Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

  • ସୁଲତାନପୁର କୋର୍ଟରେ ରାହୁଲ

  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ...

  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ...

  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

  • ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ ...

  • ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ...

  • ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ...

Home ›› ››ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ

ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ

2023-06-05 06:07:06
13990
Share:
Facebook
Twitter
E-Mail
WhatsApp
Telegram
ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ

ପୁରୀ: ସ୍ନାନବେଦିରେ ୧୦୮ଗରା ଜଳ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ଶ୍ରୀବିଗ୍ରହ । ଜ୍ୱରରୁ ମୁକ୍ତି ପାଇଁ ୧୫ ଦିନ ପର୍ୟ୍ୟନ୍ତ ଜାରି ରହିବ ଠାକୁରଙ୍କ ଏହି ଗୁପ୍ତ ନୀତି । ଜ୍ୱରରେ ପୀଡ଼ିତଙ୍କୁ ଯେପରି ପଥି, ପାଚନ ଓ ଔଷଧର ଆବଷ୍ୟକତା ପଡ଼ିଥାଏ, ଠିକ୍‌ ସେହିପରି ଶ୍ରୀବିଗ୍ରହଙ୍କ ସେବା ଆରମ୍ଭ ହୋଇଛି। ଦଇତାପତି ସେବକମାନେ ଠାକୁରଙ୍କ ଏହି ଗୁପ୍ତ ସେବା କରୁଛନ୍ତି । ଏହି ସମୟରେ ଶ୍ରୀମନ୍ଦିରରେ ପୂଜାଇବେ ପଟିଦିଅଁ । ଏଣୁ ସୋମବାର ବିଳମ୍ବିତ ରାତିରେ ଶ୍ରୀମନ୍ଦିରକୁ ପଟିଦିଅଁ ବିଜେ ହୋଇଛନ୍ତି ।
ଏହି ସମୟରେ ଶ୍ରୀଜିଉ ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ । ବିଧିମୁତାବକ ଜଗମୋହନରେ ବିଜେ ହୋଇଥିବା ପଟିଦିଅଁଙ୍କୁ ଭକ୍ତମାନେ ଦର୍ଶନକରି ପୂଜାର୍ଚ୍ଚନା କରିଥାନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ଶ୍ରୀ ନାରାୟଣ, ଦେବୀ ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ୱରୀ ଓ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବଙ୍କୁ ପଟିଦିଅଁ ରୂପେ ପୂଜା କରାଯାଏ । ଶ୍ରୀ ନାରାୟଣଙ୍କ ସମ୍ମୁଖରେ ମଦନମୋହନ ଓ କୃଷ୍ଣ ବିଗ୍ରହ, ମା ଭୁବନେଶ୍ୱରୀଙ୍କ ସମ୍ମୁଖରେ ଭୂଦେବୀ ଓ ଶ୍ରୀଦେବୀ ଏବଂ ଶ୍ରୀ ଅନନ୍ତ ବାସୁଦେବଙ୍କ ସମ୍ମୁଖରେ ଦୋଳଗୋବିନ୍ଦ ଓ ନୃସିଂହଙ୍କ ପ୍ରତିମୂର୍ତ୍ତି ଅଧିଷ୍ଠିତ ହୋଇଥାନ୍ତି । ବିଳମ୍ବିତ ରାତିରେ ଠାକୁରେ ସ୍ନାନମଣ୍ଡପରୁ ଅଣସର ଘରକୁ ପହଣ୍ଡି ହୋଇଯାଇଥିଲେ । ମହାପ୍ରଭୁଙ୍କ ଚିତ୍ରକର ସେବକମାନେ ଅତ୍ୟନ୍ତ ଶୁଦ୍ଧପୂତଭାବେ ପଟିଦିଅଁଙ୍କୁ ନିର୍ମାଣ କରିଥିଲେ । ଠାକୁରଙ୍କ ପହଣ୍ଡି ପରେ ଶ୍ରୀମନ୍ଦିର ପକ୍ଷରୁ ଛତି, କାହାଳୀର ପଟୁଆର ଯାଇ ପଟିଦିଅଁଙ୍କୁ ଆଣି ଶ୍ରୀମନ୍ଦିର ଜଗମୋହନରେ ବିଜେ କରାଇଥିଲେ । ଠାକୁରଙ୍କ ଗୁପ୍ତ ପୂଜା ସାଙ୍ଗକୁ ପଟିଦିଅଁଙ୍କ ପୂଜାର୍ଚ୍ଚନା ଚାଲିବ । ସୋମବାର ଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କୁ ଦର୍ଶନ କରିବାର ବିଧି ରହିଛି ।

Powered by Froala Editor

Tags Puri temple

Related articles Odisha News Lens 4.1

  • ସୁଲତାନପୁର କୋର୍ଟରେ ରାହୁଲ
    ଦେଶ-ଦେଶାନ୍ତର

    ସୁଲତାନପୁର କୋର୍ଟରେ ରାହୁଲ

    14711
    Feb 20, 2026
  • ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ଆରମ୍ଭ
    ଦେଶ-ଦେଶାନ୍ତର

    ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ଆରମ୍ଭ

    13827
    Feb 20, 2026
  • ଏପଷ୍ଟିନ୍‌ ଲିଙ୍କ୍‌,  ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ
    ଦେଶ-ଦେଶାନ୍ତର

    ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ

    14380
    Feb 20, 2026
  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14455
    Feb 20, 2026
  • ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ କହି ଦେଇଥିଲେ ମଞ୍ଜି
    ଅପରାଧ

    ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ କହି ଦେଇଥିଲେ ମଞ୍ଜି

    14245
    Feb 20, 2026
  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି
    ଦେଶ-ଦେଶାନ୍ତର

    ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15463
    Feb 20, 2026
  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ  ପ୍ରତିବାଦ ପ୍ରଦର୍ଶନ
    ଦେଶ-ଦେଶାନ୍ତର

    ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    13901
    Feb 20, 2026
  • ୨୭ରେ ମୁକ୍ତିଲାଭ କରିବ
    ମନୋରଞ୍ଜନ

    ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    14789
    Feb 20, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ
    ଜିଲ୍ଲା ପରିକ୍ରମା

    ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15535
    Feb 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    14789
    Feb 20, 2026
  • ଦେଶ-ଦେଶାନ୍ତର

    ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    13901
    Feb 20, 2026
  • ଦେଶ-ଦେଶାନ୍ତର

    ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ

    14380
    Feb 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17346
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17412
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17758
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16232
    Apr 03, 2021

ବିଶେଷ

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15370
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14068
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15171
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15884
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15898
    Feb 14, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14959
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14471
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16078
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15364
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁଲତାନପୁର କୋର୍ଟରେ ରାହୁଲ

    14711
    Feb 20, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15535
    Feb 20, 2026
  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14455
    Feb 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In