    ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...

    13599
    Sep 26, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...
    ବାଣିଜ୍ୟ

    ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...

    13827
    Sep 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15175
    Sep 27, 2026
  • ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15075
    Sep 27, 2026
  • ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15338
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17132
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17819
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17789
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18201
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13397
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15654
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15219
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14592
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14832
    Sep 11, 2026

ବାଣିଜ୍ୟ

ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

ନୂଆଦିଲ୍ଲୀ: ଆକ୍ସନ ଗ୍ରୁପ୍‌ର ଏକ ଅଂଶ ତଥା କାଷ୍ଠ ଭିତ୍ତିକ ପାନେଲ୍‌ ଉତ୍ପାଦଗୁଡିକର ଏକ ଅଗ୍ରଣୀ ଉତ୍ପାଦନକାରୀ ଆକ୍ସନ ଟେସା ୨୪ ସେପ୍ଟେମ୍ବର ୨୦୨୬ ଦିନ ଭାରତର ୫୦ରୁ ଅଧିକ ସ୍ଥାନରେ ଜାତୀୟ ବଢେଇ ଦିବସ ପ ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15938
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14429
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15622
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15385
    Sep 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    13827
    Sep 26, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15338
    Sep 27, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13397
    Sep 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In