Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

Home ›› ››ଦୁର୍ଘଟଣାଗ୍ରସ୍ତ ଟ୍ରାକରେ ମରାମତି କାମ, ୭୪ଟି ଟ୍ରେନ୍ ବାତିଲ

ଦୁର୍ଘଟଣାଗ୍ରସ୍ତ ଟ୍ରାକରେ ମରାମତି କାମ, ୭୪ଟି ଟ୍ରେନ୍ ବାତିଲ

2023-06-06 07:21:26
15528
Share:
Facebook
Twitter
E-Mail
WhatsApp
Telegram
ଦୁର୍ଘଟଣାଗ୍ରସ୍ତ ଟ୍ରାକରେ ମରାମତି କାମ,  ୭୪ଟି ଟ୍ରେନ୍ ବାତିଲ

ବାଲେଶ୍ୱର: ସାରା ବିଶ୍ୱକୁ ଥରାଇ ଦେଇଛି ବାହାନଗା ଟ୍ରେନ୍‌ ଟ୍ରାଜେଡ଼ି । ବାଲେଶ୍ୱର ବାହାନଗା ନିକଟରେ ଟ୍ରେନ ଦୁର୍ଘଟଣା ପରେ ସେହି ରୁଟ୍‌ରେ ରେଳ ଚଳାଚଳ ସ୍ୱାଭାବିକ ହୋଇଥିଲେ ମଧ୍ୟ ଆଜି ଓ କାଲି ପାଇଁ ୭୪ଟି ଟ୍ରେନ୍ ବାତିଲ କରାଯାଇଛି।ଦୁର୍ଘଟଣାଗ୍ରସ୍ତ ଟ୍ରାକରେ ଆଉ କିଛି ମରାମତି କାମ ପାଇଁ ରେଳ ଚଳାଚଳ ବନ୍ଦ କରାଯାଇଛି। ଏନେଇ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପାଇଁ ଭୁବନେଶ୍ୱର-ହାୱଡ଼ା ଜନଶତାବ୍ଦୀ, ପୁରୀ-ଶାଲିମାର ଧଉଳି ଏକ୍ସପ୍ରେସ, ହାୱଡ଼ା-ସିକନ୍ଦରାବାଦ ଫଲକନାମା, ଶାଲିମାର-ପୁରୀ ଧଉଳି ଏକ୍ସପ୍ରେସ, ଶାଲିମାର-ହାଇଦ୍ରାବାଦ ଇଷ୍ଟକୋଷ୍ଟ, ହାୱଡ଼ା-ଭୁବନେଶ୍ୱର ଜନଶତାବ୍ଦୀ, ଶାଲିମାର-ଚେନ୍ନାଇ କରମଣ୍ଡଳ ଓ ଶାଲିମାର-ପୁରୀ ଜଗନ୍ନାଥ ଏକ୍ସପ୍ରେସ ବାତିଲ୍ କରାଯାଇଛି।

ସେହିପରି ଆସନ୍ତାକାଲି ପାଇଁ ପୁରୀ-ଆନନ୍ଦବିହାର, ଭୁବନେଶ୍ୱର-ଆନନ୍ଦବିହାର ଏକ୍ସପ୍ରେସ, ଭୁବନେଶ୍ୱର-ହାୱଡା ଜନଶତାଦ୍ଦୀ, ପୁରୀ-ଶାଲିମାର ଧଉଳି ଏକ୍ସପ୍ରେସ, ପାଟନା-ପୁରୀ ଓ ସିଆଲ୍ ଦା-ପୁରୀ ଦୂରନ୍ତ ଏକ୍ସପ୍ରେସ ବାତିଲ କରାଯାଇଛି । ରିଷିକେଶ-ପୁରୀ ଏକ୍ସପ୍ରେସ ଭାୟା ଇବ୍-ଝାରସୁଗୁଡା ରୋଡ୍ ଦେଇ ଯିବ।

ଗତକାଲି ମାଲବାହୀ ସମେତ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିଥିଲା । ସେପଟେ ଆଜି ଦୁର୍ଘଟଣାସ୍ଥଳରେ ପହଞ୍ଚିଛି କେନ୍ଦ୍ରୀୟ ତଦନ୍ତକାରୀ ଟିମ୍‌ । ଗ୍ରାଉଣ୍ଡରେ ସରଜମିନ ଅନୁଧ୍ୟାନ ଓ ତଦନ୍ତ କରୁଛି ସିବିଆଇ ଟିମ୍‌ । ଗତକାଲି ସିବିଆଇ ଟିମ୍‌ ତଥ୍ୟ ସଂଗ୍ରହ କରିଥିଲା । ପ୍ରାଥମିକ ତଦନ୍ତରୁ ଟ୍ରିପଲ୍‌ ଟ୍ରେନ୍‌ ଟ୍ରାଜେଡି ପଛରେ ଷଡ଼ଯନ୍ତ୍ର ଦିଗ ସାମନାକୁ ଆସିଛି । ଏଦିଗରେ ତଦନ୍ତ କରିବ ସିବିଆଇ । ଦୁର୍ଘଟଣାର କାରଣ ଓ କିଏ ଦାୟୀ ସେମାନଙ୍କୁ ଧରିବ ସିବିଆଇ ।

Powered by Froala Editor

Tags Train

Related articles Odisha News Lens 4.1

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14397
    May 08, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    16088
    May 07, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14390
    May 08, 2026
  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14347
    May 09, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14012
    May 08, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ
    ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15596
    May 09, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14765
    May 09, 2026
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15109
    May 08, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15458
    May 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15596
    May 09, 2026
  • ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    16088
    May 07, 2026
  • ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15109
    May 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17514
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15596
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14411
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15421
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15168
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13969
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14347
    May 09, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14397
    May 08, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    14157
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In